bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Joshua 20
Joshua 20
Odia Bible ERV 2004 (ପବିତ୍ର ବାଇବଲ)
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
1
ନଗରଗୁଡ଼ିକର ନିରାପତ୍ତା ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,
2
“ମୁଁ ମୋଶାଙ୍କ ଦ୍ୱାରା ତୁମ୍ଭକୁ ନିର୍ଦ୍ଦେଶ ଦେଇଥିଲି। ମୋଶା ତୁମ୍ଭକୁ କହିଥିଲେ, ତୁମ୍ଭେମାନେ ନିଜ ନିଜ ପାଇଁ ନିରାପତ୍ତା ସହର ବାଛିବା ପାଇଁ।
3
ଯଦି କୌଣସି ନରହତ୍ୟାକାରୀ ଭୁଲରେ ଓ ଅଜ୍ଞାତସାରରେ କାହାକୁ ବଧ କରେ ସେ ସେହି ନିରାପଦ ସହରକୁ ପଳାଇ ଯାଇପାରେ। ତେଣୁ ସେହିସବୁ ନଗର ରକ୍ତର ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ନଗର ହେବ।
4
ଏହି କଥା ଜଣେ ପଳାୟନକାରୀ ନିଶ୍ଚିତ କରିବ। “ନିଜ ସହରରୁ ପଳାୟନ କରୁଥିବା ଜଣେ ଲୋକ ନଗରର ପ୍ରବେଶ ଫାଟକ ପର୍ଯ୍ୟନ୍ତ ଦୌଡ଼ି ସେଠାରେ ବନ୍ଦ କରିବା ଉଚିତ୍। ତା’ ପ୍ରତି କ’ଣ ଘଟିଲା ସେ ନିହାତି ମୂଖ୍ୟ ଲୋକମାନଙ୍କୁ କହିବ। ତା’ପରେ ମୂଖ୍ୟମାନେ ତାକୁ ନଗରରେ ପ୍ରବେଶ କରିବାକୁ ଅନୁମତି ଦେବେ। ସେମାନେ ତାକୁ ସେମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେଇ ପାରନ୍ତି।
5
କିନ୍ତୁ ଯେଉଁ ଲୋକମାନେ ତା’ ପଛରେ ଗୋଡ଼ାଇ ଆସିବେ ନିଶ୍ଚିତ ଭାବରେ ସେମାନେ ଆସି ଏହି ନଗରରେ ପହଞ୍ଚି ପାରନ୍ତି। ଯଦି ଏହିପରି ଘଟଣା ଘଟେ ସହରର ପ୍ରାଚୀନ ବର୍ଗମାନେ ତାହାକୁ ପ୍ରତିଶୋଧ ନେବା ପାଇଁ ଆସିଥିବା ଲୋକମାନଙ୍କୁ ହସ୍ତାନ୍ତର କରିବେ ନାହିଁ। କାରଣ ସେ ଦୁର୍ଘଟଣା ବଶତଃ ଜଣେ ବ୍ୟକ୍ତିକୁ ହତ୍ୟା କରିଥିଲା। ସେ ରାଗି କରି କିମ୍ବା ଦ୍ୱେଷରେ ବା ଇଚ୍ଛାକରି ତାକୁ ହତ୍ୟା କରି ନ ଥିଲା। ଏହା ଦୁର୍ଘଟଣା ବଶତଃ ହୋଇଥିଲା।
6
ସେହି ଲୋକଟି ସେଠାରେ ସେହି ପର୍ଯ୍ୟନ୍ତ ରହିବ ଯେପର୍ଯ୍ୟନ୍ତ ସେ ବିଗ୍ଭରକ ମଣ୍ଡଳୀ ସାକ୍ଷାତରେ ଠିଆ ହୋଇଥିବେ। ପୁଣି ସେହି ସମୟରେ ମହାଯାଜକର ମୃତ୍ୟୁ ହେବାଯାଏ, ସେ ସେହି ନଗରରେ ବାସ କରିବ। ଏହା ପରେ ସେହି ନରହତ୍ୟାକାରୀ ଯେଉଁ ନଗରରୁ ପଳାୟନ କରିଥିଲା, ନିଜର ସେହି ନଗରକୁ ଓ ନିଜ ଗୃହକୁ ଫେରିଯିବ।”
7
ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।
8
ଏହା ପରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ-ପୂର୍ବପାରିରେ ରୁବେନ୍ ବଂଶର ସମଭୂମି ପ୍ରାନ୍ତରରେ ବେତ୍ସର ଓ ଗାଦ୍ ବଂଶର ଗିଲିୟଦରେ ରାମୋତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।
9
ସେମାନଙ୍କ ମଧ୍ୟରେ ବାସ କରୁଥିବା ଯଦି ଜଣେ ବିଦେଶୀ ଅନିଛାରେ ଜଣେ ବ୍ୟକ୍ତିକୁ ହତ୍ୟାକରେ, ତାକୁ ଯେକୌଣସି ନିରାପଦ ସହରକୁ ଯିବା ପାଇଁ ଅନୁମତି ଦିଆଯିବ। ତା’ହେଲେ ସେହି ମନୁଷ୍ୟଟି ନିରାପଦ ହେବ ଏବଂ ପ୍ରତିଶୋଧ ପାଇଁ ଗୋଡ଼ାଇଥିବା ସମ୍ପର୍କୀୟମାନଙ୍କ ଦ୍ୱାରା ମୃତ୍ୟୁଦଣ୍ଡରେ ଦଣ୍ତିତ ହେବ ନାହିଁ। ନ୍ୟାୟାଳୟରେ ବିଗ୍ଭର ହେବା ପର୍ଯ୍ୟନ୍ତ ସେହି ନିରାପଦ ସହରରେ ରହିବ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24