bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
1 Thessalonians 4
1 Thessalonians 4
Odia - 1840
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
1
"ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।"
2
"ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କୁ କ'ଣ କରିବା ପାଇଁ କହିଛୁ। ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅଧିକାର ମାଧ୍ଯମ ରେ ଆମ୍ଭେ ତୁମ୍ଭମାନଙ୍କୁ ସହେି କଥାଗୁଡ଼ିକ କହିଛୁ। ପରମେଶ୍ବର ଇଚ୍ଛା କରନ୍ତି ଯେ, ତୁମ୍ଭମାନେେ ପବିତ୍ର ହୁଅ।"
3
"ସେ ଚାହାଁନ୍ତି ଯେ, ତୁମ୍ଭମାନେେ ୟୌନଗତ ପାପଗୁଡ଼ିକରୁ ଦୂର ରେ ରୁହ।"
4
"ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭମାନେେ ପ୍ରେତ୍ୟକକ ନିଜ ଶରୀରକୁ ସଂୟମ କରିବାକୁ ଶିଖ। ତୁମ୍ଭମାନେେ ନିଜ ଶରୀରକୁ ଏପରି ବ୍ଯବହାର କର ଯେ, ତାହା ପବିତ୍ର ହବେ ଓ ପରମେଶ୍ବରଙ୍କୁ ଗୌରବ ଦବେ। ତୁମ୍ଭମାନଙ୍କ ଶରୀରକୁ କାମାସକ୍ତର ବଶବର୍ତ୍ତୀ ହବୋକୁ ଦିଅ ନାହିଁ।291"
5
"ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।"
6
"ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧ ରେ କୌଣସି ମନ୍ଦକାର୍ୟ୍ଯ କର ନାହିଁ ଓ ଏହି ବିଷୟ ରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସମାନଙ୍କେୁ ପରମେଶ୍ବର ଦଣ୍ଡ ଦବେେ। ଆମ୍ଭେ ଏ ବିଷୟ ରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ।"
7
"ପରମେଶ୍ବର ଆମ୍ଭକୁ ପବିତ୍ର ହବୋ ପାଇଁ ଆହ୍ବାନ କରିଛନ୍ତି। ଆମ୍ଭେ ପାପରେ ଜୀବନ ଯାପନ କରିବା ପାଇଁ ସେ ଚାହାଁନ୍ତି ନାହିଁ।"
8
"ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ବରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ବର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥାଆନ୍ତି।"
9
"ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ବିଷୟ ରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ଯକତା ନାହିଁ। ପରସ୍ପରକୁ ପ୍ ରମେ କରିବା ପାଇଁ ପରମେଶ୍ବର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।"
10
"ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭମାନେେ ପ୍ରକୃତ ରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସମାନଙ୍କେୁ ଅଧିକରୁ ଅଧିକ ଭଲ ପାଇବାରୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।"
11
"ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ୟ୍ଯର ଯତ୍ନ ନିଅ। ନିଜ ହାତ ରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।"
12
"ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ସମାନେେ ମଧ୍ଯ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦବେେ। ତୁମ୍ଭମାନଙ୍କୁ ମଧ୍ଯ ନିଜ ଆବଶ୍ଯକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।"
13
"ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।"
14
"ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ବାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହତେୁ ଯୀଶୁଙ୍କ ସହିତ ମୃତ ବ୍ଯକ୍ତିମାନଙ୍କୁ ପରମେଶ୍ବର ଏକାଠି ଆଣିବେ।"
15
"ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସମାନେେ ସେ ପର୍ୟ୍ଯନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ଯ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସମାନେେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ଯକୁ ଯିବେ।"
16
"ସ୍ବର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତବେେଳେ ଉଚ୍ଚ ସ୍ବର ରେ ଏକ ଆଦେଶ ହବେ। ମୁଖ୍ଯ ସ୍ବର୍ଗଦୂତଙ୍କ ସ୍ବର ଓ ପରମେଶ୍ବରଙ୍କ ତୂରୀନାଦ ମାଧ୍ଯମ ରେ ଏହି ଆଦେଶ ଦିଆ ହବେ। ଯେଉଁମାନେ ଖ୍ରୀଷ୍ଟଙ୍କଠା ରେ ଥାଇ ମରିଛନ୍ତି, ସମାନେେ ପ୍ରଥମ ରେ ପୁନରୁତ୍ଥିତ ହବେେ।"
17
"ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହବୋ। ଆମ୍ଭକୁ ମେଘମାଳା ଭିତରକୁ ନିଆୟିବ ଓ ସଠାେରେ ବାଯୁମଣ୍ଡଳ ରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।"
18
"ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ବନା ଦିଅ।"
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 5 →
All chapters:
1
2
3
4
5