bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 2
1 Chronicles 2
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 3 →
1
ଏମାନେ ଇସ୍ରାଏଲର ପୁତ୍ରଗଣ; ଯଥା ରୁବେନ୍, ଶିମୀୟୋନ୍, ଲେବୀ ଓ ଯିହୁଦା, ଇଷାଖର ଓ ସବୂଲୁନ୍;
2
ଦାନ, ଯୋଷେଫ ଓ ବିନ୍ୟାମୀନ୍, ନପ୍ତାଲି, ଗାଦ୍ ଓ ଆଶେର୍ ।
3
ଯିହୁଦାର ପୁତ୍ରଗଣ; ଯଥା ଏର୍ ଓ ଓନନ୍ ଓ ଶେଲା; ତାହାର ଏହି ତିନି ପୁତ୍ର କିଣାନୀୟା ବତ୍ଶୂୟାଠାରୁ ଜାତ ହୋଇଥିଲେ । ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଦୁଷ୍ଟ ଥିଲା; ଏଣୁ ସେ ତାହାକୁ ସଂହାର କଲେ ।
4
ପୁଣି ଯିହୁଦାର ପୁତ୍ରବଧୁ ତାମର ତାହାର ଔରସରେ ପେରସ ଓ ସେରହକୁ ପ୍ରସବ କଲା । ଯିହୁଦାର ସର୍ବସୁଦ୍ଧା ପାଞ୍ଚ ପୁତ୍ର ଥିଲେ ।
5
ପେରସର ସନ୍ତାନ ହିଷ୍ରୋଣ ଓ ହାମୂଲ୍ ।
6
ପୁଣି ସେରହର ସନ୍ତାନ ସିମ୍ରି ଓ ଏଥନ୍ ଓ ହେମନ୍ ଓ କଲ୍କୋଲ୍ ଓ ଦେରା; ସର୍ବସୁଦ୍ଧା ପାଞ୍ଚ ଜଣ ।
7
କମର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟଲଙ୍ଘନ କରିଥିଲା ।
8
ପୁଣି ଏଥନ୍ର ପୁତ୍ର ଅସରୀୟା ।
9
ଆଉ ହିଷ୍ରୋଣର ଔରସଜାତ ପୁତ୍ର ଯିରହମେଲ୍ ଓ ରାମ୍ ଓ କାଲୁବାୟ,
10
ପୁଣି ରାମ୍ ଅମ୍ମୀନାଦବକୁ ଜାତ କଲା; ପୁଣି ଅମ୍ମୀନାଦବ୍ ଯିହୁଦା-ସନ୍ତାନଗଣର ଅଧିପତି ନହଶୋନକୁ ଜାତ କଲା ।
11
ଆଉ ନହଶୋନ୍ ସଲ୍ମାକୁ ଜାତ କଲା ଓ ସଲ୍ମା ବୋୟଜକୁ ଜାତ କଲା;
12
ବୋୟଜ ଓବେଦ୍କୁ ଜାତ କଲା, ଓବେଦ୍ ଯିଶୀକି ଜାତ କଲା ।
13
ପୁଣି ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବକୁ ଓ ଦ୍ଵିତୀୟ ଅବୀନାଦବକୁ ଓ ତୃତୀୟ ଶମ୍ମକୁ;
14
ଚତୁର୍ଥ ନଥନେଲକୁ, ପଞ୍ଚମ ରଦ୍ଦୟକୁ;
15
ଷଷ୍ଠ ଓତ୍ସମକୁ, ସପ୍ତମ ଦାଉଦଙ୍କୁ ଜାତ କଲା;
16
ପୁଣି ସରୁୟା ଓ ଅବୀଗଲ ସେମାନଙ୍କର ଭଗିନୀ ଥିଲେ । ଆଉ ଅବୀଶୟ ଓ ଯୋୟାବ ଓ ଅସାହେଲ୍, ଏ ତିନି ସରୁୟାର ପୁତ୍ର ।
17
ପୁଣି ଅବୀଗଲ ଅମାସାକୁ ଜାତ କଲାନ୍ତଏହି ଅମାସାର ପିତା ଇଶ୍ମାଏଲୀୟ ଯେଥର ଥିଲା ।
18
ଆଉ ହିଷ୍ରୋଣର ପୁତ୍ର କାଲେବ୍ ଆପଣା ଭାର୍ଯ୍ୟା ଅସୂବାର ଔରସରେ ଓ ଯିରୀୟୋତର ଔରସରେ ସନ୍ତାନଗଣ ଜାତ କଲା; ଯେଶର ଓ ଶୋବବ୍ ଓ ଅର୍ଦୋନ୍, ଏମାନେ ଅସୂବାର ପୁତ୍ର ।
19
ପୁଣି ଅସୂବା ମଲା ଉତ୍ତାରେ କାଲେବ୍ ଇଫ୍ରାଥାକୁ ବିବାହ କଲା, ସେ ହୂରକୁ ପ୍ରସବ କଲା ।
20
ପୁଣି ହୂର ଊରିକି ଜାତ କଲା ଓ ଊରି ବତ୍ସଲେଲକୁ ଜାତ କଲା ।
21
ଏଥିଉତ୍ତାରେ ହିଷ୍ରୋଣ୍ ଗିଲୀୟଦର ପିତା ମାଖୀରର କନ୍ୟାର ସହବାସ କଲା; ସେ ଆପଣାର ଷାଠିଏ ବର୍ଷ ବୟସରେ ସେ ସ୍ତ୍ରୀକି ବିବାହ କରିଥିଲା; ତହିଁରେ ସେ ସ୍ତ୍ରୀ ତାହାର ଔରସରେ ସଗୂବକୁ ପ୍ରସବ କଲା ।
22
ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା ।
23
ଆଉ ଗଶୂର ଓ ଅରାମ୍ ଯାୟୀରର ଗ୍ରାମସବୁ ସେମାନଙ୍କ ହସ୍ତରୁ ହରଣ କଲେ, ତହିଁ ସଙ୍ଗେ କନାତ୍ ଓ ତହିଁର ଗ୍ରାମ ପ୍ରଭୃତି ଷାଠିଏ ନଗର ନେଲେ । ଏସମସ୍ତେ ଗିଲୀୟଦର ପିତା ମାଖୀରର ସନ୍ତାନ ଥିଲେ ।
24
ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା ।
25
ହିଷ୍ରୋଣର ପ୍ରଥମଜାତ ଯିରହମେଲର ଏହିସବୁ ସନ୍ତାନ ଥିଲେ, ପ୍ରଥମଜାତ ରାମ୍, ତହିଁ ଉତ୍ତାରେ ବୂନା ଓ ଓରଣ ଓ ଓତ୍ସମ୍ ଓ ଅହୀୟ ।
26
ପୁଣି ଯିରହମେଲର ଅନ୍ୟ ଏକ ଭାର୍ଯ୍ୟା ଥିଲା, ତାହାର ନାମ ଅଟାରା; ସେ ଓନମର ମାତା ।
27
ଆଉ ଯିରହମେଲର ପ୍ରଥମଜାତ ଅରାମର ପୁତ୍ର ମାଷ୍ ଓ ଯାମୀନ୍ ଓ ଏକର ।
28
ଆଉ ଓନମର ପୁତ୍ର ଶମ୍ମୟ ଓ ଯାଦା; ଆଉ ଶମ୍ମୟର ପୁତ୍ର ନାଦବ୍ ଓ ଅବୀଶୂର ।
29
ଅବୀଶୂରର ଭାର୍ଯ୍ୟାର ନାମ ଅବୀହୟିଲ୍ ଓ ସେ ତାହାର ଔରସରେ ଅହବାନ୍ ଓ ମୋଲୀଦକୁ ଜାତ କଲା ।
30
ପୁଣି ନାଦବର ପୁତ୍ର ସେଲଦ୍ ଓ ଅପ୍ପୟିମ୍; ମାତ୍ର ସେଲଦ୍ ନିଃସନ୍ତାନ ହୋଇ ମଲା ।
31
ଆଉ ଅପ୍ପୟିମର ପୁତ୍ର ଯିଶୟି, ପୁଣି ଯିଶୟିର ପୁତ୍ର ଶେଶନ୍ । ଶେଶନ୍ର ପୁତ୍ର ଅହଲୟ ।
32
ପୁଣି ଶମ୍ମୟର ଭ୍ରାତା ଯାଦାର ସନ୍ତାନ ଯେଥର ଓ ଯୋନାଥନ୍; ଯେଥର ନିଃସନ୍ତାନ ହୋଇ ମଲା ।
33
ପୁଣି ଯୋନାଥନ୍ର ପୁତ୍ର ପେଲତ୍ ଓ ସାସା, ଏସମସ୍ତେ ଯିରହମେଲର ସନ୍ତାନ ।
34
ଶେଶନ୍ର ପୁତ୍ର ନ ଥିଲେ, କେବଳ କନ୍ୟା ଥିଲେ । ପୁଣି ଶେଶନ୍ର ଜଣେ ମିସ୍ରୀୟ ଦାସ ଥିଲା, ତାହାର ନାମ ଯାର୍ହା ।
35
ଆଉ ଶେଶନ୍ ଆପଣା ଦାସ ଯାର୍ହା ସଙ୍ଗେ ଆପଣା କନ୍ୟାକୁ ବିବାହ ଦେଲା; ତହୁଁ ସେ ତାହାର ଔରସରରେ ଅତ୍ତୟକୁ ଯାତ କଲା ।
36
ପୁଣି ଅତ୍ତୟ ନାଥନକୁ ଜାତ କଲା ଓ ନାଥନ ସାବଦକୁ ଜାତ କଲା,
37
ସାବଦ୍ ଇଫ୍ଲଲକୁ ଜାତ କଲା ଓ ଇଫ୍ଲଲ ଓବେଦ୍କୁ ଜାତ କଲା;
38
ଓବେଦ୍ ଯେହୂକୁ ଜାତ କଲା ଓ ଯେହୂ ଅସରୀୟକୁ ଜାତ କଲା;
39
ପୁଣି ଅସରୀୟ ହେଲସ୍କୁ ଜାତ କଲା ଓ ହେଲସ୍ ଇଲୀୟାସାକୁ ଜାତ କଲା;
40
ପୁଣି ଇଲୀୟାସା ସିସମୟକୁ ଜାତ କଲା ଓ ସିସମୟ ଶଲ୍ଲୁମ୍କୁ ଜାତ କଲା;
41
ଶଲ୍ଲୁମ୍ ଯିକମୀୟକୁ ଜାତ କଲା ଓ ଯିକମୀୟ ଇଲୀଶାମାକୁ ଜାତ କଲା ।
42
ଯିରହମେଲର ଭ୍ରାତା କାଲେବ୍ର ପୁତ୍ରଗଣ, ତାହାର ଜ୍ୟେଷ୍ଠ ପୁତ୍ର ମୋଶା ସୀଫ୍ର ପିତା ଥିଲା; ପୁଣି ହିବ୍ରୋଣର ପିତା ମାରେଶାର ପୁତ୍ରଗଣ ।
43
ଆଉ ହିବ୍ରୋଣର ପୁତ୍ର କୋରହ ଓ ତପୂହ ଓ ରେକମ୍, ଶେମା ।
44
ପୁଣି ଶେମା ଯର୍କିୟମର ପିତା ରହମକୁ ଜାତ କଲା ଓ ରେକମ୍ ଶମ୍ମୟକୁ ଜାତ କଲା ।
45
ଆଉ ଶମ୍ମୟର ପୁତ୍ର ମାୟୋନ୍; ମାୟୋନ୍ ବୈଥ୍ସୂରର ପିତା ଥିଲା ।
46
ପୁଣି କାଲେବ୍ର ଉପପନିୀ ଐଫା ହାରଣକୁ ଓ ମୋତ୍ସାକୁ ଓ ଗାସେସକୁ ଜାତ କଲା ।
47
ଆଉ ଯେହଦୟର ପୁତ୍ର ରେଗମ୍ ଓ ଯୋଥମ୍ ଓ ଗେଶନ୍ ଓ ପେଲଟ ଓ ଐଫା ଓ ଶାଫ୍ ।
48
ପୁଣି କାଲେବ୍ର ଉପପନିୀ ମାଖା ଶେବରକୁ ଓ ତିର୍ହନଃକୁ ପ୍ରସବ କଲା ।
49
ଆହୁରି ସେ ମଦ୍ମନ୍ନାର ପିତା ଶାଫ୍କୁ, ମଗ୍ବେନାର ପିତା ଶିବାକୁ ଓ ଗିବୀୟାର ପିତାକୁ ପ୍ରସବ କଲା; ଆଉ ଆକ୍ଷା କାଲେବ୍ର କନ୍ୟା ଥିଲା ।
50
କାଲେବ୍ର ସନ୍ତାନଗଣ; ଯଥା, ଇଫ୍ରାଥାର ପ୍ରଥମଜାତ ହୂରର ପୁତ୍ର ଶୋବଲ୍ କିରୀୟତ୍-ଯିୟାରୀମ୍ର ପିତା;
51
ଶଲ୍ମ ବୈଥ୍ଲେହମ୍ର ପିତା, ହାରେଫ୍ ବୈଥ୍ଗାଦରର ପିତା;
52
ଆଉ କିରୀୟତ୍-ଯିୟାରୀମ୍ର ପିତା ଶୋବଲର ପୁତ୍ରଗଣ ଥିଲେ; ହରାୟା ମନୁହୋଥର ଅର୍ଦ୍ଧାଂଶ ।
53
ଆଉ କିରୀୟତ୍-ଯିୟାରୀମ୍ର ଗୋଷ୍ଠୀ; ଯିତ୍ରୀୟ ଓ ପୂଥୀୟ ଓ ଶୂମାଥୀୟ ଓ ମିଶ୍ରାୟୀୟମାନେ; ଏମାନଙ୍କ ଠାରୁ ସରାୟୀୟ ଓ ଇଷ୍ଟାୟୋଲୀୟମାନେ ଉତ୍ପନ୍ନ ହେଲେ ।
54
ଶଲ୍ମର ସନ୍ତାନଗଣ; ଯଥା, ବୈଥ୍ଲେହେମ୍ ଓ ନଟୋଫାତୀୟମାନେ, ଅଟ୍ରୋତ୍ବେତ୍-ଯୋୟାବ ଓ ମନହୋତୀୟମାନଙ୍କ ଅର୍ଦ୍ଧାଂଶ, ସରିୟୀୟମାନେ ।
55
ଆଉ ଯାବେସ୍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ । ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତଠାରୁ ଉତ୍ପନ୍ନ କୀନୀୟ ଲୋକ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29