bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 16
Job 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 17 →
1
ଏଥିରେ ଆୟୁବ ଉତ୍ତର କରି କହିଲା,
2
ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ ।
3
ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି?
4
ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି ।
5
ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା ।
6
ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ?
7
ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ ।
8
ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ ।
9
ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି ।
10
ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି ।
11
ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି ।
12
ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି ।
13
ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି ।
14
ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି ।
15
ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି ।
16
ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋʼ ଚକ୍ଷୁର ପତା ଉପରେ ଅଛି ।
17
ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ ।
18
ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ ।
19
ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ଵର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ଊର୍ଦ୍ଧ୍ଵରେ ଅଛନ୍ତି ।
20
ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
21
ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ ।
22
କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 17 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42