Psalms 119
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
74ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି ।
108ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ଵେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ ।
111ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ ।