bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Genesis 5
Genesis 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 6 →
1
ଆଦମଙ୍କର ବଂଶାବଳୀର ବୃତ୍ତା; ଏହି । ଯେଉଁ ଦିନ ପରମେଶ୍ଵର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ଵରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
2
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ ।
3
ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ ।
4
ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ ।
5
ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ ।
6
ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
7
ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା ।
8
ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା ।
9
ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
10
ପୁଣି କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
11
ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା ।
12
କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
13
ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
14
ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା ।
15
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
16
ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
17
ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା ।
18
ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
19
ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
20
ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା ।
21
ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
22
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ, ପୁଣି ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
23
ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା;
24
ହନୋକ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ଵର ତାଙ୍କୁ ଗ୍ରହଣ କଲେ ।
25
ମଥୂଶେଲହ ଶହେ ଶତାଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
26
ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
27
ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା ।
28
ଲେମକ ଶହେ ବୟାଶୀ ବର୍ଷ ବୟସରେଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ଵନା) ଦେଲେ,
29
ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ଵାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ଵନା ଜନ୍ମାଇବ ।
30
ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
31
ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ ।
32
ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50