bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
1 Peter 4
1 Peter 4
Odia - 1840
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
1
"ଖ୍ରୀଷ୍ଟ ନିଜ ଶରୀର ରେ ଥିଲା ବେଳେ ଯାତନା ପାଇଲେ। ଅତଏବ ତାହାଙ୍କର ଯଭେଳି ଚିନ୍ତାଧାରା ଥିଲା, ତାହା ଦ୍ବାରା ତୁମ୍ଭେ ଆପଣାକୁ ଶକ୍ତିୟୁକ୍ତ କର। ଯେଉଁ ଲୋକ ନିଜ ଶରୀର ରେ ଯାତନ ଭୋଗ କଲା; ସେ ପାପରୁ ନିବୃତ୍ତ ହାଇେଛି।"
2
"ତୁମ୍ଭେ ଏପରି ଭାବରେ ନିଜକୁ ଶକ୍ତିଶାଳୀ କର, ଯେପରି ତୁମ୍ଭେ ପରମଶ୍ବରଙ୍କ ଇଚ୍ଛାନୁସା ରେ ଜୀବନଯାପନ କରିବ, ଲୋକମାନଙ୍କ ଇଚ୍ଛା ରେ, ମନ୍ଦକାର୍ୟ୍ଯ କରି ଜୀବନଯାପନ କରିବ ନାହିଁ।"
3
"ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।"
4
"ସହେି ଅବିଶ୍ବାସୀମାନେ ଆଶ୍ଚର୍ୟ୍ଯ ହେଉଛନ୍ତି ଯେ ବର୍ତ୍ତମାନ ତୁମ୍ଭେ ସମାନଙ୍କେ ଭଳି ହିଂସ୍ରକ ଓ ଧ୍ବଂସାକରୀ କାମମାନ କରୁ ନାହଁ।"
5
"ଅତଏବ ସମାନେେ ତୁମ୍ଭ ବିଷୟ ରେ ମନ୍ଦକଥା କହୁଛନ୍ତି। କିନ୍ତୁ ସମାନଙ୍କେୁ ସମାନଙ୍କେ କୃତ କର୍ମ ଲାଗି ଉତ୍ତର ଦବୋକୁ ହବେ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଚାର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସମାନଙ୍କେୁ ସମସ୍ତ କର୍ମର ହିସାବ ଦବୋକୁ ହବେ।"
6
"ଯେଉଁ ଲୋକମାନେ ବର୍ତ୍ତମାନ ମୃତ, ସମାନଙ୍କେୁ ସୁସମାଚାର କୁହାୟାଇଥିଲା, କାରଣ ସବୁ ଲୋକଙ୍କର ବିଚାର ହବୋ ଭଳି ସମାନଙ୍କେର ମଧ୍ଯ ବିଚାର ହବେ। ସମାନେେ ଜୀବିତ ଥିଲା ବେଳେ ଯାହା କିଛି କରିଥିଲେ, ସହେି ଅନୁସାରେ ବିଚାରିତ ହବେେ। କିନ୍ତୁ ସମାନେେ ଯେପରି ପରମେଶ୍ବରଙ୍କ ଭଳି ଆତ୍ମା ରେ ଜୀବିତ ହବେେ, ଏଥିପାଇଁ ସମାନଙ୍କେ ନିକଟରେ ସୁସମାଚାର ପ୍ରଚାରିତ ହାଇେଥିଲା।"
7
"ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।"
8
"ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।"
9
"ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।"
10
"ତୁମ୍ଭ ମଧ୍ଯରୁ ପ୍ରେତ୍ୟକକେ ଗୋଟିଏ ଗୋଟିଏ ଆଧ୍ଯାତ୍ମିକ ଦାନ ପରମେଶ୍ବରଙ୍କଠାରୁ ପାଇଛ। ପରମେଶ୍ବର ଅନକେ ପ୍ରକା ରେ ତାହାଙ୍କର ଅନୁଗ୍ରହ ତୁମ୍ଭକୁ ଦଖାଇେଛନ୍ତି। ତୁମ୍ଭେ ତାହାଙ୍କର ଦାନଗୁଡ଼ିକୁ ଦାଯିତ୍ବପୂର୍ଣ୍ଣ ସହିତ ପରମେଶ୍ବରଙ୍କ ସବେକ ଭଳି ବ୍ଯବହାର କର। ଅତଏବ ଭଲ ସବେକ ହାଇେ ପରସ୍ପରର ସବୋ ରେ ସଗେୁଡ଼ିକୁ ଲଗାଅ।"
11
"ଯେଉଁ ଲୋକ କହିବାକୁ ଚା ହେଁ, ସେ ପରମେଶ୍ବରଙ୍କ ବାକ୍ଯରୁ କଥା କହୁ। ଯେଉଁ ଲୋକ ସବୋ କରିବ, ସେ ପରମେଶ୍ବରଙ୍କ ପ୍ରଦତ୍ତ ଶକ୍ତି ସାହାୟ୍ଯ ରେ ସବୋ କରୁ। ତୁମ୍ଭେ ଏହି ସବୁ କାମ ଏପରି ଭାବରେ କରିବା ଉଚିତ ଯେ, ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଯେପରି ପରମେଶ୍ବର ସମସ୍ତ ବିଷୟ ରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।"
12
"ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।"
13
"ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।"
14
"ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ଯ ବୋଲି ଜାଣିବ। ତୁମ୍ଭ ଭିତ ରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ଯ। ତାହା ହିଁ ହେଉଛି ପରମେଶ୍ବରଙ୍କ ଆତ୍ମା।"
15
"ତୁମ୍ଭମାନଙ୍କ ଭିତରୁ କହେି ହତ୍ଯାକାରୀ ବା ଚୋର ବା ଦୁଷ୍କର୍ମକାରୀ ବା ଅନ୍ୟମାନଙ୍କ କାରବାର ରେ ମୁଣ୍ଡ ଖଳୋଇଲା ଭଳି ଲୋକ ନ ଥାଉ। ସହେି ଭଳି କାମ କଲେ, ଜଣେ ଦୁଃଖ ଭୋଗିବ। ତୁମ୍ଭ ଭିତରୁ କହେି ଏପରି କାର୍ୟ୍ଯ କରି ଯାତନା ନ ଭୋଗୁ। କିନ୍ତୁ ଜଣେ କହେି ଖ୍ରୀଷ୍ଟିଯାନ ହବୋରୁ ଯାତନା ପାଇଲେ, ଲଜ୍ଜିତ ନ ହେଉ।"
16
"ତୁମ୍ଭେ ସହେି ଖ୍ରୀଷ୍ଟିଯାନ ନାମଟି ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।"
17
"ଏବେ ବିଚାରର ସମୟ ଆସିଛି। ତାହା ପରମେଶ୍ବରଙ୍କ ପରିବାରଠାରୁ ଆରମ୍ଭ ହବେ। ଯଦି ସହେି ବିଚାର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ବରଙ୍କ ସୁସମାଚାର ଗ୍ରହଣ କରି ନାହାଁନ୍ତି, ସମାନଙ୍କେର କି ଅବସ୍ଥା ହବେ?"
18
"ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା ହେଲେ ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସମାନଙ୍କେର କ'ଣ ହବେ?340"
19
"ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।"
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
All chapters:
1
2
3
4
5