Joshua 5

Odia Bible ERV 2004 (ପବିତ୍ର ବାଇବଲ)

← Chapter 4 Chapter 6 →
4ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି, ମିଶରରୁ ବାହାରି ଆସିବା ପରେ ଇସ୍ରାଏଲର ସମସ୍ତ ଲୋକ ଯାତ୍ରା କରୁଥିବା ବେଳେ ମରୁଭୂମିରେ ମୃତ୍ୟୁବରଣ କଲେ। ସେମାନେ ସମସ୍ତେ ଯୋଦ୍ଧା ଥିଲେ ଓ ସୁନ୍ନତ ହୋଇଥିଲେ। କିନ୍ତୁ ମିଶର ଛାଡ଼ିବା ପରେ ମରୁଭୂମିରେ ଜନ୍ମ ହୋଇଥିବା ଇସ୍ରାଏଲୀୟମାନେ ସୁନ୍ନତ ହୋଇ ନ ଥିଲେ। ଯେହେତୁ ଲୋକମାନେ ସଦାପ୍ରଭୁଙ୍କ କଥା ମାନିଲେ ନାହିଁ। ତେଣୁ ସେମାନଙ୍କୁ ପ୍ରତିଜ୍ଞା କରାଯାଇଥିବା ଦେଶ ସେମାନେ ଦେଖି ପାରିଲେ ନାହିଁ ଏବଂ ଦୀର୍ଘ ଗ୍ଭଳିଶ୍ ବର୍ଷ ଯାଏ ସମସ୍ତ ଯୋଦ୍ଧା ମୃତ୍ୟୁବରଣ କରିବା ପର୍ଯ୍ୟନ୍ତ ମରୁଭୂମିରେ ଘୁରି ବୁଲିଲେ। ସଦାପ୍ରଭୁ ସେମାନଙ୍କୁ “ଉର୍ବର ଓ ଦୁ‌ଗ୍‌ଧମଧୁପ୍ରବାହୀତ ଦେଶ” ନ ଦେଖାଇବା ପାଇଁ ପ୍ରତିଜ୍ଞା କଲେ, ଯାହା ସେ ସେମାନଙ୍କର ପୂର୍ବପୁରୁଷଗଣଙ୍କଠାରେ ଆମ୍ଭକୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ତେଣୁ ସେମାନଙ୍କର ପୁତ୍ରଗଣ ସେମାନଙ୍କର ମୃତ୍ୟୁପରେ ସେମାନଙ୍କର ଜାଗାଗୁଡ଼ିକ ନେଇଗଲେ। ସେମାନେ ବାଟରେ ସୁନ୍ନତ ହୋଇ ନ ଥିଲେ, ତେଣୁ ସେମାନେ ରାସ୍ତାରେ ଯିହୋଶୂୟଙ୍କ ଦ୍ୱାରା ସୁନ୍ନତ ହେଲେ।
← Chapter 4 Chapter 6 →

Recommended Reading