bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
/
Jeremiah 18
Jeremiah 18
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 19 →
1
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;
2
“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”
3
ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା।
4
କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା।
5
ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
6
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ।
7
ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
8
ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
9
ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
10
ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
11
ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’
12
ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’
13
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।
14
ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?
15
ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
16
ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।
17
ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”
18
ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
19
ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
20
ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
21
ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
22
ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
23
ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52