bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
1 Chronicles 6
1 Chronicles 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 7 →
1
ଲେବୀର ପୁତ୍ର ଗେର୍ଶୋମ୍, କହାତ୍ ଓ ମରାରି ।
2
କହାତର ପୁତ୍ର ଅମ୍ରାମ୍, ଯିଷ୍ହର୍ ଓ ହିବ୍ରୋଣ୍ ଓ ଉଷୀୟେଲ୍ ।
3
ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ । ପୁଣି ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର ।
4
ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବିଶୂୟକୁ ଜାତ କଲା;
5
ପୁଣି ଅବିଶୂୟ ବୁକ୍କିକି ଜାତ କଲା ଓ ବୁକ୍କି ଉଷିକି ଜାତ କଲା;
6
ଆଉ ଉଷି ସରହୀୟକୁ ଜାତ କଲା ଓ ସରହୀୟ ମରାୟୋତ୍କୁ ଜାତ କଲା;
7
ମରାୟୋତ୍ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା ।
8
ଆଉ ଅହୀଟୂବ୍ ସାଦୋକକୁ ଜାତ କଲା, ସାଦୋକ୍ ଅହୀମାସ୍କୁ ଜାତ କଲା;
9
ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା;
10
ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା ।
11
ଅସରୀୟ ଅମରୀୟକୁ ଜାତ କଲା, ଅମରୀୟ ଅହୀଟୂବ୍କୁ ଜାତ କଲା;
12
ପୁଣି ଅହୀଟୂବ୍ ସାଦୋକକୁ ଜାତ କଲା ଓ ସାଦୋକ୍ ଶଲ୍ଲୁମ୍କୁ ଜାତ କଲା;
13
ଶଲ୍ଲୁମ୍ ହିଲ୍କୀୟକୁ ଜାତ କଲା ଓ ହିଲ୍କୀୟ ଅସରୀୟକୁ ଜାତ କଲା;
14
ଆଉ ଅସରୀୟ ସରାୟକୁ ଜାତ କଲା ଓ ସରାୟ ଯିହୋସାଦକ୍କୁ ଜାତ କଲା ।
15
ପୁଣି ସଦାପ୍ରଭୁ ନବୂଖଦ୍ନିତ୍ସରର ହସ୍ତ ଦ୍ଵାରା ଯିହୁଦା ଓ ଯିରୂଶାଲମକୁ ନିର୍ବାସନ କରିବା ସମୟରେ ଏହି ଯିହୋସାଦକ୍ ବନ୍ଦୀ ହୋଇ ଗଲା ।
16
ଲେବୀର ପୁତ୍ର ଗେର୍ଶୋମ୍, କହାତ୍ ଓ ମରାରି ।
17
ଗେର୍ଶୋମର ପୁତ୍ରମାନଙ୍କ ନାମ ଲିବ୍ନି ଓ ଶିମୀୟି ।
18
କହାତ୍ର ପୁତ୍ର ଅମ୍ରାମ୍ ଓ ଯିଷ୍ହର୍ ଓ ହିବ୍ରୋଣ ଓ ଉଷୀୟେଲ ।
19
ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ ।
20
ଗେର୍ଶୋମ୍ର (ସନ୍ତାନ); ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଯହତ୍, ତାହାର ପୁତ୍ର ସିମ୍ମ;
21
ତାହାର ପୁତ୍ର ଯୋୟାହ, ତାହାର ପୁତ୍ର ଇଦ୍ଦୋ, ତାହାର ପୁତ୍ର ସେରହ, ତାହାର ପୁତ୍ର ଯୀୟତ୍ରୟ ।
22
କହାତ୍ର ସନ୍ତାନ; ତାହାର ପୁତ୍ର ଅମ୍ମୀନାଦବ୍, ତାହାର ପୁତ୍ର କୋରହ, ତାହାର ପୁତ୍ର ଅସୀର;
23
ତାହାର ପୁତ୍ର ଇଲ୍କାନା, ତାହାର ପୁତ୍ର ଅବୀୟାସପ୍, ତାହାର ପୁତ୍ର ଅସୀର;
24
ତାହାର ପୁତ୍ର ତହତ୍, ତାହାର ପୁତ୍ର ଊରୀୟେଲ, ତାହାର ପୁତ୍ର ଉଷୀୟ, ତାହାର ପୁତ୍ର ଶୌଲ୍ ।
25
ଇଲ୍କାନାର ସନ୍ତାନ ଅମାସୟ ଓ ଅହୀମୋତ୍ ।
26
ଇଲ୍କାନା; ଇଲ୍କାନାର ସନ୍ତାନ; ତାହାର ପୁତ୍ର ସୋଫୀ, ତାହାର ପୁତ୍ର ନହାତ୍;
27
ତାହାର ପୁତ୍ର ଇଲୀୟାବ୍, ତାହାର ପୁତ୍ର ଯିରୋହମ୍, ତାହାର ପୁତ୍ର ଇଲ୍କାନା ।
28
ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ଵିତୀୟ ଅବୀୟ ।
29
ମରାରିର ସନ୍ତାନ ମହଲି, ତାହାର ପୁତ୍ର ଲିବ୍ନି, ତାହାର ପୁତ୍ର ଶିମୀୟି, ତାହାର ପୁତ୍ର ଉଷଃ;
30
ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ ।
31
(ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ।
32
ପୁଣି ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ଵୁରୂପ ଆବାସ ସମ୍ମୁଖରେ ଗାନ ଦ୍ଵାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ଵ ସ୍ଵ ପଦରେ ସେବା କଲେ ।
33
ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ୍ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;
34
ସେ ଇଲ୍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲର ପୁତ୍ର, ସେ ତୋହର ପୁତ୍ର;
35
ସେ ସୂଫର ପୁତ୍ର, ସେ ଇଲ୍କାନାର ପୁତ୍ର, ସେ ମାହତର ପୁତ୍ର, ସେ ଅମାସୟର ପୁତ୍ର;
36
ସେ ଇଲ୍କାନାର ପୁତ୍ର, ସେ ଯୋୟେଲର ପୁତ୍ର, ସେ ଅସରୀୟର ପୁତ୍ର, ସେ ସଫନୀୟର ପୁତ୍ର;
37
ସେ ତହତର ପୁତ୍ର, ସେ ଅସୀରର ପୁତ୍ର, ସେ ଅବୀୟାସଫର ପୁତ୍ର, ସେ କୋରହର ପୁତ୍ର;
38
ସେ ଯିଷ୍ହରିର ପୁତ୍ର, ସେ କହାତ୍ର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର ।
39
ହେମନର ଭ୍ରାତା ଆସଫ୍ ତାହାର ଦକ୍ଷିଣରେ ଠିଆ ହେଲା, ସେହି ଆସଫ୍ ବେରିଖୀୟର ପୁତ୍ର, ସେ ଶିମୀୟର ପୁତ୍ରନ୍ତଣ ଦ୍ଵି.ବଂ.୫:୧୨
40
ସେ ମୀଖାୟେଲର ପୁତ୍ର, ସେ ବାସେୟର ପୁତ୍ର, ସେ ମଲ୍କୀୟର ପୁତ୍ର;
41
ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;
42
ସେ ଏଥନର ପୁତ୍ର, ସେ ସିମ୍ମର ପୁତ୍ର, ସେ ଶିମୀୟର ପୁତ୍ର ।
43
ସେ ଯହତ୍ର ପୁତ୍ର, ସେ ଗେର୍ଶୋମ୍ର ପୁତ୍ର, ସେ ଲେବୀର ପୁତ୍ର ।
44
ବାମଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;
45
ସେ ହଶବୀୟର ପୁତ୍ର, ସେ ଅମତ୍ସୀୟର ପୁତ୍ର, ସେ ହିଲ୍କୀୟର ପୁତ୍ର;
46
ସେ ଅମସିର ପୁତ୍ର, ସେ ବାନିର ପୁତ୍ର, ସେ ଶେମରର ପୁତ୍ର;
47
ସେ ମହଲିର ପୁତ୍ର, ସେ ମୂଶିର ପୁତ୍ର, ସେ ମରାରିର ପୁତ୍ର, ସେ ଲେବୀର ପୁତ୍ର ।
48
ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ଵରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ ।
49
ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ଵରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ ।
50
ହାରୋଣଙ୍କର ସନ୍ତାନଗଣ; ହାରୋଣଙ୍କର ପୁତ୍ର ଇଲୀୟାସର, ତାହାର ପୁତ୍ର ପିନହସ୍, ତାହାର ପୁତ୍ର ଅବୀଶୂୟ ପ୍ର.ବଂ.୬:୪-୮
51
ତାହାର ପୁତ୍ର ବୁକ୍କି, ତାହାର ପୁତ୍ର ଉଷି, ତାହାର ପୁତ୍ର ସରହୀୟ;
52
ତାହାର ପୁତ୍ର ମରାୟୋତ୍, ତାହାର ପୁତ୍ର ଅମରୀୟ, ତାହାର ପୁତ୍ର ଅହୀଟୂବ୍;
53
ତାହାର ପୁତ୍ର ସାଦୋକ୍, ତାହାର ପୁତ୍ର ଅହୀମାସ୍ ।
54
ଆଉ ସେମାନଙ୍କ ସ୍ଵ ସ୍ଵ ସୀମାରେ ଛାଉଣିର ସ୍ଥାପନାନୁସାରେ ଏହିସବୁ ସେମାନଙ୍କର ବସତି-ସ୍ଥାନ । ଯଥା, ହାରୋଣଙ୍କର ସନ୍ତାନଗଣ କହାତୀୟ ଗୋଷ୍ଠୀର ପ୍ରଥମ ବାଣ୍ଟ ଥିଲା,
55
ଏହେତୁ ସେମାନଙ୍କୁ ଯିହୁଦା ଦେଶସ୍ଥ ହିବ୍ରୋଣ ଓ ତହିଁର ଚତୁର୍ଦ୍ଦିଗସ୍ଥ ତଳିଭୂମି ଦିଆଗଲା ।
56
ମାତ୍ର ନଗରର କ୍ଷେତ୍ର ଓ ତହିଁର ଗ୍ରାମସବୁ ଯିଫୁନ୍ନିର ପୁତ୍ର କାଲେବ୍ଙ୍କୁ ଦିଆଗଲା ।
57
ପୁଣି ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ-ନଗରସବୁ, ହିବ୍ରୋଣ; ଲିବ୍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;
58
ହିଲେନ୍, ତହିଁର ତଳିଭୂମି, ଦବୀର୍, ତହିଁର ତଳିଭୂମି;
59
ଆଶନ୍, ତହିଁର ତଳିଭୂମି ଓ ବୈଥ୍ଶେମଶ୍, ତହିଁର ତଳିଭୂମି;
60
ପୁଣି ବିନ୍ୟାମୀନ୍ ବଂଶଠାରୁ ଗେବା, ତହିଁର ତଳିଭୂମି ଓ ଆଲେମତ୍, ତହିଁର ତଳିଭୂମି ଓ ଅନାଥୋତ୍, ତହିଁର ତଳିଭୂମି ଦିଆଗଲା । ସେମାନଙ୍କ ସମୁଦାୟ ବଂଶର ସର୍ବସୁଦ୍ଧା ତେର ନଗର ଥିଲା ।
61
ପୁଣି କହାତ୍ର ଅବଶିଷ୍ଟ ସନ୍ତାନମାନଙ୍କୁ ଗୁଲିବାଣ୍ଟ ଦ୍ଵାରା ବଂଶୀୟ ଗୋଷ୍ଠୀଠାରୁ, ଅର୍ଦ୍ଧବଂଶ, ଅର୍ଥାତ୍, ମନଃଶିର ଅର୍ଦ୍ଧାଂଶଠାରୁ ଦଶ ନଗର ଦିଆଗଲା।
62
ଆଉ ଗେର୍ଶୋମ୍ର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଇଷାଖର-ବଂଶଠାରୁ ଓ ଆଶେର୍-ବଂଶଠାରୁ ଓ ନପ୍ତାଲି-ବଂଶଠାରୁ ଓ ବାଶନସ୍ଥ ମନଃଶି-ବଂଶଠାରୁ ତେର ନଗର ଦିଆଗଲା ।
63
ମରାରିର ସନ୍ତାନଗଣକୁ ସେମାନଙ୍କ ଗୋଷ୍ଠୀ ଅନୁସାରେ ଗୁଲିବାଣ୍ଟ ଦ୍ଵାରା ରୁବେନ୍-ବଂଶଠାରୁ ଓ ଗାଦ୍-ବଂଶଠାରୁ ଓ ସବୂଲୂନ-ବଂଶଠାରୁ ବାର ନଗର ଦିଆଗଲା ।
64
ପୁଣି ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କୁ ତଳିଭୂମି ସହିତ ନଗରମାନ ଦେଲେ ।
65
ସେମାନେ ଗୁଲିବାଣ୍ଟ ଦ୍ଵାରା ନାମରେ ଉଲ୍ଲିଖିତ ଏହି ନଗରସବୁ ଯିହୁଦା-ସନ୍ତାନଗଣର ବଂଶଠାରୁ ଓ ଶିମୀୟୋନ୍-ସନ୍ତାନଗଣର ବଂଶଠାରୁ ଓ ବିନ୍ୟାମୀନ୍-ସନ୍ତାନଗଣର ବଂଶଠାରୁ ସେମାନଙ୍କୁ ଦେଲେ ।
66
ପୁଣି କହାତ୍ ସନ୍ତାନଗଣର କୌଣସି କୌଣସି ଗୋଷ୍ଠୀ ଇଫ୍ରୟିମ-ବଂଶଠାରୁ ସ୍ଵ ସ୍ଵ ସୀମାସ୍ଥ ନଗର ପାଇଲେ ।
67
ଆଉ ସେମାନେ ସେମାନଙ୍କୁ ଆଶ୍ରୟ-ନଗରମାନ ଦେଲେ, ଇଫ୍ରୟିମର ପର୍ବତମୟ ଦେଶରେ ତଳିଭୂମି ସହିତ ଶିଖିମ୍; ତଳିଭୂମି ସହିତ ଗେଷର୍;
68
ତଳିଭୂମି ସହିତ ଯକମୀୟାମ୍ ଓ ତଳିଭୂମି ସହିତ ବୈଥୋରୋଣ;
69
ତଳିଭୂମି ସହିତ ଅୟାଲୋନ୍ ଓ ତଳିଭୂମି ସହିତ ଗାତ୍ରିମ୍ମୋନ୍;
70
ପୁଣି ମନଃଶିର ଅର୍ଦ୍ଧବଂଶଠାରୁ ତଳିଭୂମି ସହିତ ଆନେର୍ ଓ ତଳିଭୂମି ସହିତ ବିଲୀୟମ୍, ଏହିସବୁ ନଗର କହାତ୍-ସନ୍ତାନଗଣର ଅବଶିଷ୍ଟ ଗୋଷ୍ଠୀକି ଦେଲେ ।
71
ଗେର୍ଶୋମ୍ର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍ ଓ ତଳିଭୂମି ସହିତ ଅଷ୍ଟାରୋତ୍;
72
ଆଉ ଇଷାଖରଠାରୁ ତଳିଭୂମି ସହିତ କାଦେଶ୍, ତଳିଭୂମି ସହିତ ଦାବରତ୍
73
ଓ ତଳିଭୂମି ସହିତ ରାମୋତ୍ ଓ ତଳିଭୂମି ସହିତ ଆନେମ୍;
74
ଆଉ ଆଶେର୍-ବଂଶଠାରୁ ତଳିଭୂମି ସହିତ ମଶାଲ୍ ଓ ତଳିଭୂମି ସହିତ ଅବ୍ଦୋନ୍
75
ଓ ତଳିଭୂମି ସହିତ ହୁକ୍କୋକ୍ ଓ ତଳିଭୂମି ସହିତ ରହୋବ୍;
76
ଆଉ ନପ୍ତାଲି-ବଂଶଠାରୁ ତଳିଭୂମି ସହିତ ଗାଲିଲୀସ୍ଥ କେଦଶ୍ ଓ ତଳିଭୂମି ସହିତ ହମ୍ମୋନ ଓ ତଳିଭୂମି ସହିତ କିରୀୟାଥୟିମ ଦିଆଗଲା ।
77
ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍, ତଳିଭୂମି ସହିତ ତାବୋର୍ ଦିଆଗଲା ।
78
ଆଉ ଯର୍ଦ୍ଦନର ସେପାରି ଯିରୀହୋ ନିକଟରେ ଯର୍ଦ୍ଦନର ପୂର୍ବଦିଗରେ ରୁବେନ୍-ବଂଶଠାରୁ ତଳିଭୂମି ସହିତ ପ୍ରାନ୍ତରସ୍ଥ ବେତ୍ସର୍ ଓ ତଳିଭୂମି ସହିତ ଯହସ୍
79
ଓ ତଳିଭୂମି ସହିତ କଦେମୋତ୍ ଓ ତଳିଭୂମି ସହିତ ମେଫାତ୍;
80
ଆଉ ଗାଦ୍ ବଂଶଠାରୁ ତଳିଭୂମି ସହିତ ଗିଲୀୟଦସ୍ଥ ରାମୋତ୍, ତଳିଭୂମି ସହିତ ମହନୟିମ୍
81
ଓ ତଳିଭୂମି ସହିତ ହିଷ୍ବୋନ୍ ଓ ତଳିଭୂମି ସହିତ ଯାସେର୍ ଦିଆଗଲା ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29