Luke 11
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
6କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,
10କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇଦିଆଯିବ ।
11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?