bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Proverbs 5
Proverbs 5
Odia Bible ERV 2004 (ପବିତ୍ର ବାଇବଲ)
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 6 →
1
ବ୍ୟଭିଗ୍ଭର ନିବାରଣର ଜ୍ଞାନ ହେ ମୋର ପୁତ୍ର, ମୋ’ ଜ୍ଞାନରେ ମନ ଦିଅ। ମୋର ବୁଦ୍ଧି ପାଇଁ କାନ ଡେର।
2
ତେବେ ତୁମ୍ଭେ ଚତୁର ହେବ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।
3
ପର ସ୍ତ୍ରୀ ସୁନ୍ଦର ହୋଇପାରେ, ତା’ର ମୁଖରୁ ମଧୁର ବାକ୍ୟ ଶୁଣାଯାଏ।
4
କିନ୍ତୁ ଶେଷରେ ସେ ତିକ୍ତତା ଓ ଯନ୍ତ୍ରଣା ଆଣିବ। ଯନ୍ତ୍ରଣା ଯାହା ବିଷତୁଲ୍ୟ ଓ ତୀକ୍ଷ୍ଣ ଖଣ୍ଡାତୁଲ୍ୟ ଆଘାତ କରେ।
5
ସେ ହେଉଛି ମୃତ୍ୟୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନେଇଯିବ।
6
ତା’ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।
7
ବର୍ତ୍ତମାନ ପୁତ୍ରମାନେ, ମୋର ବାକ୍ୟ ଶ୍ରବଣ କର। ମୋର ବାକ୍ୟ ପାଶୋର ନାହିଁ।
8
ସେହି ସ୍ତ୍ରୀଠାରୁ ତୁମ୍ଭେ ଦୂରେଇ ରୁହ। ଏପରିକି ତା’ର ଗୃହର ଦ୍ୱାର ନିକଟକୁ ମଧ୍ୟ ଯାଅ ନାହିଁ।
9
ଯଦି ତୁମ୍ଭେ ତାହା କର, ତେବେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦୟଲୋକମାନେ ସବୁକିଛି ନେଇଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ଯ୍ୟ କରି ସଂଗ୍ରହ କରିଥିବ।
10
ଅପରିଚିତ ଲୋକମାନେ ତୁମ୍ଭ ବଳରେ ବଳୀୟାନ ହେବେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ।
11
ଜୀବନର ଶେଷ ଭାଗରେ ତୁମ୍ଭର ମାଂସ ଓ ଶରୀର କ୍ଷୟ ପାଇବ। ତୁମ୍ଭେ ସେତେବେଳେ ବିଳାପ କରିବ।
12
ସେତେବେଳେ ତୁମ୍ଭେ କହିବ, “କାହିଁକି ମୁଁ ମୋର ପିତାଙ୍କ କଥା ଶୁଣିଲି ନାହିଁ। ମୁଁ କାହିଁକି ମୋର ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହେବାକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି।
14
ଶୀଘ୍ର ମୁଁ ସବୁପ୍ରକାର ଅସୁବିଧା, ଅପମାନ, ଯନ୍ତ୍ରଣା ଜନସମାବେଶ ଆଗରେ ପଡ଼ିଲି।”
15
ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।
16
ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିଯିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ।
17
ତୁମ୍ଭର ଝରଣା ତୁମ୍ଭର ହେଉ, ଏବଂ ଅନ୍ୟମାନଙ୍କ ସହ ଭାଗ କର ନାହିଁ।
18
ତୁମ୍ଭର ନିର୍ଝର ଆଶୀର୍ବାଦରେ ପ୍ରାପ୍ତ ହେଉ। ତୁମ୍ଭେ ସେହି ସ୍ତ୍ରୀକୁ ଉପଭୋଗ କର ଯାହାକୁ ଯୌବନକାଳରେ ବିବାହ କରିଥିଲ।
19
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟି ପରି ତା’ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା’ର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
20
ହେ ମୋ’ ପୁତ୍ର ପରକୀୟା ସ୍ତ୍ରୀଠାରେ ପାଗଳ ହୁଅ ନାହିଁ। ବ୍ୟଭିଗ୍ଭରିଣୀର ଘନିଷ୍ଟତାକୁ ଆଲିଙ୍ଗନ କର ନାହିଁ।
21
ସଦାପ୍ରଭୁ ମନୁଷ୍ୟର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରତ୍ୟେକ ପଥକୁ ସମାନ କରନ୍ତି।
22
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା’ର ନିଜ ପାପ ରୂପକ ଦୌଡ଼ିରେ ବନ୍ଧା ହେବ।
23
ସେ ତା’ର ନିର୍ବୋଧତା ଦ୍ୱାରା ବିପଥଗାମୀ ହେବ। ସେ ଶୃଙ୍ଖଳାର ଅଭାବ ଯୋଗୁଁ ମୃତ୍ୟୁବରଣ କରିବ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31