bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
2 Chronicles 5
2 Chronicles 5
Odia - 1840
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 6 →
1
"ଏହାପରେ ଶଲୋମନଙ୍କ ଦ୍ବାରା ମନ୍ଦିର ନିର୍ମାଣ କାର୍ୟ୍ଯ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରେତ୍ୟକକ ବିଷଯ ସେ ବ୍ଯବହାର କଲେ। ପ୍ରେତ୍ୟକକ ଆସବାବପତ୍ର ଏବଂ ରୂପା ଓ ସୁନା ରେ ନିର୍ମିତ ପ୍ରେତ୍ୟକକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ବରଙ୍କ ମନ୍ଦିରର ଭଣ୍ଡାର ଗୃହ ରେ ରଖିଲେ।"
2
"ଇଶ୍ରାୟେଲର ସମସ୍ତ ପ୍ରାଚୀନ ଏବଂ ପ୍ରେତ୍ୟକକ ପରିବାରବର୍ଗର ମୁଖିଆମାନଙ୍କୁ ୟିରୁଶାଲମ ରେ ସମ୍ମିଳିତ ହବୋ ନିମନ୍ତେ ଶଲୋମନ ଆଜ୍ଞା ଦେଲେ। ଏହି ଲୋକମାନେ ଇଶ୍ରାୟେଲର ପରିବାରଗୁଡ଼ିକର ମୁଖିଆ ଥିଲେ। ସଦାପ୍ରଭୁଙ୍କର ନିଯମ-ସିନ୍ଦୁକ ସିୟୋନ ବାହାରକୁ ଦାଉଦଙ୍କର ନଗରକୁ ଆଣିବା ନିମନ୍ତେ ଶଲୋମନ ଏପରି କଲେ।"
3
"ସପ୍ତମ ମାସ ରେ ଭୋଜି ସମୟରେ ରାଜା ଶଲୋମନଙ୍କ ସମ୍ମୁଖ ରେ ଇଶ୍ରାୟେଲର ସମସ୍ତ ଲୋକ ଏକତ୍ରୀତ ହେଲେ।"
4
"ଯେତବେେଳେ ଇଶ୍ରାୟେଲର ସବୁ ମୁଖିଆମାନେ ଆସିଗଲେ, ଲବେୀୟମାନେ ନିଯମ-ସିନ୍ଦୁକକୁ ଆଣିଲେ।"
5
"ଏହାପରେ ଯାଜକ ଓ ଲବେୀୟମାନେ ନିଯମ ସିନ୍ଦୁକକୁ ୟିରୁଶାଲମକୁ ବୋହି ନଇଗେଲେ। ଯାଜକ ଓ ଲବେୀୟମାନେ ମଧ୍ଯ ସମାଗମ ତମ୍ବୁ ଓ ତନ୍ମଧ୍ଯସ୍ଥ ପ୍ରେତ୍ୟକକ ପବିତ୍ର ବସ୍ତୁକୁ ୟିରୁଶାଲମକୁ ବୋହି ଆଣିଲେ।"
6
"ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ନିଯମ-ସିନ୍ଦୁକ ସମ୍ମୁଖ ରେ ଏକାଠି ହେଲେ। ରାଜା ଶଲୋମନ ଓ ଇଶ୍ରାୟେଲର ସମସ୍ତ ଲୋକ ମଷେ ଓ ଷଣ୍ଢଗୁଡ଼ିକୁ ହାମବେଳି ରୂପେ ବଳିଦାନ ଦେଲେ। ସହେି ବଳିକୃତ ମଷେ ଓ ଷଣ୍ଢ ସଂଖ୍ଯା ଏତେ ଥିଲା ଯେ, ତା'କୁ କହେି ଗଣିପାରିଲେ ନାହିଁ।"
7
"ଏହାପରେ ଯାଜକମାନେ ସଦାପ୍ରଭୁଙ୍କର ନିଯମ-ସିନ୍ଦୁକକୁ ତହିଁ ନିମନ୍ତେ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଆଣିଲେ। ସହେି ସ୍ଥାନ ମନ୍ଦିରର ଭିତର ପାଶର୍ବ କୋଠରୀ ରେ ଥିଲା ଓ ସବୁଠାରୁ ପବିତ୍ର ସ୍ଥାନ ଥିଲା ଏବଂ ଏହି କିରୁବଦୂତ ପକ୍ଷ ତଳେ ଥିଲା।"
8
"ନିଯମ-ସିନ୍ଦୁକ ଥିବା ସ୍ଥାନ ଉପରେ କିରୁବଦୂତଗଣ ସମାନଙ୍କେର ପକ୍ଷ ବିସ୍ତାର କରି ରହିଥିଲେ। କିରୁବଦୂତଗଣ ନିଯମ ସିନ୍ଦୁକ ଓ ସିନ୍ଦୁକକୁ ବହି ନଇୟିବୋ ଖମ୍ବଗୁଡ଼ିକ ଉପରେ ଦଣ୍ଡାଯମାନ ଥିଲେ।"
9
"ସହେି ଖମ୍ବଗୁଡ଼ିକ ଏତେ ଲମ୍ବା ଥିଲା ଯେ ପବିତ୍ର ତମ୍ବୁ ସ୍ଥାନର ସମ୍ମୁଖରୁ ତାହାର ଦୁଇପାଶର୍ବ ଦଖାଯାେଉଥିଲା। କିନ୍ତୁ ମନ୍ଦିର ସମ୍ମୁଖରୁ କୌଣସି ବ୍ଯକ୍ତି ସହେି ଖମ୍ବଗୁଡ଼ିକୁ ଦେଖିପାରୁ ନ ଥିଲେ। ଆଜି ମଧ୍ଯ ସହେି ଖମ୍ବଗୁଡ଼ିକ ସହେି ସ୍ଥାନ ରେ ରହିଅଛି।"
10
"ଦୁଇ ଗୋଟି ପ୍ରସ୍ତର ଫଳକ ବିନା ନିଯମ-ସିନ୍ଦୁକ ମଧିଅରେ ଆଉ କିଛି ନ ଥିଲା। ମାଶାେ 'ହାରେବେ' ପର୍ବତ ରେ ଏହି ଦୁଇଟି ଫଳକକୁ ନିଯମ-ସିନ୍ଦୁକ ମଧିଅରେ ରଖିଥିଲେ। 'ହାରେବେ' ସହେି ସ୍ଥାନ, ଯେଉଁଠା ରେ ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କ ସହିତ ଏକ ଚୁକ୍ତି କରିଥିଲେ। ଇଶ୍ରାୟେଲର ଲୋକମାନେ ମିଶରରୁ ବାହାରି ଆସିବା ପରେ ଏହା ଘଟିଥିଲା।"
11
"ସମସ୍ତ ଯାଜକଗଣ ସମାନଙ୍କେର ବିଶଷେ ଦଳଗୁଡ଼ିକୁ ଖାତିର ନ କରି ନିଜକୁ ଶୁଚି କଲେ। ଯେତବେେଳେ ସମାନେେ ପବିତ୍ର ସ୍ଥାନରୁ ବାହାରି ଆସିଲେ।"
12
"ଲବେୀୟ ଗାଯକମାନେ ୟଜ୍ଞବଦେୀର ପୂର୍ବପଟେ ଠିଆ ହେଲେ। ଆସଫ୍, ହମେନ୍ ଓ ୟିଦୂଥୂନ୍ଙ୍କ ଗାଯକଦଳର ପ୍ରେତ୍ୟକକ ସଠାେରେ ଥିଲେ। ଆଉ ସମାନଙ୍କେର ପୁତ୍ରଗଣ ଓ ଭ୍ରତାଗଣ ମଧ୍ଯ ସଠାେରେ ଥିଲେ। ସହେି ଲବେୀୟ ଗାଯକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ନିକଟରେ ଗିନି, ସାରଙ୍ଗ ଓ ବୀଣାୟନ୍ତ୍ର ଥିଲା। ସହେି ଲବେୀୟ ଗାଯକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସହେି 120 ଜଣ ଯାଜକ ତୂରୀ ବଜାଇଲେ।"
13
"ତୂରୀ ବାଦକ ଓ ଗାଯକ ଲୋକମାନେ ଜଣେ ବ୍ଯକ୍ତି ତୁଲ୍ଯ ଥିଲେ। ଯେତବେେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ଯବାଦ ଗାନ କରାଗଲା ସମାନେେ ଏକ ଶବ୍ଦ କଲେ। ସମାନେେ ତୂରୀ, ଗିନି ଓ ବାଦ୍ଯୟନ୍ତ୍ର ସହିତ ଉଚ୍ଚସ୍ବର କଲେ। ସମାନେେ ଏହି ଗୀତ ଗାଇଲେ, 'ସଦାପ୍ରଭୁଙ୍କର ପ୍ରଶଂସା କଲେ, କାରଣ ସେ ମଙ୍ଗଳମଯ। ତାଙ୍କର ସତ୍ଯ ପ୍ ରମେ ଅନନ୍ତକାଳସ୍ଥାଯୀ ଅଟେ।"
14
"ସହେି ମେଘ ହତେୁ ଯାଜକମାନେ ସମାନଙ୍କେର ସବୋ ଜାରି ରଖିପାରିଲେ ନାହିଁ। କାରଣ, ସଦାପ୍ରଭୁଙ୍କ ମହିମା ପରମେଶ୍ବରଙ୍କ ମନ୍ଦିରକୁ ପୂର୍ଣ୍ଣ କରିଥିଲା।"
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36