bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Proverbs 28
Proverbs 28
Odia Bible ERV 2004 (ପବିତ୍ର ବାଇବଲ)
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 29 →
1
ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।
2
ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତେବେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସେମାନେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।
3
ଯଦି ଶାସକ ଦରିଦ୍ରମାନଙ୍କୁ ଶୋଷଣ କରନ୍ତି, ସେହି ରାଜା ପ୍ଳାବନକାରୀ ବୃଷ୍ଟି ପରି।
4
ବ୍ୟବସ୍ଥା ତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି। ମାତ୍ର ଆଜ୍ଞାପାଳିକା ଲୋକମାନେ ସେମାନଙ୍କୁ ବିରୋଧ କରନ୍ତି।
5
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ଏହି ବିଷୟକୁ ଭଲରେ ବୁଝନ୍ତି।
6
ଜଣେ ଗରିବ ଲୋକ ଯିଏ ଦୋଷହୀନ ଭାବରେ ଜୀବନଯାପନ କରେ, ସେ ସେହି ଧନୀ ଲୋକଠାରୁ ଉତ୍ତମ ଯାହାର ପଥ କୁପଥଗାମୀ ହୋଇଛି।
7
ଯେଉଁ ଲୋକ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
8
ଯେଉଁମାନେ ସୁଧ ଓ ବୁଦ୍ଧିଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସେମାନେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚୟ କରନ୍ତି।
9
ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
10
ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ଯିବାକୁ ଭୁଲାଏ। ସେ ନିଜେ ଗାତରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହେବେ।
11
ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ। ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
12
ଧାର୍ମିକମାନେ ଜୟ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଗ୍ଭନ୍ତି।
13
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।
14
ଯେଉଁ ଲୋକ ସର୍ବଦା ଭୟ ରଖେ, ସେ ଧନ୍ୟ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
15
ଯେମନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସେହିପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି।
16
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଆଜି ଉପଦ୍ରବୀ ହୁଏ। ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
17
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ। ତାକୁ କେହି ଅଟକାଇବେ ନାହିଁ।
18
ସେହି ଜଣେ ଯିଏ ନିର୍ଦ୍ଦୋଷ ଭାବରେ ଜୀବନଯାପନ କରେ, ସେ ନିଜକୁ ରକ୍ଷା କରେ। କିନ୍ତୁ ଜଣେ ଯିଏ ତା’ର ନିଜ ପଥକୁ ବିପଥରେ ନିଏ ସେ ଅକସ୍ମାତ୍ ପଡ଼ିଯିବ।
19
ଆପଣା ଭୂମିକୁ ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ। ଯେଉଁ ଲୋକ ଅସାର ଲୋକର ଅନୁଗାମୀ ହେବ, ତାହାର ଯଥେଷ୍ଟ ଦରିଦ୍ରତା ପାଇବ।
20
ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ। ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ନିଶ୍ଚିତ ଦଣ୍ଡିତ ହେବ।
21
ଜଣେ ବିଗ୍ଭରକ ଜଣକର ମୁହଁ ଦେଖି ବିଗ୍ଭର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନେଇ ବିଗ୍ଭର କରିବା ଉଚିତ୍ ନୁହେଁ।
22
କୃପଣ ମନୁଷ୍ୟ ଧନୀ ହେବାକୁ ବ୍ୟଗ୍ର। ମାତ୍ର ତାହାକୁ ଦାରିଦ୍ର୍ୟ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।
23
ମୁହଁରେ ଗ୍ଭଟୁବାକ୍ୟ କହିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24
ଯେ ଆପଣା ମାତା କି ପିତାଙ୍କର ଧନ ଅପହରଣ କରି କହେ, “ଏଥିରେ କିଛି ଅଧର୍ମ ନାହିଁ,” ସେ ସଂହାରକର ସଙ୍ଗୀ ଅଟେ।
25
ଜଣେ ଲୋଭି ମନୁଷ୍ୟ କଳହ ସୃଷ୍ଟି କରେ। କିନ୍ତୁ ସେହି ମନୁଷ୍ୟ ଯିଏ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ସେ ଉନ୍ନତି କରିବ।
26
ଯେଉଁ ଲୋକ ନିଜ ବଳ ଉପରେ ବିଶ୍ୱାସ ରଖେ ସେ ମୂର୍ଖ। କିନ୍ତୁ ସେ ଯିଏ ଜ୍ଞାନରେ ଗ୍ଭଲେ, ବିପର୍ଯ୍ୟୟରୁ ରକ୍ଷା ପାଇବ।
27
ଯେ ଦରିଦ୍ରକୁ ଦାନ କରେ, ତାର ଅଭାବ ହେବ ନାହିଁ। ମାତ୍ର ଯେ ଆପଣା ଆଖି ବନ୍ଦ କରେ, ସେ ଅନେକ ଅଭିଶାପ ପାଇବ।
28
ଦୁଷ୍ଟମାନେ ଉନ୍ନୀତ ହେଲେ, ଲୋକେ ଆପଣାମାନଙ୍କୁ ଲୁଗ୍ଭନ୍ତି। ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 29 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31