bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 8
Job 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 9 →
1
ଏଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2
ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ?
3
ପରମେଶ୍ଵର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତିଣ?
4
ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି;
5
ଯେବେ ତୁମ୍ଭେ ଯନିପୂର୍ବକ ପରମେଶ୍ଵରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ;
6
ଯେବେ ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ ।
7
ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା ।
8
କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;
9
କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ଵରୂପ;
10
ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ?
11
ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ?
12
ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ ।
13
ଯେଉଁମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ,
14
ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ଵରୂପ ।
15
ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ଵନ କରିବ, ମାତ୍ର ତାହା ରହିବ ନାହିଁ ।
16
ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ ।
17
ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ ।
18
ଯେବେ ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ଵୀକାର କରି କହିବ, ମୁଁ ତୁମ୍ଭକୁ ଦେଖି ନାହିଁ ।
19
ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ ।
20
ଦେଖ, ପରମେଶ୍ଵର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ ।
21
ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ଵନିରେ ପୂର୍ଣ୍ଣ କରିବେ ।
22
ତୁମ୍ଭର ଘୃଣାକାରୀମାନେ ଲଜ୍ଜାପରିହିତ ହେବେ ଓ ଦୁଷ୍ଟର ତମ୍ଵୁ ଆଉ ରହିବ ନାହିଁ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42