bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
1 Timothy 5
1 Timothy 5
Odia - 1840
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
1
"ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗ ରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର।"
2
"ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।"
3
"ପ୍ରକୃତ ରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ।"
4
"କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।"
5
"ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।"
6
"କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।"
7
"ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।"
8
"ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନବୋ ଜଣେ ଲୋକର କର୍ତ୍ତବ୍ଯ ଅଟେ। ଏପରିକି ଆଉ ମଧ୍ଯ ସେ ନିଜ ପରିବାରର ଯତ୍ନ ନବୋ ଅଧିକ ଗୁରୁତ୍ବପୂର୍ଣ୍ଣ। ଯଦି ଜଣେ ଲୋକ ସପରେି କରୁ ନାହିଁ, ତା ହେଲେ ସେ ଲୋକ ସତ୍ଯ ବିଶ୍ବାସକୁ ଅନୁସରଣ କରୁ ନାହିଁ। ସହେି ଲୋକ ଜଣେ ଅବିଶ୍ବାସୀଠାରୁ ମଧ୍ଯ ଖରାପ।"
9
"ବିଧବା ତାଲିକା (ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।"
10
"ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।"
11
"କିନ୍ତୁ ୟୁବତୀ ବିଧବାମାନଙ୍କୁ ସହେି ତାଲିକାଭୁକ୍ତ କର ନାହିଁ। ସମାନେେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହବୋ ପରେ ମଧ୍ଯ ନିଜର ପ୍ରବଳ କାମାଭିଳାଷ ୟୋଗୁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହାଇେ ପାରନ୍ତି। ତା'ପରେ ସମାନେେ ପୁଣିଥରେ ବିବାହ କରିବାକୁ ଇଚ୍ଛା କରନ୍ତି।"
12
"ସେଥିପାଇଁ ସମାନଙ୍କେର ବିଚାର ହବେ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ୟୋଗୁ ସମାନେେ ବଚାରିତ ହବେେ।"
13
"ସହେି ୟୁବତୀ ବିଧବାମାନେ ଘରକୁ ଘର ଅଯଥା ରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସମାନେେ ବଚସା କରିବା ଓ ଅନ୍ଯଲୋକଙ୍କ ଜୀବନ ବିଷୟ ରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ କଥାଗୁଡ଼ିକ କୁହନ୍ତି।"
14
"ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।"
15
"ଏଥିପୂର୍ବରୁ କେତେ ଜଣ ୟୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।"
16
"ଯଦି ଜଣେ ବିଶ୍ବାସୀ ସ୍ତ୍ରୀ ଲୋକର ପରିବାର ରେ ବିଧବାମାନେ ଅଛନ୍ତି, ତା ହେଲେ ସମାନଙ୍କେର ସେ ନିଜେ ଯତ୍ନ ନବୋ ଦରକାର ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ ନୁହେଁ। ତା'ପରେ ମଣ୍ଡଳୀ କବଳେ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନବୋ ରେ ସକ୍ଷମ ହବେ।"
17
"ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।"
18
"କାରଣ ଶାସ୍ତ୍ର କୁ ହେ: ଯେତବେେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତବେେଳେ ତା'ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ଯ ଖାଇବା ପାଇଁ ଅଟକାଅ ନାହିଁ।294 ଶାସ୍ତ୍ର ଏପରି ମଧ୍ଯ କୁ ହେ: ଜଣେ କାମ କରୁଥିବା ଲୋକ ତା'ର ଦରମା ପାଇବା ଉଚିତ।295"
19
"ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧ ରେ ନିନ୍ଦା କରେ, ଓ ତା' ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ଯ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା' ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।"
20
"ଯେଉଁମାନେ ପାପ କରନ୍ତି, ସମାନଙ୍କେୁ ସମାନଙ୍କେର ଭୁଲ ଦଖାଇଦେିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖ ରେ ଏହା କର। ସପରେି କଲେ, ଅନ୍ୟମାନେ ସତର୍କ ହବେେ।"
21
"ପରମେଶ୍ବର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ବର୍ଗଦୂତଙ୍କ ଆଗ ରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ଯ ଜାଣିବା ପୂର୍ବରୁ ଲୋକମାନଙ୍କର ବିଚାର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦଖାେଅ।"
22
"ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା'ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।"
23
"ତୀମଥି, ତୁମ୍ଭେ କବଳେ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ଯ ପିଅ। ଏହା ତୁମ୍ଭ ପଟେ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବମାରେ ପଡ଼ିବ ନାହିଁ।"
24
"କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହାଇେ ଦଖାଯାେଏ କାରଣ ସମାନଙ୍କେର ବିଚାର ହବେ ବୋଲି ସମାନଙ୍କେର ପାପଗୁଡ଼ିକ ଆଗତୁରା ଦଖାଯାେଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ।"
25
"ଲୋକମାନଙ୍କ କ୍ଷେତ୍ର ରେ ମଧ୍ଯ ଏହା ସତ। ଲୋକଙ୍କ ଭଲ କାମ ସହଜ ରେ ଦଖାଯାେଏ। କିନ୍ତୁ ଯେତବେେଳେ ସହେି ଭଲ କାମଗୁଡ଼ିକ ଦଖାଯାେଏ ନାହିଁ, ସଗେୁଡ଼ିକ ଲୁଚି ରହେ ନାହିଁ।"
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 6 →
All chapters:
1
2
3
4
5
6