bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
1 Chronicles 25
1 Chronicles 25
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 26 →
1
ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
2
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
3
ଯିଦୂଥୂନ୍ର କଥା; ଯିଦୂଥୂନ୍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
4
ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;
5
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
6
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।
7
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
8
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
9
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
10
ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
11
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
12
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
13
ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
14
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
15
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
16
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
17
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
18
ଏକାଦଶ ଅସରେଲ୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
19
ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
20
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
21
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
22
ପଞ୍ଚଦଶ ପାଇଁ ଯେରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
23
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
24
ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
25
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
26
ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
27
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
28
ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
29
ଦ୍ୱାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
30
ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
31
ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29