bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Judges 17
Judges 17
Odia Bible ERV 2004 (ପବିତ୍ର ବାଇବଲ)
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 18 →
1
ମୀଖାର ପ୍ରତିମାଗୁଡ଼ିକ ମୀଖା ନାମକ ଜଣେ ବ୍ୟକ୍ତି ଇଫ୍ରୟିମ ପର୍ବତମୟ ଦେଶରେ ବାସ କରୁଥିଲା।
2
ମୀଖା ତା’ର ମା’କୁ କହିଲା, “ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1100 ଖଣ୍ତ ରୂପା ଗ୍ଭେରି ହୋଇଥିଲା ଏବଂ ତୁମ୍ଭେ ଶାପ ଦେଉଥିବାର ମୁଁ ଶୁଣିଲି। ସେହି ରୂପା ମୋ’ ପାଖରେ ଅଛି, ମୁଁ ଏହା ଦେଖିଲି।” ତା’ର ମା ତାକୁ କହିଲା, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ ମୋର ପୁତ୍ର।”
3
ମୀଖା ସେହି 1100 ଖଣ୍ତ ରୂପା ତା’ର ମା’କୁ ଫେରାଇ ଦେଲା। ଏହା ପରେ ତା’ର ମା ତାକୁ କହିଲେ, “ମୁଁ ସେହି ରୂପା ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶେଷ ଉପହାର ରୂପେ ଅର୍ପଣ କରିବି। ମୁଁ ଏହା ମୋର ପୁତ୍ରକୁ ଦେବି, ଯାହାଫଳରେ ସେ ଏକ ମୂର୍ତ୍ତି କରି ତାକୁ ରୂପା ଆଚ୍ଛାଦନ କରି ପାରିବ। ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”
4
କିନ୍ତୁ ମୀଖା ସେହି ରୂପା ଖଣ୍ଡକୁ ତା’ର ମାକୁ ଫେରାଇ ଦେଲା। ତା’ର ମା ଦୁଇଶହ ଖଣ୍ତ ରୂପା ସୁନାରିକୁ ଦିଅନ୍ତେ ସେ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
5
ମୀଖାର ଏକ ମନ୍ଦିର ଥିଲା ଓ ସେ ଏକ ଏଫୋଦ ତିଆରି କଲା, ତାଙ୍କର ଅନେକ ମୂର୍ତ୍ତିଗୁଡ଼ିକ ଥିଲା। ସେ ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣଙ୍କୁ ଯାଜକ ରୂପେ ନିଯୁକ୍ତ କଲା।
6
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟିରେ ଯାହା ଭଲ ଲାଗିଲା, ସେ ତାହା କଲା।
7
ସେଠାରେ ଜଣେ ଲେବୀୟ ଯୁବକ ଯିହୁଦାର ବୈଥ୍ଲେହମର ଥିଲା। ସେ ଯିହୁଦାର ପରିବାରବର୍ଗରେ ବାସ କରି ଆସୁଥିଲା।
8
ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ନଗରରୁ, ଅର୍ଥାତ୍ ବୈଥ୍ଲେହମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାଉ ଯାଉ ଇଫ୍ରୟିମ ଦେଶସ୍ଥ ଏହି ମୀଖାର ଗୃହ ସରିକି ଆସିଲା।
9
ତହିଁରେ ମୀଖା ତାହାକୁ ପଗ୍ଭରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କରି କହିଲା, “ମୁଁ ବୈଥ୍ଲେହମ୍ ଯିହୁଦାର ଏକ ଲେବୀୟ ଲୋକ। ମୁଁ ବାସ କରିବାକୁ ଗୋଟିଏ ସ୍ଥାନ ଖୋଜୁଛି।”
10
ମୀଖା କହିଲା, “ମୋ’ ସଙ୍ଗେ ତୁମେ ବାସ କର। ମୋର ପିତା ଓ ଯାଜକ ହୁଅ। ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦେବି।” ମୀଖା ଯାହା କହିଲା, ସେହି ଲେବୀୟ ତାହା କଲା। ତହିଁରେ ସେ ଲେବୀୟ ଲୋକ ଗଲା।
11
ଏହା ପରେ ସେହି ଲେବୀୟ ଲୋକ ତାଙ୍କ ସହିତ ବାସ କରିବା ପାଇଁ ସମ୍ମତ ହେଲା। ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।
12
ଏହା ପରେ ମୀଖା ଦ୍ୱାରା ଯାଜକ ଭାବରେ ନିଯୁକ୍ତ ହୋଇ ସେହି ଯୁବା ଲୋକ ମୀଖାର ଗୃହରେ ରହିଲା।
13
ତା’ପରେ ମୀଖା କହିଲା, “ବର୍ତ୍ତମାନ ମୁଁ ଜାଣେ ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ଜଣେ ଲେବୀୟ ପରିବାରବର୍ଗ ମୋର ଯାଜକ ହେଲା।”
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21