bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Proverbs 19
Proverbs 19
Odia Bible ERV 2004 (ପବିତ୍ର ବାଇବଲ)
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 20 →
1
ଗରିବ ହେଲେ ମଧ୍ୟ ସେ ସାଧୁତା; ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।
2
ଜ୍ଞାନହୀନ ଜୀଜ୍ଞାଷୁ ହେବାର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।
3
ମନୁଷ୍ୟର ଅଜ୍ଞାନତା ନିଜର ଜୀବନକୁ ଧ୍ୱଂସ କରେ। କିନ୍ତୁ ତା’ପରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।
4
ଧନ ବହୁମିତ୍ର ଲାଭ କରେ, ମାତ୍ର ଦରିଦ୍ରତା ବନ୍ଧୁ ନାଶ କରେ।
5
ଯେଉଁ ଲୋକ ଅନ୍ୟ ବିରୁଦ୍ଧରେ ମିଥ୍ୟା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।
6
ଅନେକ ଲୋକ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରତ୍ୟେକ ଲୋକ ସେହି ଲୋକର ବନ୍ଧୁ ହୁଅନ୍ତି ଯିଏ ଉପହାର ଦିଏ।
7
ଦରିଦ୍ର ଲୋକଙ୍କୁ ତା’ର ପରିବାର ମଧ୍ୟ ଭଲ ପାଏ ନାହିଁ। ତା’ର ମିତ୍ରମାନେ ତା’ଠାରୁ ଅଧିକ ଦୂରତା ରକ୍ଷା କରନ୍ତି। ସେ ସେମାନଙ୍କର ସାହାଯ୍ୟ ପାଇଁ ଭିକ୍ଷା କରେ, କିନ୍ତୁ ସେମାନେ ତା’ର ନିକଟକୁ ଯାଆନ୍ତି ନାହିଁ।
8
ଯଦି ଜଣେ ଲୋକ ତା’ ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହେବ। ଯେ ବିବେଚନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ।
9
ମିଥ୍ୟା ସାକ୍ଷୀ ଦଣ୍ଡିତ ହେବ। ମିଥ୍ୟାବାଦୀ ଧ୍ୱଂସ ପାଇବ।
10
ମୂର୍ଖ ଲୋକ କେବେହେଲେ ଧନୀ ହୋଇ ପାରିବ ନାହିଁ। ଯେପରି ଅଧିପତି ଉପରେ ଦାସର କର୍ତ୍ତୃତ୍ୱ।
11
ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ଯ୍ୟ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।
12
ରାଜାର କ୍ରୋଧ ସିଂହର ଗର୍ଜନ ସଦୃଶ। କିନ୍ତୁ ତା’ର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
13
ମୂର୍ଖ ପୁତ୍ର ତା’ର ପିତାର ଦୁଃଖର କାରଣ ହେବ। ଏବଂ କଳିହୁଡ଼ି ସ୍ତ୍ରୀ ଅବିରତ ବିନ୍ଦୁପାତ ପରି।
14
ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15
ଆଳସ୍ୟ ନିଦ୍ରା ଆଣେ। ଅଳସ ପ୍ରାଣୀ କ୍ଷୁଧାଭୋଗ କରେ।
16
ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18
ଅପାଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି। ଯଦି ତୁମ୍ଭେ ଏହା କରିବ ନାହିଁ, ତୁମ୍ଭେ ତା’ର ବିନାଶର କାରଣ ହେବ।
19
ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ। ଯେହେତୁ ତୁମ୍ଭେ ତାକୁ ଥରେ ଉଦ୍ଧାର କଲେ ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20
ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21
ମନୁଷ୍ୟର ମନରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହେବ।
22
ଜଣେ ଲୋକ ତାଙ୍କର ବିଶ୍ୱାସ ଜରିଆରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ। ଯିଏ ଯାହାକୁ ବିଶ୍ୱାସ କରାଯାଇପାରେ ନାହିଁ।
23
ସଦାପ୍ରଭୁ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ଶାନ୍ତିରେ ବାସ କରି ପାରିବ। ବିପଦ ତା’ର ନିକଟରେ ଯାଇ ପାରିବ ନାହିଁ।
24
ଅଳସୁଆ ଆପଣା ଥାଳିରେ ହାତ ବୁଡ଼ାଇଲେ ଆଉଥରେ ତା’ର ମୁହଁକୁ ନେବାକୁ ଇଚ୍ଛା କରେ ନାହିଁ।
25
ନିନ୍ଦକକୁ ପ୍ରହାର କଲେ, ନିର୍ବୋଧଲୋକ ସତର୍କତା ଶିକ୍ଷା କରିବ। ଯଦି ତୁମ୍ଭେ ବୁଦ୍ଧିମାନ୍ ବ୍ୟକ୍ତିକୁ ଭର୍ତ୍ସନା କରିବ, ସେ ଅଧିକ ଶିକ୍ଷା ଲାଭ କରିବ।
26
ଯେଉଁ ପୁତ୍ର ଆପଣା ପିତାର ଧନ ଗ୍ଭେରି କରେ ଏବଂ ଆପଣା ମାତାକୁ ତଡ଼ି ଦିଏ, ସେ ଗୋଟିଏ ଲଜ୍ଜାକର ଓ ଅପମାନ ଜନକ ପୁତ୍ର ଅଟେ।
27
ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ୟୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28
ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଗ୍ଭରକୁ ନିନ୍ଦା କରେ ଏବଂ ଦୁଷ୍ଟ ଲୋକର ମୁଖମଣ୍ଡଳ ଅନିଷ୍ଟରେ ପରିପୂର୍ଣ୍ଣ।
29
ନିନ୍ଦକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31