Proverbs 10
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
1ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
3ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।