bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
1 Kings 6
1 Kings 6
Odia - 1840
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 7 →
1
"ଇଶ୍ରାୟେଲୀୟମାନେ ମିଶର ପରିତ୍ଯାଗ କରିବା ପରେ ଶଲୋମନଙ୍କର ଇଶ୍ରାୟେଲ ଉପରେ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ସିବ୍ ନାମକ ବର୍ଷର ଦ୍ବିତୀୟ ମାସ ରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ୟ୍ଯନ୍ତ ମନ୍ଦିର ନିର୍ମାଣ କାର୍ୟ୍ଯ ଲାଗିଲା।"
2
"ଶଲୋମନ ସଦାପ୍ରଭୁଙ୍କ ସମ୍ମାନାର୍ଥେ ଯେଉଁ ମନ୍ଦିର ନିର୍ମାଣ କଲେ ତାହାର ଲମ୍ବ ଷାଠିଏ ହାତ, ପ୍ରସ୍ଥ କୋଡିଏ ହାତ ଓ ଉଚ୍ଚତା ତିରିଶ ହାତ ଥିଲା।"
3
"ଆଉ ମନ୍ଦିରର ପବିତ୍ରସ୍ଥାନ ସମ୍ମୁଖସ୍ଥ ବାରଣ୍ତା, କୋଡିଏ ହାତ ଦୀର୍ଘ ଓ ପ୍ରସ୍ଥ ଦଶ ହାତ ଥିଲା।"
4
"ମନ୍ଦିରର ଝରକାଗୁଡିକ ସଂକୀର୍ଣ ଥିଲା। ଏ ଗୁଡିକ ବାହାରକୁ ସଂକୀର୍ଣ ଓ ଭିତରକୁ ପ୍ରଶସ୍ତ ଥିଲା ଓ ଏଥି ରେ ଜାଲିକାମ ହାଇେଥିଲା।"
5
"ଶଲୋମନ ମନ୍ଦିର ମୂଖ୍ଯ ପାଶର୍ବ ରେ ଏକ ଧାଡି ରେ କଠାେରୀ ନିର୍ମାଣ କଲେ। ଏହା କଠାେରୀଗୁଡିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସହେି ଧାଡିର କୋଠରିଗୁଡିକ ତିନି ମହଲା ଉଚ୍ଚ ଥିଲା।"
6
"କଠାେରୀଗୁଡିକ ମନ୍ଦିରର କାନ୍ଥକୁ ଲାଗିଥିଲା। କିନ୍ତୁ ସଗେୁଡିକର କଢିକାଠଗୁଡିକ କାନ୍ଥ ଭିତରକୁ ଲାଗି ନଥିଲା। ସହେି ମନ୍ଦିରର କାନ୍ଥଟି ଉପରକୁ ସରୁ ହାଇେ ୟାଇଥିଲା। କୋଠରୀକୁ ଲାଗିଥିବା କାନ୍ଥଗୁଡିକ ଏହାର ମୂଳ କାନ୍ଥରୁ ସରୁ ଥିଲା। ତଳ ମହଲାର କଠାେରୀଗୁଡିକ ପାଞ୍ଚ ହାତ ଓସାର, ପ୍ରଥମ ମହଲାର କଠାେରୀଗୁଡିକ ଛଅ ହାତ ଓସାର ବିଶିଷ୍ଟ ଓ ଦ୍ବିତୀୟ ମହଲାର କଠାେରୀଗୁଡିକ ସାତ ହାତ ବିଶିଷ୍ଟ ଥିଲା।"
7
"ସହେି ଗୃହର କାନ୍ଥ ନିର୍ମାଣ ରେ ବୃହତ୍ ପ୍ରସ୍ତରମାନ ବ୍ଯବହୃତ ହାଇେଥିଲା। ବ୍ଯବହୃତ ପ୍ରସ୍ତରଗୁଡିକ ଖଣି ରେ କଟାୟାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡି କିମ୍ବା କଟାଳି ଆଦି ଶଦ୍ଦ ଶୁଣା ଯାଉ ନ ଥିଲା।"
8
"ତଳ କଠାେରୀଗୁଡିକର ପ୍ରବେଶ ପଥ ଦକ୍ଷିଣ ଦିଗ ରେ ଥିଲା। ପୁଣି ଲୋକମାନେ ଘୂର୍ଣିତ ସୋପାନ ଦଇେ ମଧ୍ଯମ ଚଟାଣ କୋଠରୀଗୁଡିକୁ ଓ ତୃତୀୟ ଚଟାଣ ରେ କଠାେରୀଗୁଡିକୁ ଯାଉଥିଲେ।"
9
"ଏହିପରି ସେ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ ଓ ଏରସ କାଠର କଡି ଓ ପଟାଦ୍ବାରା ମନ୍ଦିରକୁ ଆଚ୍ଛାଦନ କଲେ।"
10
"ସେ ମଧ୍ଯ ମନ୍ଦିର ଗ୍ଭରିପଟେ କଠାେରୀ ନିର୍ମାଣର କାର୍ୟ୍ଯ ଶଷେ କଲେ। ପ୍ରେତ୍ୟକକ ମହଲାର ଉଚ୍ଚତା ପାଞ୍ଚହାତ ଥିଲା। ଏରସ କାଠର କଡିକାଠଗୁଡିକ ମନ୍ଦିରର କାନ୍ଥକୁ ସ୍ପର୍ଶ କରୁଥିଲା।"
11
"ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ଶଲୋମନଙ୍କ ନିକଟରେ ଉପସ୍ଥିତ ହେଲା।"
12
"ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହବେ, ଆମ୍ଭର ସମସ୍ତ ବ୍ଯବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସା ରେ ଗ୍ଭଲିବ ତବେେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସହେି ବାକ୍ଯ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।"
13
"ଇଶ୍ରାୟେଲର ସନ୍ତାନଗଣ ମଧିଅରେ ଆମ୍ଭେ ମନ୍ଦିର ରେ ବାସ କରିବା, ଯେଉଁଟାକି ତୁମ୍ଭେ ଆମ୍ଭ ପାଇଁ ନିର୍ମାଣ କରିଛ ଏବଂ ଆମ୍ଭେ ଆପଣ ଇଶ୍ରାୟେଲର ଲୋକମାନଙ୍କୁ ପରିତ୍ଯାଗ କରିବା ନାହିାଁ"
14
"ଏହିରୂପେ ଶଲୋମନ ମନ୍ଦିର ନିର୍ମାଣ କାର୍ୟ୍ଯ ସମାପନ କଲେ।"
15
"ମନ୍ଦିରର ଭିତର ପାଖ ପଥର କାନ୍ଥଗୁଡିକ ଏରସ କାଠର ପଟା ରେ ଆଚ୍ଛାଦିତ ହାଇେଥିଲା। ଗୋଟିଏ ବି ପଥର ଦଖାଗେଲା ନାହିଁ। କାନ୍ଥକୁ ଆଚ୍ଛାଦନ କରିଥିବା ଏରସ କାଠ ପଟାଗୁଡିକରେ ଫୁଲ ଓ ଲତାର ଛବି ଖାଦେନ କରାଗଲା।"
16
"ସହେି ମନ୍ଦିରର ପଶ୍ଚାତ୍ ଭାଗ ରେ ଭିତରକୁ କୋଡିଏ ହାତ ର୍ଦୈଘ୍ଯର ଏକ କଠାେରୀ ନିର୍ମିତ ହେଲା ଓ ତା'ର ଚଟାଣରୁ କାନ୍ଥର ଛାତ ପର୍ୟ୍ଯନ୍ତ ଏରସ କାଠର ପଟା ରେ ଆଚ୍ଛାଦିତ ହେଲା। ଏହା ମଧ୍ଯ କଠାେରୀଟି ମହାପବିତ୍ରସ୍ଥାନ ନାମ ରେ କଥିତ ହେଲା।"
17
"ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ କଠାେରୀ ମନ୍ଦିରର ମୁଖ୍ଯ ଅଂଶ ଥିଲା ଓ ଏହା ଗ୍ଭଳିଶ ହାତ ଲମ୍ବ ଥିଲା।"
18
"ସହେି ଗୃହର କାନ୍ଥଗୁଡିକ ଏରସ କାଠର କଳିକା ରେ ଆଚ୍ଛାଦିତ ହେଲା ଓ ପଥର ଦଖାଗେଲାନାହିଁ। ସହେି କାନ୍ଥଗୁଡିକୁ ଆଚ୍ଛାଦନ କରିଥିବା ପଟାଗୁଡିକରେ ଫୁଲ ଓ ଲତାର ଛବି ଖୋଦିତ କରାଗଲା।"
19
"ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ସ୍ଥାପାନାର୍ଥେ ମନ୍ଦିରର ଭିତର ଭାଗ ରେ ଏକ କୋଠରୀ ପ୍ରସ୍ତୁତ କଲେ।"
20
"ଏହି ଗର୍ଭାଗାରଟି କୋଡିଏ ହାତ ଦୀର୍ଘ, କୋଡିଏ ହାତ ଚଉଡା ଓ କୋଡିଏ ହାତ ଉଚ୍ଚ ଥିଲା।"
21
"ଶ ଲୋମନ ଶୁଦ୍ଧ ସୁବର୍ଣ୍ଣ ରେ ଏହି କଠାେରୀକୁ ଆଚ୍ଛାଦନ କଲେ। ସେ ସମ୍ମୁଖ ରେ ଏକ ଧୂପବଦେି ନିର୍ମାଣ କଲେ। ଏହି ବଦେିଟି ଏହି କଠାେରୀ ସମ୍ମୁଖ ରେ ନିର୍ମିତ କଲେ। ଏହି ବଦେିଟି ଏହି କୋଠରୀ ସମ୍ମୁଖ ରେ ନିର୍ମିତ ହେଲା। ଏହାକୁ ସୁବର୍ଣ୍ଣ ରେ ଆବୃତ କରାଗଲା ଓ ଏହାର ଗ୍ଭରିପଟେ ସୁବର୍ଣ୍ଣ ଜଞ୍ଜିରମାନ ଗୁଡାଇଲେ। କିରୁବ ଦୂତମାନଙ୍କର ଦୁଇଟି ପ୍ରତିମୂର୍ତ୍ତି ସହେି ଗର୍ଭାଗାର ରେ ରହିଲା ଓ ସଗେୁଡିକ ମଧ୍ଯ ସୁବର୍ଣ୍ଣ ମଣ୍ତିତ ହେଲା।"
22
"ସମଗ୍ର ମନ୍ଦିରଟି ସୁବର୍ଣ୍ଣ ମଣ୍ତିତ ହେଲା ଓ ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ଧୂପବଦେି ମଧ୍ଯ ସୁବର୍ଣ ରେ ଆଚ୍ଛାଦିତ ହେଲା।"
23
"ବଢଇମାନେେ ଜିତ କାଠ ରେ ଦଶହାତ ଉଚ୍ଚତା ବିଶିଷ୍ଟ ଦୁଇଟି କିରୁବ ଦୂତଗଣ ନିର୍ମାଣ କଲେ ଓ ସହେି ପକ୍ଷବିଶିଷ୍ଟ କିରୁବ ଦୂତ ଦୁଇଟିକୁ ସହେି ମହାପବିତ୍ର ସ୍ଥାନ ରେ ସ୍ଥାପନ କଲେ।"
24
"ଉଭୟ କିରୁବ ଦୂତ ଏକା ପରି ଥିଲେ।"
25
"ପ୍ରେତ୍ୟକକ କିରୁବ ଦୂତଙ୍କର ଦୁଇଟି ଲଖାଏଁେ ପକ୍ଷ ଥିଲା।"
26
"ପ୍ରେତ୍ୟକକ ପକ୍ଷ ପାଞ୍ଚହାତ ଲମ୍ବ ଥିଲା ଓ ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ୟ୍ଯନ୍ତ ଦଶହାତ ଦୁରତା ଥିଲା।"
27
"ସହେି କିରୁବଦ୍ବଯ ଗର୍ଭାଗାର ମଧିଅରେ ରଖାୟାଇଥିଲା। ସହେି କିରୁବଦ୍ବଯର ପକ୍ଷ ଏପରି ବିସ୍ତୀର୍ଣ୍ଣ ହାଇେଥିଲା ଯେ ଗୋଟିଏର ପକ୍ଷ ଏକ କାନ୍ଥକୁ ଓ ଅନ୍ୟଟିର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କରୁଥିଲା। ପୁଣି ଗୃହ ମଧିଅରେ ସମାନଙ୍କେର ପକ୍ଷ ପରସ୍ପରକୁ ସ୍ପର୍ଶ କରୁଥିଲା।"
28
"ସହେି କିରୁବ ଦୁଇଟି ମଧ୍ଯ ସୁବର୍ଣ୍ଣ ରେ ଆଚ୍ଛାଦିତ ହାଇେଥିଲେ।"
29
"ମୂଖ୍ଯ କଠାେରୀର ଓ ଭିତର କଠାେରୀର କାନ୍ଥଗୁଡିକ ଗ୍ଭରିପାଖ ରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଛବି ଖାଦେିତ ହାଇେଥିଲା।"
30
"ଉଭୟ କୋଠରୀର ଚଟାଣ ମଧ୍ଯ ସୁବର୍ଣ୍ଣ ରେ ଆବୃତ ହାଇେଥିଲା।"
31
"ମାହାପବିତ୍ର ସ୍ଥାନର କବାଟ ଜିତ କାଠ ରେ ନିର୍ମିତ ହାଇେଥିଲା, ଦୁଆରବନ୍ଧଟିର ପାଞ୍ଚଟି ପାଖ ଥଲା।"
32
"ଏହିରୂପେ ସେ ଜିତ କାଠ ରେ ଦୁଇଟି କବାଟ କଲେ, ତହିଁ ଉପରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଦନ କଲେ ଓ ତାକୁ ସୁବର୍ଣ ରେ ମଣ୍ତନ କଲେ।"
33
"ମୁଖ୍ଯ କଠାେରୀର ପ୍ରବେଶ ଦ୍ବାର ରେ ଜିତ କାଠର କବାଟ ନିର୍ମାଣ କଲେ। ଦୁଆରବନ୍ଧଟି ବର୍ଗାକାର ଥିଲା।"
34
"ତତ୍ପରେ ସେ ଦବଦୋରୁ କାଠ ରେ ଦୁଇଟି କବାଟ କଲେ।"
35
"ପ୍ରେତ୍ୟକକ କବାଟର ଦୋହରା ଥିଲା ଓ ପ୍ରତି କବାଟରେ କିରୁବ ଦୂତଗଣ, ଖଜୁର୍ର ବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖାଦେିତ ହାଇେଥିଲା ଓ ସହେି ଖାଦେିତ ଆକୃତିଗୁଡିକୁ ସୁବର୍ଣ୍ଣ ରେ ମଣ୍ତନ କରାଗଲା।"
36
"ତା'ପରେ ସେ ଭିତର ଅଗଣା ଗ୍ଭରିପଟେ କାନ୍ଥ ଦେଲେ। ପ୍ରେତ୍ୟକକ କାନ୍ଥ ତିନି ଧାଡି କଟା ପଥର ରେ ଓ ଏକଧାଡି ଏରସ କାଠର କଡି ରେ କରାଗଲା।"
37
"ଶଲୋମନଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ବର୍ଷର ଦ୍ବିତୀୟ ମାସ ସିବ୍ ମାସ ରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହେଲା।"
38
"ପୁଣି ତାଙ୍କ ରାଜତ୍ବର ଏକାଦଶ ବର୍ଷ ରେ, ବୂଲ ନାମକ ବର୍ଷର ଅଷ୍ଟମ ମାସ ରେ ନିରୂପିତ ଆକୃତି ଅନୁସାରେ ସମୁଦାଯ ମନ୍ଦିରର ନିର୍ମାଣ କାର୍ୟ୍ଯ ସମାପ୍ତ ହେଲା। ଏହିରୂପେ ମନ୍ଦିର ନିର୍ମାଣ କରିବା ରେ ତାଙ୍କୁ ସାତବର୍ଷ ଲାଗିଲା।"
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22