bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Proverbs 8
Proverbs 8
Odia Bible ERV 2004 (ପବିତ୍ର ବାଇବଲ)
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 9 →
1
ଜ୍ଞାନ ଓ ଉତ୍ତମ ସ୍ତ୍ରୀ ଶୁଣ, ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡାକୁଛନ୍ତି।
2
ମୋ’ ପଥ ପାର୍ଶ୍ୱସ୍ଥ ଉଚ୍ଚସ୍ଥାନରେ ଠିଆ ହୁଏ। ସେ ପ୍ରତ୍ୟେକ ସଂଯୋଗ ରାସ୍ତାରେ ଠିଆ ହୁଏ।
3
ସେ ନଗରଦ୍ୱାର ନିକଟରେ ଠିଆ ହୁଏ ଏବଂ ଡାକେ।
4
ଜ୍ଞାନୀ କହେ, “ହେ ମନୁଷ୍ୟଗଣ ମୁଁ ତୁମ୍ଭମାନଙ୍କୁ ଡାକୁଅଛି। ମୁଁ ପ୍ରତ୍ୟେକ ଲୋକଙ୍କୁ ଡାକେ।
5
ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭେମାନେ ସୁବିବେଚନା କର।
6
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷୟ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମୋ’ ପାଟିରୁ ବାହାରିବ।
7
ମୋର ବାକ୍ୟସବୁ ସତ୍ୟ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।
8
ମୁଁ ଯାହା କହେ, ତାହା ସତ୍ୟ ଓ ଯଥାର୍ଥ। ମୋର ବାକ୍ୟରେ ମିଥ୍ୟା କିମ୍ବା କୁଟିଳତା ନ ଥାଏ।
9
ଯେ ତାହା ସବୁ ବୁଝେ ସେସବୁ ତା’ ପାଇଁ ସ୍ପଷ୍ଟ। ଯେଉଁ ବ୍ୟକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।
10
ମୋର ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ୟବାନ୍। ଏହା ମଧ୍ୟ ଗିନି ସୁନାଠାରୁ ମୂଲ୍ୟବାନ୍।
11
ଜ୍ଞାନ ମୁକ୍ତାଠାରୁ ମୂଲ୍ୟବାନ, ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ୟବାନ।
12
ଜ୍ଞାନ କ’ଣ କରିପାରେ “ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।
13
ଯଦି କେହି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତେବେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
14
ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ। ମୁଁ ହିଁ ‘ସୁବିବେଚନା’ ମୋ’ଠାରେ ବଳ ଅଛି।
15
ମୋ’ ମାଧ୍ୟମରେ ରାଜାମାନେ ରାଜତ୍ୱ କରନ୍ତି। ଶାସନକର୍ତ୍ତାମାନେ ମୋ’ ଦ୍ୱାରା ଯଥାର୍ଥ ବିଗ୍ଭର କରନ୍ତି।
16
ମୋ’ ଦ୍ୱାରା ରାଜକୁମାରୀ ଏବଂ ଶ୍ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।
17
ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମୋର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଆନ୍ତି।
18
ମୋ’ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ୟର ସମ୍ପତ୍ତି ଓ ଧାର୍ମିକତା ଦେଉଛି।
19
ମୋର ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମୋର ଆୟୁ ରୂପା ଅପେକ୍ଷା ଉତ୍ତମ ଅଟେ।
20
ମୁଁ ଧାର୍ମିକତାର ମାର୍ଗରେ, ବିଗ୍ଭରର ପଥ ମଧ୍ୟରେ ଗମନ କରେ।
21
ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସବୁ ସମ୍ପତ୍ତିର ଅଧିକାରୀ କରେ। ସେମାନଙ୍କ ଭଣ୍ଡାର ପୂର୍ଣ୍ଣ କରେ।
22
“ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାଙ୍କ କର୍ମ ସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23
ଅନାଦିକାଳରୁ ଅବା ଆଦ୍ୟ କାଳାବଧି, ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24
ଯେତେବେଳେ ଗଭୀର ସମୁଦ୍ର ନ ଥିଲା, ଏବଂ ଯେତେବେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହୋଇଥିଲି।
25
ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରୁ, ମୁଁ ଜନ୍ମ ହୋଇଥିଲି।
26
ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
27
ଯେଉଁ ସମୟରେ ସେ ସ୍ୱର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସେଠାରେ ଥିଲି।
28
ସେ ମେଘକୁ ଆକାଶରେ ଝୁଲାଇଲେ, ଯେତେବେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
29
ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପାରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
30
ସେହି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି। ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
31
ସେ ସୃଷ୍ଟି କରିଥିବା ପୃଥିବୀରେ ମୁଁ ଉପଭୋଗ କଲି। ମୋର ଆନନ୍ଦ ଲୋକମାନଙ୍କ ସହିତ ଥିଲା।
32
“ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ। ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ।
33
ମୋର ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ୟ କର ନାହିଁ।
34
ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ। ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।
35
ଯେଉଁ ଲୋକ ମୋତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
36
କିନ୍ତୁ ଯେ ମୋର ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁସବୁ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭୟ କରନ୍ତି।”
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31