bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Isaiah 40
Isaiah 40
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 39
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 41 →
1
ମୋʼ ଲୋକମାନଙ୍କୁ ସାନ୍ତ୍ଵନା କର, ସାନ୍ତ୍ଵନା କର, ତୁମ୍ଭମାନଙ୍କ ପରମେଶ୍ଵର ଏହା କହନ୍ତି ।
2
ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର ।
3
ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ରାଜପଥ ସଳଖ କର ।
4
ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ;
5
ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି ।
6
ଏକ ଜଣର ରବ କହେ, ପ୍ରଚାର କର, ତହିଁରେ ଜଣେ କହିଲା, କଅଣ ପ୍ରଚାର କରିବା? ମର୍ତ୍ତ୍ୟ ମାତ୍ର ତୃଣ ସ୍ଵରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
7
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ଵାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ଵରୂପ ।
8
ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ ।
9
ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ!
10
ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ଵ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଅଗ୍ରେ ତାହାଙ୍କର ପ୍ରତିଫଳ ଅଛି ।
11
ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ ।
12
କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି?
13
ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?
14
ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା?
15
ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି ।
16
ପୁଣି, ଲିବାନୋନ ଜାଳ ପାଇଁ ଓ ତହିଁର ପଶୁଗଣ ହୋମବଳି ପାଇଁ ଯଥେଷ୍ଟ ନୁହନ୍ତି ।
17
ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି ।
18
ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ଵରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକି ତାହାଙ୍କ ସଦୃଶ କରିବ?
19
ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ଵର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ତନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ ।
20
ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ଵେଷଣ କରେ ।
21
ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?
22
ସେ ଭୂମଣ୍ତଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ଵରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ତଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ଵୁତୁଲ୍ୟ ତାହା ବିସ୍ତାରନ୍ତି;
23
ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ଅବସ୍ତୁବତ୍ କରନ୍ତି ।
24
ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ତିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ ।
25
ଏହେତୁ ସେହି ଧର୍ମସ୍ଵରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?
26
ଊର୍ଦ୍ଧ୍ଵଦୃଷ୍ଟି କରି ଦେଖ, ଏସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ଵାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ ।
27
ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ଵରଙ୍କ ଜ୍ଞାନର ଅତୀତ, ହେ ଯାକୁବ, ତୁମ୍ଭେ କାହିଁକି ଏହା କହୁଅଛ, ହେ ଇସ୍ରାଏଲ, ତୁମ୍ଭେ କିପାଁ ଏହା କହୁଅଛ?
28
ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ ।
29
ସେ କ୍ଳା; ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି ।
30
ତରୁଣମାନେ ହେଁ କ୍ଳା; ଓ ଶ୍ରା; ହେବେ, ପୁଣି ଯୁବକମାନେ ନିତା; ପଡ଼ିଯିବେ;
31
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରା; ନ ହୋଇ ଦୌଡ଼ିବେ; ସେମାନେ କ୍ଳା; ନ ହୋଇ ଗମନ କରିବେ ।
← Chapter 39
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 53
Chapter 54
Chapter 55
Chapter 56
Chapter 57
Chapter 58
Chapter 59
Chapter 60
Chapter 61
Chapter 62
Chapter 63
Chapter 64
Chapter 65
Chapter 66
Chapter 41 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66