1 Chronicles 27
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
9ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଇରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।
10ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ ।