bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia Bible ERV 2004 (ପବିତ୍ର ବାଇବଲ)
/
Proverbs 9
Proverbs 9
Odia Bible ERV 2004 (ପବିତ୍ର ବାଇବଲ)
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 10 →
1
ଜ୍ଞାନୀ ଏବଂ ଦୁଷ୍ଟ ଜ୍ଞାନ ତା’ର ଗୃହ ନିର୍ମାଣ କରିଅଛି। ସେ ତା’ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି।
2
ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମେଜରେ ଖାଦ୍ୟ ସଜାଇ ଅଛି।
3
ସେ ଆପଣା ଦାସୀମାନଙ୍କୁ ପଠାଇ ଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4
“ଯେଉଁ ଲୋକର ଅଭିଜ୍ଞତା ନାହିଁ ମୋ’ ପାଖକୁ ଆସୁ।” ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କହେ।
5
“ଆସ ମୋର ଖାଦ୍ୟକୁ ଭକ୍ଷ୍ୟଣ କର ଏବଂ ମୋରଦ୍ରାକ୍ଷାରସ ପାନ କର।
6
ଅବୋଧ ଲୋକମାନଙ୍କର ସାଙ୍ଗ ପରିତ୍ୟାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବେଚନାର ପଥରେ ଗ୍ଭଲ।”
7
ଜଣେ ଯିଏ ଗୋଟିଏ ମନୁଷ୍ୟକୁ ଭର୍ତ୍ସନା କରେ, ଯିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।
8
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9
ଯଦି ଜ୍ଞାନୀକୁ ଉପଦେଶ ଦେବ ସେ ଆହୁରି ଜ୍ଞାନବାନ ହେବ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ୟକ୍ତିକୁ ଶିକ୍ଷା ଦେବ, ତା’ର ପାଣ୍ଡିତ୍ୟ ବୃଦ୍ଧି ପାଇବ।
10
ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ୱରୂପଙ୍କ ବିଷୟକ ଜ୍ଞାନର ସୁବିବେଚନା ଅଟେ।
11
କାରଣ ମୋ’ ଦ୍ୱାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବୀ ହେବ।
12
ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।
13
Foolishness-the Othe Woman ଅଜ୍ଞାନ କଳିହୁଡ଼ି ସ୍ତ୍ରୀ ଉଚ୍ଚସ୍ୱରରେ ନିର୍ବୋଧ ବିଷୟରେ କହେ। ସେ କିଛି ବୁଝିପାରେ ନାହିଁ।
14
ସେ ଆପଣା ଗୃହଦ୍ୱାର ନିକଟରେ ଓ ନଗରରେ ଉଚ୍ଚ ସ୍ଥାନରେ ଆସନ ପାରି ବସିବ।
15
ଯେତେବେଳେ ଲୋକମାନେ ନିଜ ନିଜ ପଥରେ ସଳଖ କରିଯା’ନ୍ତି, ସେହି ପଥିକମାନଙ୍କୁ ଡାକି କହେ,
16
“ଯେ ଅବୋଧ ସେ ଏଠାକୁ ଆସୁ,” ସେ ମୂର୍ଖ ଲୋକକୁ ଏହି କଥା କହେ।
17
କିନ୍ତୁ ସେ କହେ, “ଯଦି ତୁମ୍ଭେ ଜଳ ଗ୍ଭେରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଗ୍ଭେରି କର, ତାହା ତୁମ୍ଭ ନିଜ ଦ୍ୱାରା ପ୍ରସ୍ତୁତ ରୋଟୀଠାରୁ ସ୍ୱାଦିଷ୍ଟ।”
18
ସେହି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ରେତାତ୍ମା ତା’ର ଗୃହରେ ଅଛି ବୋଲି, ଏବଂ ତା’ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ବୋଲି।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31