2 Chronicles 31

Odia - 1840

← Chapter 30 Chapter 32 →
1"ନିସ୍ତାରପର୍ବର ଉତ୍ସବ ଶଷେ ହେଲା। ନିସ୍ତାରପର୍ବ ନିମନ୍ତେ ୟିରୁଶାଲମ ରେ ଥିବା ଇଶ୍ରାୟେଲର ଲୋକମାନେ ଯିହୁଦାର ସହରଗୁଡ଼କୁ ଫରେିଗଲେ। ଏହାପରେ ସମାନେେ ସହେି ସହରଗୁଡ଼ିକରେ ଥିବା ପଥରର ମୂର୍ତ୍ତିକୁ ଭାଙ୍ଗି ଧୂଳିସାତ୍ କଲେ। ସହେି ପଥର ମୂର୍ତ୍ତିଗୁଡ଼ିକ ଭଣ୍ଡ ଦବେତାମାନଙ୍କର ପୂଜା କରିବା ନିମନ୍ତେ ବ୍ଯବହୃତ ହେଉଥିଲା। ସହେି ଲୋକମାନେ ଆଶରୋ ସ୍ତମ୍ଭଗୁଡ଼ିକୁ ମଧ୍ଯ କାଟି ପକାଇଲେ। ଆଉ ସମାନେେ ଯିହୁଦା ଓ ବିନ୍ଯାମୀନ ରେ ଥିବା ଉଚ୍ଚ ସ୍ଥାନ ଓ ୟଜ୍ଞବଦେୀଗୁଡ଼ିକୁ ନଷ୍ଟ କରି ଦେଲେ। ଲୋକମାନେ ଇଫ୍ରଯିମ୍ ଓ ମନଃଶିର ସମସ୍ତ ଅଞ୍ଚଳ ରେ ମଧ୍ଯ ସହେି ପ୍ରକାର କଲେ। ଭଣ୍ଡ ଦବେତାର ପୂଜା ଉଦ୍ଦେଶ୍ଯ ରେ ବ୍ଯବହୃତ ସମସ୍ତ ବସ୍ତୁକୁ ବିନଷ୍ଟ ନ କରିବା ପର୍ୟ୍ଯନ୍ତ ଲୋକମାନେ ଏହିପରି କାର୍ୟ୍ଯ କଲେ। ଏହାପରେ ସମସ୍ତ ଇଶ୍ରାୟେଲୀୟମାନେ ସମାନଙ୍କେର ନିଜ ସହର ଓ ଗୃହକୁ ଫରେିଗଲେ।"
← Chapter 30 Chapter 32 →