bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Jeremiah 43
Jeremiah 43
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 42
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 44 →
1
ଅନନ୍ତର ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
2
ହୋଶୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ପଠାଇ ନାହାନ୍ତି;
3
ମାତ୍ର କଲ୍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି ।
4
ଏହିରୂପେ କାରେହର ପୁତ୍ର ଯୋହାନନ୍ ଓ ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ ।
5
ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
6
ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟା-ମାନଙ୍କୁ ଓ ଯେପ୍ରତ୍ୟେକ ଲୋକକୁ ପ୍ରହରୀ-ବର୍ଗର ସେନାପତି ନବୂସର୍ଦନ୍ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
7
ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ ।
8
ଅନନ୍ତର ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
9
ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ-ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
10
ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ ।
11
ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀତ୍ଵର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ଵରେ ଓ ଖଡ଼୍ଗଯୋଗ୍ୟ ଲୋକଙ୍କୁ ଖଡ଼୍ଗରେ ସମର୍ପଣ କରିବ ।
12
ଆଉ, ଆମ୍ଭେ ମିସରସ୍ଥ ଦେବାଳୟସବୁରେ ଅଗ୍ନି ଲଗାଇବା ଓ ସେ ସେମାନଙ୍କୁ ଦଗ୍ଧ କରି ବାବିଲକୁ ବନ୍ଦୀ କରି ଘେନିଯିବ; ପୁଣି, ମେଷପାଳକ ଯେପରି ଆପଣା ବସ୍ତ୍ର ପିନ୍ଧେ, ସେପରି ସେ ମିସର ଦେଶ ଦ୍ଵାରା ଆପଣାକୁ ସଜ୍ଜିତ କରିବ ଓ ସେ ଶାନ୍ତିରେ ଏ ସ୍ଥାନରୁ ପ୍ରସ୍ଥାନ କରିବ ।
13
ଆହୁରି, ସେ ମିସର ଦେଶସ୍ଥ ବୈତ୍ଶେମଶର ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ ।
← Chapter 42
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 43
Chapter 44
Chapter 45
Chapter 46
Chapter 47
Chapter 48
Chapter 49
Chapter 50
Chapter 51
Chapter 52
Chapter 44 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52