Matthew 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
19ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ ।
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))