bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Genesis 36
Genesis 36
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 37 →
1
ଏଷୌର ବଂଶାବଳୀ । ତାହାର ଅନ୍ୟତମ ନାମ ଇଦୋମ୍ ।
2
ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନର ପୌତ୍ରୀ ଅହଲୀବାମାକୁ,
3
ତଦ୍ଭିନ୍ନ ନବାୟୋତର ଭଗିନୀକି, ଅର୍ଥାତ୍, ଇଶ୍ମାଏଲର କନ୍ୟା ବାସମତ୍କୁ ବିବାହ କଲା ।
4
ଅନନ୍ତର ଏଷୌର ଔରସରେ ଆଦା ଇଲୀଫସକୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ ।
5
ଆଉ ଅହଲୀବାମା, ଯିୟୂଶ, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ ।
6
ଅନନ୍ତର ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି ଆପଣାର ସମସ୍ତ ପଶ୍ଵାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା ।
7
ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି ସେମାନଙ୍କର ପଶ୍ଵାଦି ହେତୁରୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ ।
8
ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍ ।
9
ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ ।
10
ଏଷୌର ସନ୍ତାନମାନଙ୍କର ନାମ ଏହି । ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ ।
11
ପୁଣି ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍ ।
12
ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ ।
13
ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ।
14
ପୁଣି ସିବୀୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ ।
15
ଏଷୌର ସନ୍ତାନମାନଙ୍କ ରାଜାବଳୀ । ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍
16
ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ ।
17
ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ୍ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ ।
18
ପୁଣି ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ ।
19
ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା ।
20
(ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟନ୍ ଓ ଅନା
21
ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ ।
22
ଲୋଟନର ପୁତ୍ର ହୋରି ଓ ହେମମ୍, ପୁଣି ଲୋଟନର ତିମ୍ନା ନାମ୍ନୀ ଭଗିନୀ ଥିଲା ।
23
ପୁଣି ଶୋବଲର ପୁତ୍ର ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍ ।
24
ପୁଣି ସିବୀୟନର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟନର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା ।
25
ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା ।
26
ପୁଣି ଦିଶୋନର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍ ।
27
ଏତ୍ସରର ପୁତ୍ର ବିଲହନ୍ ଓ ସାବନ୍ ଓ ଯାକନ୍ ।
28
ପୁଣି ଦୀଶନର ପୁତ୍ର ଊଷ୍ ଓ ଅରାନ୍ ।
29
ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟନ୍ ଓ ରାଜା ଅନା
30
ଓ ରାଜା ଦିଶୋନ୍ ଓ ରାଜା ଏତ୍ସର୍ ଓ ରାଜା ଦୀଶନ୍ । ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ ।
31
ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ ।
32
ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ଵ କଲା, ତାହାର ରାଜଧାନୀର ନାମ ଦିନ୍-ହାବା ।
33
ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ଵ କଲା ।
34
ପୁଣି ଯୋବବ୍ର ମରଣ ଉତ୍ତାରେ ତୈମନଦେଶୀୟ ହୂଶମ୍ ତାହା ପଦରେ ରାଜତ୍ଵ କଲା ।
35
ହୂଶମର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ଅବୀତ୍ ।
36
ହଦଦ୍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ଵ କଲା ।
37
ପୁଣି ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ଵ କଲା ।
38
ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ଵ କଲା ।
39
ପୁଣି ଅକ୍ବୋରର ପୁତ୍ର ବାଲହାନନର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ ।
40
ଏଷୌଠାରୁ ଉତ୍ପନ୍ନ, ପୁଣି ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍ ।
41
ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍
42
ଓ ରାଜା କନସ୍ ଓ ରାଜା ତୈମନ୍ ଓ ରାଜା ମିବ୍ସର୍
43
ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ । ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ ।
← Chapter 35
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 37 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
Recommended Reading
Commentary
Genesis Commentaries
→
Devotional
Genesis Devotional Guide
→
Get This Bible
Re-edited Study Bible
→