bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Hosea 3
Hosea 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 4 →
1
ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର ।
2
ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
3
ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି ।
4
କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
5
ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 4 →
All chapters:
1
2
3
4
5
6
7
8
9
10
11
12
13
14