bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Job 9
Job 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 10 →
1
ଏଥିରେ ଆୟୁବ ଉତ୍ତର କରି କହିଲା,
2
ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିରୂପେ ମନୁଷ୍ୟ ପରମେଶ୍ଵରଙ୍କ ନିକଟରେ ଧାର୍ମିକ ହୋଇପାରେ?
3
ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇପାରିବ ନାହିଁ ।
4
ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?
5
ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ ।
6
ସେ ପୃଥିବୀକି ସ୍ଵସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ ।
7
ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି ।
8
ସେ ଏକାକୀ ଆକାଶମଣ୍ତଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି ।
9
ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ତଳ ସୃଷ୍ଟି କରନ୍ତି।
10
ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ-କ୍ରିୟା କରନ୍ତି ।
11
ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ ।
12
ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପା ⇧ ର? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ?
13
ପରମେଶ୍ଵର ଆପଣା କ୍ରୋଧ ସମ୍ଵରଣ କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି ।
14
ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି?
15
ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି ।
16
ଯେବେ ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ଵାସ କରନ୍ତି ନାହିଁ ।
17
କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି ।
18
ସେ ମୋତେ ନିଶ୍ଵାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି ।
19
ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ?
20
ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ । ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ ।
21
ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ ।
22
ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି ।
23
ଯେବେ କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ ।
24
ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ?
25
ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ ।
26
ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ ।
27
ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;
28
ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ ।
29
ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି?
30
ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ,
31
ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ ।
32
କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା ।
33
ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ ।
34
ସେ ମୋʼଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ;
35
ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେରୂପ ନୁହେଁ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 37
Chapter 38
Chapter 39
Chapter 40
Chapter 41
Chapter 42
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42