bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
1 Chronicles 17
1 Chronicles 17
Odia - 1840
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 18 →
1
"ଦାଉଦ ନିଜ ଗୃହକୁ ଫରେିୟିବା ପରେ, ନାଥନ୍ ଭବିଷ୍ଯତବକ୍ତାଙ୍କୁ କହିଲେ, ଦେଖ, ମୁଁ ଦବଦୋରୁ କାଠ ରେ ନିର୍ମିତ ଗୃହ ରେ ବାସ କରୁଅଛି, କିନ୍ତୁ ନିଯମସିନ୍ଦୁକ ଏକ ତମ୍ବୁ ମଧିଅରେ ରହିଅଛି। ମୁଁ ପରମେଶ୍ବରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଚାହୁଁଅଛି।"
2
"ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ବର ତୁମ୍ଭ ସହିତ ରେ ଅଛନ୍ତି।"
3
"କିନ୍ତୁ ସହେି ଦିନ ରାତ୍ରି ରେ ପରମେଶ୍ବରଙ୍କ ବାକ୍ଯ ନାଥନଙ୍କ ନିକଟକୁ ଆସିଲା।"
4
"ପରମେଶ୍ବର କହିଲେ, ୟାଅ ଓ ଏହିସବୁ ବିଷଯ ମାହେର ଦାସ ଦାଉଦକୁ ଜଣାଅ; ସଦାପ୍ରଭୁ କହନ୍ତି, 'ଦାଉଦ, ଆମ୍ଭେ ଯେଉଁ ଗୃହ ରେ ବାସ କରିବା, ସହେି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ।"
5
"ଇଶ୍ରାୟେଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ୟ୍ଯନ୍ତ ଆମ୍ଭେ ଗୃହ ମଧିଅରେ 'ବାସ କରି ନାହିଁ। ମୁଁ ତମ୍ବୁ ମଧିଅରେ ରହୁଛି। ମୁଁ ଇଶ୍ରାୟେଲ ନିମନ୍ତେ ନେତା ମନୋନୀତ କରିଥିଲି ସମାନେେ ମଷେପାଳକ ତୁଲ୍ଯ ଥିଲେ।"
6
"ଆମ୍ଭେ ଇଶ୍ରାୟେଲୀୟମାନଙ୍କ ସହିତ ଗଲା ସମୟରେ କବେେ ହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ: ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦବଦୋରୁ କାଠ ରେ ଗୃହ ନିର୍ମାଣ କରି ନାହଁ?"
7
"ବର୍ତ୍ତମାନ, ଏହିସବୁ ବିଷଯ ମାରେ ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, 'ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ଯରୁ ଓ ମଷେ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇଶ୍ରାୟେଲ ଉପରେ ରାଜା କଲୁ।"
8
"ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତ ରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖ ରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ଯାତ ଲୋକଙ୍କ ମଧିଅରେ ଜଣେ କରିବା।"
9
"ଆମ୍ଭେ ଆମ୍ଭର ଲୋକ ଇଶ୍ରାୟେଲକୁ ଏହି ସ୍ଥାନ ଦଇେଅଛୁ। ସମାନେେ ବୃକ୍ଷ ରୋପଣ କରିବେ ଓ ସହେି ବୃକ୍ଷସବୁର ତଳେ ଶାନ୍ତି ରେ ବସିବେ। ସମାନେେ ଆଉ କୌଣସି ବିଷଯ ରେ ଚିନ୍ତିତ ହବେେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସମାନଙ୍କେୁ ଆଘାତ କରିବେ ନାହିଁ।"
10
"ସହେି ଅମଙ୍ଗଳର ଘଟଣାସବୁ ଘଟିଲା, କିନ୍ତୁ ଆମ୍ଭର ଲୋକ ଇଶ୍ରାୟେଲର ଯତ୍ନ ନବୋ ନିମନ୍ତେ ଆମ୍ଭେ ନେତାମାନଙ୍କୁ ମନୋନୀତ କଲୁ। ଏବଂ ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଗଣକୁ ମଧ୍ଯ ପରାଜିତ କରିବା।"
11
"ତୁମ୍ଭେ ଯେତବେେଳେ ମୃତ୍ଯୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ୟିବ, ସେତବେେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ଯରୁ ଜଣେ ନୂତନ ରାଜା ହବେ, ଏବଂ ଆମ୍ଭେ ତା'ର ରାଜ୍ଯକୁ ଶକ୍ତିଶାଳୀ କରିବା।"
12
"ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ଯଭାର ଦବୋ।"
13
"ଆମ୍ଭେ ତାହାର ପିତା ହବୋ ଓ ସେ ଆମ୍ଭର ପୁତ୍ର ହବେ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ଯାହାର କରିନଲେୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ ରମେକୁ ପରିତ୍ଯାଗ କରିବା ନାହିଁ।"
14
"ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ଯର ଦାଯିତ୍ବ ଦବୋ ଓ ତା'ର ସିଂହାସନ ଚିରକାଳ ତିଷ୍ଠି ରହିବ।'"
15
"ପରମେଶ୍ବର ଯେଉଁ ସମସ୍ତ ବିଷଯ ଓ ଦର୍ଶନ କରାଇଥିଇଲେ, ନାଥନ ସହେିସବୁ ଦାଉଦଙ୍କୁ ଜଣାଇଲେ।"
16
"ଏହାପରେ ରାଜା ଦାଉଦ ପବିତ୍ର ତମ୍ବୁକୁ ଗଲେ ଓ ସଦାପ୍ରଭୁଙ୍କ ସମ୍ମୁଖ ରେ ବସିଲେ। ଦାଉଦ କହିଲେ, ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାେ' ନିମନ୍ତେ ଓ ମାରେ ପରିବାର ନିମନ୍ତେ ଅନକେ ମହାନ୍ କାର୍ୟ୍ଯମାନ କରିଅଛ। ଆଉ ମୁଁ ଜାଣନୋ କାହିଁକି।"
17
"ସର୍ବୋପରି, ଭବିଷ୍ଯତ ରେ ମାେ' ପରିବାର ପ୍ରତି କ'ଣ ଘଟିବ, ତାହା ମଧ୍ଯ ତୁମ୍ଭେ ମାେତେ ଜାଣିବାକୁ ଦଲେ। ସତେ ଯେପରି ମୁଁ ଜଣେ ଅତି ମହାନ୍ ବ୍ଯକ୍ତି ଅଟେ, ତୁମ୍ଭେ ମାେ' ପ୍ରତି ସେ ପ୍ରକାର ବ୍ଯବହାର କଲ।"
18
"ମୁଁ ଆଉ ଅଧିକ କ'ଣ ବା କହିବି? ତୁମ୍ଭେ ମାେ' ନିମନ୍ତେ ବହୁତ ମହାନ୍ କାର୍ୟ୍ଯମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କବଳେ ତୁମ୍ଭର ଜଣେ ଦାସ ମାତ୍ର ଅଟେ।"
19
"ହେ ସଦାପ୍ରଭୁ, ତୁମ୍ଭେ ମାେ' ନିମନ୍ତେ ଏହି ଆଶ୍ଚର୍ୟ୍ଯଜନକ କାର୍ୟ୍ଯଟି କରିଅଛ। ଆଉ, ତୁମ୍ଭେ ନିଜ ଇଚ୍ଛା ରେ ତାହା କରିଅଛ।"
20
"ହେ ସଦାପ୍ରଭୁ, ତୁମ୍ଭ ତୁଲ୍ଯ ଆଉ କହେି ନାହାନ୍ତି। ଆଉ କୌଣସି ପରମେଶ୍ବର ନାହାନ୍ତି। ଆଉ କୌଣସି ଦବୋଦବେୀ ଏପରି ମହତ୍ କର୍ମମାନ କରିବା ଆମ୍ଭମାନେେ କବେେ ଶୁଣି ନାହୁଁ।"
21
"ଇଶ୍ରାୟେଲ ପରି ଆଉ କୌଣସି ଦେଶ ଅଛି କି? ନା! ଇଶ୍ରାୟେଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ୟ୍ଯ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ୍ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତ ରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀଯମାନଙ୍କୁ ସମାନଙ୍କେ ଦେଶରୁ ତଡ଼ି ଦଲେ।"
22
"ତୁମ୍ଭେ ଚିରକାଳ ନିମନ୍ତେ ଇଶ୍ରାୟେଲକୁ ଆପଣାର ଲୋକ କରିନଲେ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେର ପରମେଶ୍ବର ହେଲ।"
23
" ହେ ସଦାପ୍ରଭୁ, ତୁମ୍ଭେ ମାେ ନିକଟରେ ଓ ମାରେପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସହେି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର।"
24
"ଲୋକମାନେ ଯେପରି ଚିରକାଳ ତୁମ୍ଭ ନାମକୁ ଭକ୍ତି କରିବେ, ଏଥିନିମନ୍ତେ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତବେେ ଲୋକମାନେ ଏହା କହିବେ, ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି।' ମୁଁ ତୁମ୍ଭର ଦାସ ଅଟେ, ଦୟାକରି ମାରେପରିବାରକୁ ସଦାସର୍ବଦା ତୁମ୍ଭର ସବୋ କରିବା ନିମନ୍ତେ ବଳିଷ୍ଠ କର।"
25
" ହେ ମାରେ ସଦାପ୍ରଭୁ, ମୁଁ ତୁମ୍ଭର ଦାସ, ମାେତେ ତମ୍ଭେ ପରିଷ୍କାର ଭାବରେ କହିଲ। ତୁମ୍ଭେ କହିଲ ଯେ, ତୁମ୍ଭେ ମାେ ପାଇଁ ଏକ ଗୃହ ନିର୍ମାଣ କରିବ, ଏଥିପାଇଁ ତୁମ୍ଭ ଆଗ ରେ ପ୍ରାର୍ଥନା କରିବା ପାଇଁ ମୁଁ ସାହସ ପାଇଛି।"
26
"ହେ ସଦାପ୍ରଭୁ ତୁମ୍ଭେ ପରମେଶ୍ବର ଅଟ। ଆଉ ହେ ପରମେଶ୍ବର, ତୁମ୍ଭେ ମାେ ନିମନ୍ତେ ଏହି ସମସ୍ତ ଉତ୍ତମ କର୍ମ କରିବ ବୋଲି ପ୍ରତିଜ୍ଞା କରିଅଛି।"
27
"ହେ ସଦାପ୍ରଭୁ, ତୁମ୍ଭେ ସ୍ବଯଂ ମାରେ ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମାରେ ପରିବାର ପ୍ରକୃତ ରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହବେ।"
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29