bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Numbers 28
Numbers 28
Odia Bible ERV 2004 (ପବିତ୍ର ବାଇବଲ)
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 29 →
1
ଦୈନିକ ନୈବେଦ୍ୟ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
“ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ସେମାନେ ମୋର ନୈବେଦ୍ୟ ମୋର ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମୋ’ ନିକଟକୁ ଆଣିବେ।
3
ସେମାନଙ୍କୁ କୁହ, ସେମାନେ ନିମ୍ନରେ ଦର୍ଶାଯାଇଥିବା ଉପହାରଗୁଡ଼ିକ ସଦାପ୍ରଭୁଙ୍କ ନିକଟକୁ ଆଣିବେ। ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁଣ ଦୁଇଟି ମେଷବତ୍ସ ଉତ୍ସର୍ଗ କରିବେ।
4
ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟା କାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।
5
ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଅର୍ଦ୍ଧହିନର ପେଷା ତୈଳମିଶ୍ରିତ ଅର୍ଦ୍ଧହିନର ସରୁ ମଇଦା ଦେବ।”
6
ଏହା ନିତ୍ୟ ହୋମବଳି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ସୀନୟ ପର୍ବତରେ ନିରୂପିତ ହୋଇଥିଲା।
7
“ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟନୈବେଦ୍ୟ ଦେବ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ପେୟନୈବେଦ୍ୟରୂପେ ଦ୍ରାକ୍ଷାରସ ଢାଳିବ।
8
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାବେଳେ ଉତ୍ସର୍ଗ କରିବ। ଯେପରି ପ୍ରାତଃକାଳରେ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ, ସେହିପରି ତୁମ୍ଭେ ସଦାପ୍ରଭୁଙ୍କୁ ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।
9
ବିଶ୍ରାମ ଦିନର ନୈବେଦ୍ୟ “ଆଉ ବିଶ୍ରାମ ଦିନରେ, ଏକ ବର୍ଷୀୟ ଦୁଇଟି ନିଖୁଣ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ।
10
ଏହି ହୋମବଳି, ନିତ୍ୟ ହୋମବଳି, ପେୟନୈବେଦ୍ୟ ସହିତ ପ୍ରତି ବିଶ୍ରାମବାରରେ ଉତ୍ସର୍ଗ କରିବ।
11
ମାସିକ ସମାଗମ “ଆଉ ପ୍ରତିମାସର ପ୍ରଥମ ଦିନରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇଟି ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ବିଶେଷ ହୋମବଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହୋଇ ଥିବେ।
12
ପୁଣି ପ୍ରତ୍ୟେକ ଷଣ୍ଢ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ; ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
13
ପୁଣି ପ୍ରତ୍ୟେକ ମେଷଶାବକ ନିମନ୍ତେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଦେବ। ତହିଁରେ ସଦାପ୍ରଭୁଙ୍କୁ ତାହା ଏକ ସୁବାସିତ ଉପହାର ରୂପେ ଉତ୍ସର୍ଗ କରିବ।
14
ଆଉ ଏକ ଷଣ୍ଢ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପେୟନୈବେଦ୍ୟ ହେବ; ଏହା ବର୍ଷର ପ୍ରତିମାସର ଅମାବାସ୍ୟାରେ ମାସିକ ହୋମବଳି ହେବ।
15
ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।
16
ନିସ୍ତାରପର୍ବ “ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ସଦାପ୍ରଭୁଙ୍କର ନିସ୍ତାରପର୍ବ ହେବ।
17
ପୁଣି ସେହି ମାସର ପଞ୍ଚଦଶ ଦିବସରେ ଉତ୍ସବ ହେବା ଉଚିତ୍; ଏହା ସାତ ଦିନ ଯାଏ ପାଳିତ ହେବା ଉଚିତ୍ ଓ ଏହି ସାତ ଦିନ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବା ଉଚିତ୍।
18
ପ୍ରଥମ ଦିନରେ ଏକ ପବିତ୍ର ସଭା ହେବା ଉଚିତ୍। ସେଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ।
19
ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହୋମବଳି ରୂପେ ଦୁଇଟି ଷଣ୍ଢ ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ଏକ ବର୍ଷିୟ ମେଷଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡ଼ିକ ଖୁଣ ନ ଥିବ।
20
ଗୋଟିଏ ଗୋବତ୍ସ ପାଇଁ ଦେଢ଼ ହିନ ପ୍ରତ୍ୟେକ ଅଣ୍ତିରା ମେଷ ପାଇଁ ଏକ ହିନ ଏବଂ ପ୍ରତ୍ୟେକ ମେଷଶାବକ ପାଇଁ ଅର୍ଦ୍ଧହିନ ହିସାବରେ ତୈଳାକ୍ତ ସରୁ ମଇଦା ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବା ଉଚିତ୍।
22
ତୁମ୍ଭ ପାଇଁ ପ୍ରାୟଶ୍ଚିତ କରିବାକୁ ପାପାର୍ଥକ ନୈବେଦ୍ୟ ରୂପେ ଏକ ଛାଗ ଉତ୍ସର୍ଗ କରିବା ଉଚିତ୍।
23
ତୁମ୍ଭେମାନେ ପ୍ରତ୍ୟହ ପ୍ରାତଃକାଳୀନ ହୋମବଳି ଛଡ଼ା ଏ ସମସ୍ତ ଉତ୍ସର୍ଗ କରିବ।
24
“ଏହି ବିଧି ଅନୁସାରେ ତୁମ୍ଭେମାନେ ସାତ ଦିନ ଯାଏ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟରୂପେ ସୁବାସିତ ନୈବେଦ୍ୟ ଉପହାର ଉତ୍ସର୍ଗ କରିବା ଉଚିତ୍। ଏହା ନିତ୍ୟ ହୋମବଳି ଓ ତହିଁର ପେୟନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗୀତ ହେବ।
25
“ତା’ପରେ ସପ୍ତମ ଦିନରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହେବ ଓ ସେଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।
26
ସାପ୍ତାହିକ ପର୍ବ (ପେଣ୍ଟିକଷ୍ଟ) “ପୁଣି ପ୍ରଥମ ଫଳର ଦିନରେ ଅର୍ଥାତ୍ ଯେତେବେଳେ ତୁମ୍ଭେମାନେ ସାପ୍ତାହିକ ପର୍ବରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ ସେଦିନ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ।
27
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ଢ, ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ମେଷଶାବକକୁ ହୋମବଳି ରୂପେ ଉତ୍ସର୍ଗ କରିବା ଉଚିତ୍।
28
ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦା ଭକ୍ଷ୍ୟ ନୈବେଦ୍ୟ, ପୁଣି ସାତ ମେଷବତ୍ସ ମଧ୍ୟରୁ ପ୍ରତି ମେଷବତ୍ସ ନିମନ୍ତେ ଏକ ଦଶମାଂଶ ଐଫା ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
30
ଆଉ ତୁମ୍ଭମାନଙ୍କ ପ୍ରାୟଶ୍ଚିତ କରଣାର୍ଥେ ଏକ ଛାଗ ଉତ୍ସର୍ଗ କରିବ;
31
ତୁମ୍ଭେମାନେ ପ୍ରତିଦିନର ହୋମବଳି, ତହିଁର ଭକ୍ଷ୍ୟ ନୈବେଦ୍ୟ ସେମାନଙ୍କର ସମସ୍ତ ଓ ତହିଁର ପେୟନୈବେଦ୍ୟ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକ ନିଖୁଣ ହେବା ଉଚିତ୍।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 29 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36