bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
1 Kings 2
1 Kings 2
Odia - 1840
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 3 →
1
"ଅନନ୍ତର ରାଜା ଦାଉଦଙ୍କର ମୃତ୍ଯୁ ସନ୍ନିକଟ ହବୋରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦଇେ କହିଲେ,"
2
"ମୁଁ ପାର୍ଥିବ ମଣିଷ ପରି ମୃତ୍ଯୁବରଣ କରିବାକୁ ଯାଉଛି। ଏଣୁ ତୁମ୍ଭେ ବଳବାନ୍ ହୁଅ ଓ ପୁରୁଷତ୍ବ ପ୍ରକାଶ କର।"
3
"ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ବସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ଯବସ୍ଥା ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିଯମକୁ ମାନି ଚଳ। ମାଶାଙ୍କେ ଲିଖିତ ସମସ୍ତ ନିଯମକୁ ପାଳନ କର। ତାହାହେଲତେୁମ୍ଭେ ସବୁ କ୍ଷେତ୍ର ରେ ସଫଳ ହବେ ଓ ଯେଉଁ ସ୍ଥାନକୁ ୟିବ କୁଶଳପ୍ରାପ୍ତ ହବେ।"
4
"ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିଯମ ପାଳନ କରିବ, ତବେେ ସଦାପ୍ରଭୁ ମାେ ବିଷଯ ରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚଯ ହବେ। ସଦାପ୍ରଭୁ କହିଥିଲେ, 'ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦଇେଥିବା ଆଜ୍ଞାନୁସା ରେ ଜୀବନ ଧାରଣ କରିବେ, ତବେେ ଇଶ୍ରାୟେଲର ସିଂହାସନ ରେ ତୁମ୍ଭ ବଂଶରୁ ବସିବ। ସଦାପ୍ରଭୁ ତାଙ୍କର ଏହି ବାକ୍ଯ ପୂରଣ କରିବେ।'"
5
"ଦାଉଦ ପୁଣି କହିଲେ, ସରୁଯାର ପୁତ୍ର ଯୋୟାବ ମାେ ବିରୁଦ୍ଧ ରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇଶ୍ରାୟେଲର ଦୁଇ ସନୋପତିଙ୍କୁ ହତ୍ଯା କରିଛି, ନରର ପୁତ୍ର ଅବନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଇର୍ଷାନ୍ବିତ ହାଇେ ହତ୍ଯା କଲା। ସହେି ରକ୍ତ ରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମାରେ ଦଣ୍ତ ଦବୋର ଉଚିତ୍ ଥିଲା।"
6
"ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ଯବହାର କର ଓ ତାହାର ବୃଦ୍ଧାବସ୍ଥା ତାକୁ ଶାନ୍ତି ରେ ମରିବାକୁ ଦିଅ ନାହିଁ।"
7
"ଗିଲିଯଦୀଯରୁ ବର୍ସିଲ୍ଲଯର ପୁତ୍ରମାନଙ୍କ ପ୍ରତି ଦୟା କର। ତୁମ୍ଭର ଖାଇବା ମଜେ ନିକଟରେ ସମାନଙ୍କେ ପାଇଁ ଜାଗା କର। କାରଣ ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଯନ କଲା ବେଳେ ସମାନେେ ମାେତେ ସାହାୟ୍ଯ କରିଥିଲେ।"
8
"ସ୍ମରଣ କର, ବିନ୍ଯାମୀନୀଯ ଗରୋର ପୁତ୍ର ବହୁରୀମ ନିବାସୀ ଶିମିଯି ତୁମ୍ଭ ସହିତ ଅଛି। ମୁଁ ମହନଯିମକୁ ପଳାଯନ କଲା ଦିନ ସେ ମାେତେ ଏକ ଜଘନ୍ଯ ଅଭିଶାପ ଦଲୋ। ସେ ୟର୍ଦ୍ଦନ ନିକଟରେ ମାେତେ ଦେଖିବାକୁ ଆସିଥିଲା, କିନ୍ତୁ ମୁଁ ତାକୁ ହତ୍ଯା ନ କରିବା ପାଇଁ ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କରିଥିଲି।"
9
"ବର୍ତ୍ତମାନ ତୁମ୍ଭେ ତାକୁ ବିନା ଶାସ୍ତି ରେ ଛାଡ ନାହିଁ। ତୁମ୍ଭେ ତ ଜଣେ ଜ୍ଞାନୀ ଲୋକ। ତା'ପ୍ରତି ତୁମ୍ଭର କର୍ତ୍ତବ୍ଯ କ'ଣ ତୁମ୍ଭେ ଜାଣ। ତାକୁ ବାର୍ଦ୍ଧକ୍ଯ ରେ ଶାନ୍ତି ରେ ମରିବାକୁ ଦବେ ନାହିଁ।"
10
"ତା'ପରେ ଦାଉଦଙ୍କର ମୃତ୍ଯୁ ହେଲା ଓ ସେ ଦାଉଦ ନଗର ରେ କବରପ୍ରାପ୍ତ ହେଲେ।"
11
"ଦାଉଦ ଇଶ୍ରାୟେଲ ରେ ଗ୍ଭଳିଶ ବର୍ଷ ରାଜତ୍ବ କରିଥିଲେ। ସେ ହିବ୍ରୋଣ ରେ ସାତବର୍ଷ ଓ ୟିରୁଶାଲମ ରେ ତତେିଶ ବର୍ଷ ରାଜତ୍ବ କରିଥିଲେ।"
12
"ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନ ରେ ଉପବିଷ୍ଟ ହାଇେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଓ ତାଙ୍କର ରାଜ୍ଯ ଅତୋଶଯ ଦୃଢ ହେଲା।"
13
"ତା'ପରେ ହଗୀତର ପୁତ୍ର ଅଦୋନିଯ ଶଲୋମନଙ୍କର ମାତା ବତ୍ଶବୋ ନିକଟକୁ ଆସିଲେ। ବତ୍ଶବୋ ତାଙ୍କୁ ପଚାରିଲେ, ଶାନ୍ତି ରେ ଆସିଲ ତ?"
14
"ସେ କହିଲେ, ମାରେ ତୁମ୍ଭକୁ କିଛି କହିବାର ଅଛି। ବତ୍ଶବୋ କହିଲେ, କୁହ।"
15
"ଅଦୋନିଯ କହିଲେ, ତୁମ୍ଭେ ଜାଣ ଏକ ସମୟରେ ଏ ରାଜ୍ଯ ମାରେ ଥିଲା। ସମସ୍ତ ଇଶ୍ରାୟେଲୀୟଗଣ ମାେତେ ରାଜା ହବୋ ପାଇଁ ପସନ୍ଦ କରିଥିଲେ। କିନ୍ତୁ ମାରେ ଭାଇ ରାଜା ହାଇେ ୟାଇଛି। ଏହା ସଦାପ୍ରଭୁଙ୍କର ଇଚ୍ଛା।"
16
"ଏଣୁ ବର୍ତ୍ତମାନ ମୁଁ ତୁମ୍ଭକୁ ଗୋଟିଏ ନିବଦନେ କରୁଅଛି। ମାେତେ ନାସ୍ତି କରିବ ନାହିଁ।"
17
"ଅଦୋନିଯ କହିଲେ, ତୁମ୍ଭେ ଅନୁଗ୍ରହ କରି ଶୁନମେୀୟା ଅବୀଶଗକୁ ମାେ ସହିତ ବିବାହ ଦବୋ ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।"
18
"ତା'ପରେ ବତ୍ଶବୋ କହିଲେ, ଭଲ କଥା, ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।"
19
"ତେଣୁ ବତ୍ଶବୋ ଅଦୋନିଯ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭଟେିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନ ରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ବାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାଶର୍ବ ରେ ବସିଲେ।"
20
"ବତ୍ଶବୋ କହିଲେ, ତୁମ୍ଭ ନିକଟରେ ମାରେ ଏକ େଛାଟ ନିବଦନେ ଅଛି, ମାେତେ ନାସ୍ତି କରିବ ନାହିଁ।"
21
"ତେଣୁ ବତ୍ଶବୋ କହିଲେ, ଶୁନମେୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିଯ ସହିତ ବିବାହ ଦିଆଯାଉ।"
22
"ରାଜା ଶଲୋମନ ତାଙ୍କ ମାତାଙ୍କୁ ପଚାରିଲେ, ତୁମ୍ଭେ ମାେତେ କାହିଁକି ଅବୀଶଗ ସହିତ ଅଦୋନିଯକୁ ବିବାହ ଦବୋ ପାଇଁ କହୁଛ? ତୁମ୍ଭେ ମାେତେ କାହିଁକି ପଗ୍ଭରୁନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମାରେବଡଭାଇ। ଯାଜକ ଅବିଯାଥର ଓ ସରୁଯାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।"
23
"ରାଜା ଶଲୋମନ ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କରି କହିଲେ, ମୁଁ ଶପଥ କରୁଛି ଯେ, ମୁଁ ଅଦୋନିଯକୁ ଏଥିପାଇଁ ମୂଲ୍ଯ ଦିଆ କରାଇବି। ଏବଂ ତା'ର ଜୀବନ ନବେି। ଅଦୋନିଯ ଏହି କଥା ଆପଣା ପ୍ରାଣ ବିରୁଦ୍ଧ ରେ କହି ନଥାଏ।"
24
"ସଦାପ୍ରଭୁ ମାେତେ ଇଶ୍ରାୟେଲର ରାଜା କରିଛନ୍ତି, ସେ ମାେତେ ମାରେ ପିତା ଦାଉଦଙ୍କ ସିଂହାସନ ରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତୀଜ୍ଞା ରଖିଛନ୍ତି ଓ ମାେତେ ମାରେ ପରିବରକୁ ରାଜ୍ଯ ଦଇେଛନ୍ତି। ମୁଁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ଯେ କୌଣସି ମତେ ଅଦୋନିଯ ଆଜି ନିଶ୍ଚଯ ହତ ହବେ।"
25
"ରାଜା ଶଲୋମନ ଯିହାୟୋଦାରଦାର ପୁତ୍ର ବନାଯକୁ ପଠାଇଲେ ଓ ସେ ୟାଇ ଅଦୋନିଯକୁ ହତ୍ଯା କଲା।"
26
"ତା'ପରେ ରାଜା ଯାଜକ ଅବିଯାଥରକୁ କହିଲେ, ତୁମ୍ଭେ ଅନାେଥାତ ସ୍ଥିତ ତୁମ୍ଭର ଗୃହକୁ ୟାଅ। କାରଣ ତୁମ୍ଭେ ଯଦିଓ ମୃତ୍ଯୁ ଯୋଗ୍ଯ, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବାକୁ ଯାଉନାହିଁ, କାରଣ ତୁମ୍ଭେ ମାରେ ପିତା ଦାଉଦଙ୍କ ସମ୍ମୁଖ ରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହନ କରିଥିଲ ଓ ତୁମ୍ଭେ ମାେ ପିତାଙ୍କର କଠିନ ସମୟରେ ସହେି ପ୍ରକାର ବିପଦଗୁଡିକରେ ଭାଗୀ ହାଇେଥିଲା।"
27
"ସଦାପ୍ରଭୁ ଶୀଲୋ ରେ ଏଲିର ବଂଶ ବିଷଯ ରେ ଯାହା କହିଥିଲେ, ତାଙ୍କର ସହେି ବାକ୍ଯ ସିଦ୍ଧ କରିବା ପାଇଁ ଶଲୋମନ ଅବିଯାଥରକୁ ଯାଜକ କର୍ମରୁ ନିବୃତ୍ତ କଲେ।"
28
"ଯୋୟାବ ଯେତବେେଳେ ଏହା ଶୁଣିଲା, ସେ ଭୟଭୀତ ହାଇେ ପଡିଲା। କାରଣ ସେ ଅବଶା ଲୋମର ଅନୁଗାମୀ ନ ହାଇେ ଅଦୋନିଯର ଅନୁଗାମୀ ହାଇେଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା।"
29
"ରାଜା ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀ ନିକଟରେ ଅଛି। ଶଲୋମନ ଯିହାୟୋଦାରଦାର ପୁତ୍ର ବନାଯକୁ ଆଦେଶ ଦେଲେ, ୟାଅ, ତାକୁ ହତ୍ଯା କର।"
30
"ତା'ପରେ ବନାଯ ସଦାପ୍ରଭୁଙ୍କ ତମ୍ବୁକୁ ଗଲା ଏବଂ ତାକୁ କହିଲା, ରାଜା କହନ୍ତି, ବାହାରକୁ ଆସ।"
31
"ତା'ପରେ ରାଜା ବନାଯକୁ ଆଦେଶ ଦେଲେ, ସେ ଯେପରି କହିଅଛି, ସହେିପରି କର। ସହେିଠା ରେ ତାକୁ ହତ୍ଯା କର ଓ କବର ଦିଅ। ତାହାହେଲେ ଯୋୟାବ ନୀରିହମାନଙ୍କର ଯେଉଁ ରକ୍ତପାତ କରିଥିଲା, ସହେି ପାପରୁ ମୁଁ ଓ ମାରେ ପରିବାର ମୁକ୍ତ ହବେୁ।"
32
"ଯୋୟାବ ଆପଣାଠାରୁ ଅଧିକ ଉତ୍ତମ ଦୁଇଟି ଲୋକଙ୍କୁ ହତ୍ଯା କରିଥିଲେ। ସମାନେେ ହେଲ ଇଶ୍ରାୟେଲର ସନୋପତି ନରର ପୁତ୍ର ଅବ୍ନର ଓ ଯିହୁଦାର ସନୋପତି ଯେଥରର ପୁତ୍ର ଅମାସା। ସେ ମାେ ପିତା ଦାଉଦଙ୍କ ଅଜ୍ଞାତସାର ରେ ଏହି ଉତ୍ତମ ଦୁଇଜଣଙ୍କୁ ହତ୍ଯା କରିଥିଲା। ତେଣୁ ସହେି ରକ୍ତପାତର ଅପରାଧ ପାଇଁ ସଦାପ୍ରଭୁ ତାକୁ ଦଣ୍ତ ଦବେେ।"
33
"ତେଣୁ ସମାନଙ୍କେର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା'ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ବର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ଯ ପ୍ରତି।"
34
"ଏହାପରେ ଯିହାୟୋଦାର ପୁତ୍ର ବନାଯ ୟାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହ ରେ ତାହାର କବର ଦିଆଗଲା।"
35
"ପୁଣି ରାଜା ତାହାର ସ୍ଥାନ ରେ ଯିହାୟୋଦାର ପୁତ୍ର ବନାଯକୁ ସନୋପତି ପଦ ରେ ନିୟୁକ୍ତ କଲେ ଓ ଅବିଯାଥର ପଦ ରେ ସାଦୋକକୁ ଯାଜକ କରି ନିୟୁକ୍ତ କଲେ।"
36
"ତା'ପରେ ରାଜା ଲୋକ ପଠାଇ ଶିମିଯିକି ଡକାଇ କହିଲେ, ୟିରୁଶାଲମ ରେ ନିଜ ପାଇଁ ଏକ ଗୃହ ନିର୍ମାଣ କର। ଆଉ ଏହି ନଗର ଛାଡି କୁଆଡେ ୟାଅ ନାହିଁ।"
37
"ଯଦି ଏହି ନଗର ପରିତ୍ଯାଗ କରି କିଦ୍ରୋଣ ନଦୀ ଅତିକ୍ରମ କରିବ, ତବେେ ତୁମ୍ଭେ ନିଶ୍ଚିଚ ନିହତ ହବେ ଏବଂ ତୁମ୍ଭର ଏହି ମୃତ୍ଯୁ ପାଇଁ ତୁମ୍ଭେ ଦାଯୀ ରହିବ।"
38
"ତେଣୁ ଶିମିଯି ରାଜାଙ୍କୁ କହିଲା, ଏହା ଉତ୍ତମ କଥା, ମାରେ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ମୁଁ ତାହା ନିଶ୍ଚଯ ପାଳନ କରିବି। ଏଣୁ ଶିମିଯି ଦୀର୍ଘକାଳ ୟିରୁଶାଲମ ରେ ବାସ କଲା।"
39
"ତିନିବର୍ଷ ପରେ ଶିମିଯିର ଦାସମାନଙ୍କ ମଧ୍ଯରୁ ଦୁଇଜଣ ଗାଥୀଯ ରାଜା ମାଖାର ପୁତ୍ର ଅଖୀଶ ନିକଟକୁ ଗଲେ। ଲୋକମାନେ ଶିମିଯିକି ଖବର ଦେଲେ, ଏଠାକୁ ଦେଖ, ତୁମ୍ଭର ଦାସମାନେ ଗାଥ-ନଗର ରେ ଅଛନ୍ତି।"
40
"ତେଣୁ ଶିମିଯି ନିଜ ଗର୍ଦ୍ଦଭକୁ ସଜାଇ ଆପଣା ଦାସମାନଙ୍କ ଅନ୍ବଷେଣ ରେ ଗାଥ-ନଗର ରେ ଆଖୀଶ ନିକଟକୁ ଗଲେ ଓ ସଠାରୁେ ନିଜର ଦାସମାନଙ୍କୁ ଫରୋଇ ଆଣିଲେ।"
41
"ତହୁଁ ଶଲୋମନଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶିମିଯି ୟିରୁଶାଲମରୁ ଗାଥକୁ ୟାଇଥିଲା ଓ ପୁଣି ଫରେି ଆସିଲା।"
42
"ତେଣୁ ରାଜା ଲୋକ ପଠାଇ ଶିମିଯିକୁ ଡକାଇ ତାକୁ କହିଲେ, ମୁଁ ତୁମ୍ଭକୁ ସତର୍କ କଲି ଏବଂ ଶପଥ କଲି ଯେ, ଯଦି ତୁମ୍ଭେ ୟିରୁଶାଲମ ଛାଡି ଅନ୍ୟ କୌଣସି ସ୍ଥାନକୁ ୟାଅ, ତୁମ୍ଭମାନଙ୍କୁ ହତ୍ଯା କରାୟିବ। ତୁମ୍ଭେ ମାେତେ ପ୍ରତିଶୃତି ଦଇେଥିଲ ଯେ, ତୁମ୍ଭେ ମାେ କଥା ମାନିବ।"
43
"ତୁମ୍ଭେ ସଦାପ୍ରଭୁଙ୍କ ପ୍ରତିଜ୍ଞା ଓ ମାରେ ଆଜ୍ଞା କାହିଁକି ପାଳନ କଲ ନାହିଁ?"
44
"ମାରେ ପିତା ଦାଉଦଙ୍କ ବିପକ୍ଷ ରେ ତୁମ୍ଭେ ବହୁ ମନ୍ଦ କର୍ମ କରିଛନ୍ତି, ଏହା ତୁମ୍ଭେ ଜାଣ। ସହେି ଦୁଷ୍ଟତା ପାଇଁ ସଦାପ୍ରଭୁ ତୁମ୍ଭ ପ୍ରତି ଶାସ୍ତି ବିଧାନ କରିବେ।"
45
"ମାତ୍ର ମୁଁ ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ ହବେି ଓ ସେ ଦାଉଦଙ୍କ ସିଂହାସନକୁ ଅନନ୍ତକାଳ ନିରାପଦ ରଖିବେ।"
46
"ତେଣୁ ରାଜା ବନାଯକୁ ଏକ ଆଦେଶ ଦେଲେ, ଶିମିଯକୁ ମାରିବା ପାଇଁ ଏବଂ ସେ ଏହା କଲା। ତା'ପରେ ଶଲୋମନ ନିଜ ରାଜ୍ଯ ଉପରେ ପୁରା ଅଧିକାର ପାଇଲେ।"
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 3 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22