2 Samuel 1
Odia IRV 2017 (ଓଡିଆ ବାଇବେଲ)
3ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
18ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖା ଅଛି।