Acts 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
4ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ ।
19ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।