bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Joshua 12
Joshua 12
Odia Bible ERV 2004 (ପବିତ୍ର ବାଇବଲ)
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 13 →
1
ରାଜାମାନେ ଇସ୍ରାଏଲମାନଙ୍କ ଦ୍ୱାରା ପରାସ୍ତ ହେଲେ ଯର୍ଦ୍ଦନର ପୂର୍ବପାର୍ଶ୍ୱସ୍ଥ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନେ ନିଜ ଅଧୀନକୁ ଆଣିଲେ। ଅର୍ଣ୍ଣୋନ୍ ପର୍ବତଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ଆରାବହଃର ପୂର୍ବ ଦିଗସ୍ଥ ସମସ୍ତ ରାଜାମାନଙ୍କୁ ପରାସ୍ତ କଲେ।
2
ହିଷ୍ବୋନ ନିବାସୀ ଇମୋରୀୟମାନଙ୍କର ସହରର ସୀହୋନ ରାଜାଙ୍କୁ ପରାସ୍ତ କଲେ ଓ ଅର୍ଣ୍ଣୋନ ଗିରି ସଙ୍କଟ ନିକଟସ୍ଥ ଆରେୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଗିଲିୟଦର ଅର୍ଦ୍ଧ ଦେଶଠାରୁ ଅମ୍ମୋନ ସନ୍ତାନଗଣର ସୀମାସ୍ଥିତ ଯବୋକ୍ ନଦୀ ପର୍ଯ୍ୟନ୍ତ ଶାସନ କଲେ।
3
ସେମାନେ ମଧ୍ୟ ଯର୍ଦ୍ଦନର ପୂର୍ବ ଉପତ୍ୟକାଠାରୁ ଗାଲିଲୀହ୍ରଦର ପୂର୍ବ ତୀର ପର୍ଯ୍ୟନ୍ତ ଓ ବୈତ୍ଯିଶିମୋତର ପଥରେ ପଦାଭୂମିସ୍ଥିତ ଲବଣ ସମୁଦ୍ରର ପୂର୍ବତୀର ପର୍ଯ୍ୟନ୍ତ ଓ ପିସ୍ଗାର ଅଧଃସ୍ଥିତ ଦକ୍ଷିଣ ଦେଶରେ ରାଜତ୍ୱ କଲେ।
4
ସେମାନେ ମଧ୍ୟ ବାଶନର ରାଜା ଓଗ୍କୁ ପରାସ୍ତ କଲେ। ଓଗ୍ ଥିଲେ, ରଫାୟୀୟ ବଂଶଧର, ସେ ଅଷ୍ଟାରୋତ୍ ଓ ଇଦ୍ରିୟୀରେ ଶାସନ କରୁଥିଲେ।
5
ଓଗ୍ ମଧ୍ୟ ହର୍ମୋଣ ପର୍ବତରେ, ସଲଖାରେ, ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ସୀମା ପର୍ଯ୍ୟନ୍ତ ସମୁଦାୟ ବାଶନ ଦେଶରେ ଓ ହିଷ୍ବୋନ୍ର ରାଜା ସୀହୋନର ସୀମା ପର୍ଯ୍ୟନ୍ତ ଗିଲିୟଦର ଅର୍ଦ୍ଧ ଦେଶରେ ଶାସନ କରୁଥିଲେ।
6
ସଦାପ୍ରଭୁଙ୍କର ଦାସ ମୋଶା ଏବଂ ଇସ୍ରାଏଲର ଲୋକମାନେ ସେ ରାଜାଗଣଙ୍କର ଦେଶକୁ ପରାସ୍ତ କରିଥିଲେ। ମୋଶା ସେମାନଙ୍କର ଦେଶଗୁଡ଼ିକ ଗାଦୀୟ, ରୁବେନୀୟ ପରିବାରବର୍ଗଙ୍କୁ ଏବଂ ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ଦେଲେ।
7
ଇସ୍ରାଏଲର ଲୋକମାନେ ମଧ୍ୟ ଯର୍ଦ୍ଦନର ପଶ୍ଚିମ ପାର୍ଶ୍ୱସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହୋଶୂୟ ଏହି ଆକ୍ରମଣର ନେତୃତ୍ୱ ନେଇଥିଲେ। ଯିହୋଶୂୟ ସେହି ଦେଶଗୁଡ଼ିକୁ ବାରଟି ପରିବାରବର୍ଗ ମଧ୍ୟରେ ବାଣ୍ଟି ଦେଇଥିଲେ। ସେହି ଦେଶଗୁଡ଼ିକ ସଦାପ୍ରଭୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେହି ଲିବାନୋନ୍ର ବାଲଗାଦ୍ଠାରୁ ସେୟୀରର ହାଲକ ପର୍ଯ୍ୟନ୍ତ ଉପତ୍ୟକାଗୁଡ଼ିକ ଥିଲା।
8
ପର୍ବତମୟ ଦେଶ, ତଳଭୂମି, ଯର୍ଦ୍ଦନର ଉପତ୍ୟକା, ପୂର୍ବର ପର୍ବତଗୁଡ଼ିକ, ନେଗେଭ ଓ ମରୁଭୂମି ହୀତ୍ତୀୟ ଇମୋରୀୟ, କିଣାନୀୟ, ପିରିଷୀୟ, ଓ ହିବ୍ବୀୟମାନେ ସେଠାରେ ବାସ କଲେ। ସେହିସବୁ ରାଜାମାନଙ୍କର ତାଲିକା ନିମ୍ନରେ ଦିଆଗଲା:
9
ଯିରୀହୋର ରାଜା 1 ବୈଥେଲ୍ର ନିକଟସ୍ଥ ଅୟର ରାଜା 1
10
ଯିରୁଶାଲମର ରାଜା 1 ହିବ୍ରୋଣର ରାଜା 1
11
ଯର୍ମୂତର ରାଜା 1 ଲାଖୀଶ୍ର ରାଜା 1
12
ଇଗ୍ଲୋନର ରାଜା 1 ଗେଷର୍ର ରାଜା 1
13
ଦବୀରର ରାଜା 1 ଗେଦରର ରାଜା 1
14
ହର୍ମାର ରାଜା 1 ଅରାଦର ରାଜା 1
15
ଲିବ୍ନାର ରାଜା 1 ଅଦୁଲ୍ଲମର ରାଜା 1
16
ମକ୍କେଦାର ରାଜା 1 ବୈଥେଲ୍ର ରାଜା 1
17
ତପୂହର ରାଜା 1 ହେଫରର ରାଜା 1
18
ଅଫେକର ରାଜା 1 ଲାଶାରୋଣର ରାଜା 1
19
ମାଦୋନର ରାଜା 1 ହାତ୍ସୋରର ରାଜା 1
20
ଶିମ୍ରୋଣ ମରୋଣର ରାଜା 1 ଅକ୍ଷଫର ରାଜା 1
21
ତାନ କର ରାଜା 1 ମଗିଦ୍ଦୋର ରାଜା 1
22
କେଦଶର ରାଜା 1 କର୍ମିଲସ୍ଥ ଯଗ୍ନିଯାମର ରାଜା 1
23
ଦୋର ଉପପର୍ବତସ୍ଥିତ ଦୋରର ରାଜା 1 ଗିଲ୍ଗଲସ୍ଥ ଗୋୟିମର ରାଜା 1
24
ତିର୍ସାର ରାଜା 1 ସେମାନେ ପରାସ୍ତ କରିଥିବା ସର୍ବମୋଟ ରାଜାମାନଙ୍କ ସଂଖ୍ୟା 31
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24