Proverbs 28
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
7ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
8ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।