bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Ezra 2
Ezra 2
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
1
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ।
2
ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,
3
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ।
4
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ।
5
ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ।
6
ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ।
7
ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
8
ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ।
9
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ।
10
ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ।
11
ବେବୟର ସନ୍ତାନ ଛଅ ଶହ ତେଇଶ ଜଣ।
12
ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ।
13
ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ।
14
ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ।
15
ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ।
16
ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ।
17
ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ।
18
ଯୋରାହର ସନ୍ତାନ ଏକ ଶହ ବାର ଜଣ।
19
ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ।
20
ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ।
21
ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।
22
ନଟୋଫାର ଲୋକ ଛପନ ଜଣ।
23
ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ।
24
ଅସ୍ମାବତ୍ର ସନ୍ତାନ ବୟାଳିଶ ଜଣ।
25
କିରୀୟଥ୍-ଯିୟାରୀମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ।
26
ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ ଜଣ।
27
ମିକ୍ମସର ଲୋକ ଏକ ଶହ ବାଇଶ ଜଣ।
28
ବେଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।
29
ନବୋର ସନ୍ତାନ ବାବନ ଜଣ।
30
ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ।
31
ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ।
32
ହାରୀମ୍ର ସନ୍ତାନ ତିନି ଶହ କୋଡ଼ିଏ ଜଣ।
33
ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ।
34
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ।
35
ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ।
36
ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।
37
ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ।
38
ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ।
39
ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ।
40
ଲେବୀୟମାନଙ୍କ ସଂଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ।
41
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ।
42
ଦ୍ୱାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ।
43
ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
44
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
45
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ;
46
ହାଗାବର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନ୍ର ସନ୍ତାନଗଣ;
47
ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ;
48
ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ;
49
ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ;
50
ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ;
51
ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
52
ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
53
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
54
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ।
55
ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ;
56
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
57
ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ;
58
ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ।
59
ପୁଣି ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
60
ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାବନ ଜଣ।
61
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।
62
ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।
63
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।
64
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ।
65
ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ। ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ।
66
ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର;
67
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।
68
ଏଥିଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ୱରଙ୍କର ସେହି ଗୃହ ସ୍ୱ ସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ।
69
ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
70
ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
All chapters:
1
2
3
4
5
6
7
8
9
10