bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Judges 12
Judges 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 13 →
1
ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା ।
2
ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ୍-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ ।
3
ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?
4
ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ ।
5
ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;
6
ତେବେ ସେମାନେ ତାହାକୁ କହିଲେ, କହତ ‘ଶିବ୍ବୋଲେତ୍ʼ; ତହିଁରେ ସେ କହିଲା, ‘ସିବ୍ବୋଲେତ୍ʼ, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ ।
7
ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ । ଏ ଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ ।
8
ତାହା ଉତ୍ତାରେ ବେଥଲିହିମୀୟ ଇବ୍ସନ୍ ଇସ୍ରାଏଲର ବିଚାର କଲେ ।
9
ତାଙ୍କର ତିରିଶ ପୁତ୍ର ଥିଲେ ଓ ସେ ତିରିଶ କନ୍ୟା ବାହାରେ ଦେଲେ ଓ ଆପଣା ପୁତ୍ରମାନଙ୍କ ପାଇଁ ତିରିଶ କନ୍ୟା ବାହାରୁ ଆଣିଲେ । ପୁଣି ସେ ସାତ ବର୍ଷ ଇସ୍ରାଏଲର ବିଚାର କଲେ ।
10
ଏ ଉତ୍ତାରେ ଇବ୍ସନ୍ ମଲେ ଓ ବୈଥ୍ଲେହମରେ କବର ପାଇଲେ ।
11
ତାହା ଉତ୍ତାରେ ସବୂଲୂନୀୟ ଏଲୋନ୍ ଇସ୍ରାଏଲର ବିଚାର କଲେ ଓ ସେ ଦଶ ବର୍ଷ ଇସ୍ରାଏଲର ବିଚାର କଲେ ।
12
ଏ ଉତ୍ତାରେ ସବୂଲୂନୀୟ ଏଲୋନ୍ ମଲେ ଓ ସବୂଲୂନ ଦେଶସ୍ଥ ଅୟାଲୋନରେ କବର ପାଇଲେ ।
13
ତାହା ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ଇସ୍ରାଏଲର ବିଚାର କଲେ ।
14
ଆଉ ତାହାରଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ ।
15
ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21