bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
2 Corinthians 8
2 Corinthians 8
Odia - 1840
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
1
"ଭାଇ ଓ ଭଉଣୀମାନେ! ପରମେଶ୍ବର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସହେି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ।"
2
"ସହେି ବିଶ୍ବାସୀମାନେ ମହାକ୍ଲେଶ ଦୁଃଖ ଦ୍ବାରା ପରୀକ୍ଷିତ ହେଲେ। ଏବଂ ସମାନେେ ଅତି ଗରୀବ। କିନ୍ତୁ ସମାନଙ୍କେ ମହାନନ୍ଦ ହତେୁ ସମାନେେ ପ୍ରଚୁର ଉଦାରତାର ଦାନ ଦଇେଥିଲେ।"
3
"ମୁଁ କହିପା ରେ ଯେ, ସମାନେେ ଯେତେ ଦଇେ ପାରିବା କଥା ତାହ ଦଇେଛନ୍ତି। ଏତିକି ନୁହେଁ, ସମାନେେ ସ୍ବେଚ୍ଛା ରେ ନିଜ ସାମର୍ଥ୍ଯ ଅପେକ୍ଷା ଅଧିକ ଦଇେଛନ୍ତି। କହେି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ।"
4
"କିନ୍ତୁ ସମାନେେ ଆଗ୍ରହ ପୂର୍ବକ, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ଏହି ସବୋ କାର୍ୟ୍ଯ ରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।"
5
"ସମାନେେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କବେେ ଭାବି ନ ଥିଲୁ। ସମାନେେ ତାହାଙ୍କର ଅର୍ତ ଦବୋ ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠା ରେ ଓ ଆମ୍ଭଠା ରେ ସମର୍ପଣ କଲେ।"
6
"ପରମେଶ୍ବର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ୟ୍ଯକୁ ଯେପରି ଆରମ୍ଭ କରିଥିଲେ, ସହେିପରି ଏହି ବିଶଷେ ଅନୁଗ୍ରହର କାର୍ୟ୍ଯକୁ ସମାପ୍ତ କରିବା ରେ ତୁମ୍ଭମାନଙ୍କୁ ସାହାୟ୍ଯ ମଧ୍ଯ କରନ୍ତୁ।"
7
"ତୁମ୍ଭମାନେେ ବିଶ୍ବାସ, ବାକ୍ଯପ୍ରଚାର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭମାନେେ ଶିଖିଥିବା ପ୍ ରମେ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦବୋ ସବୋ ରେ ତୁମ୍ଭମାନେେ ଧନୀ ହୁଅ।"
8
"ମୁଁ ତୁମ୍ଭମାନଙ୍କୁ ଦାନ ଦବୋପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତ ରେ ତୁମ୍ଭମାନଙ୍କ ପ୍ ରମେ ସତ୍ଯ ଅଟେ। ଅନ୍ୟ ଲୋକମାନେ ସାହାୟ୍ଯ କରିବା ପାଇଁ ଦଖାେଉଥିବା ଉତ୍ସାହ ବିଷୟ ରେ କହି ଏହା ମୁଁ ଦଖାଇେ ଦବୋକୁ ଚା ହେଁ।"
9
"ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।"
10
"ଏହି ବିଷୟ ରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ ରେଷ୍ଠ। ଗତ ବର୍ଷ ତୁମ୍ଭମାନେେ ପ୍ରଥମେ ଦାନ ଦବୋପାଇଁ ଇଚ୍ଛା କରିଥିଲ ଓ ପ୍ରକୃତ ରେ ପ୍ରଥମେ ଦାନ ମଧ୍ଯ ଦଇେଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭମାନେେ ଆରମ୍ଭ କରିଥିଲ ତାହାକୁ ଶଷେ କର।"
11
"ତା' ହେଲେ ଯାଇ ତୁମ୍ଭମାନଙ୍କର କରିବା ତୁମ୍ଭମାନଙ୍କର ଇଚ୍ଛା କରିବା ସହିତ ସମାନ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ତହିଁରୁ ଦାନ କର।"
12
"ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।"
13
"ଅନ୍ୟମାନେ ଆରାମ ରେ ରହୁଥିବା ବେଳେ ତୁମ୍ଭମାନେେ ଦୁର୍ଦ୍ଦଶା ରେ ରୁହ, ଏକ କଥା ଆମ୍ଭେ ଇଚ୍ଛା କରୁ ନାହୁଁ; ବରଂ ଆମ୍ଭେ ସବୁ ବିଷୟ ରେ ସମାନତା ଇଚ୍ଛା କରୁ।"
14
"ବର୍ତ୍ତମାନ ତୁମ୍ଭମାନଙ୍କ ପାଖ ରେ ବହୁତ ଅଛି। ଯାହା ତୁମ୍ଭମାନଙ୍କର ଅଛି, ଯଦି ଦିଅ, ତାହାହେଲେ ଅନ୍ୟମାନଙ୍କ ଆବଶ୍ଯକ ପୂରଣ ହବେ। ତା'ପରେ ଯେତବେେଳେ ସମାନଙ୍କେର ବୁଦ୍ଧି ହବେ, ସମାନେେ ତୁମ୍ଭମାନଙ୍କର ଆବଶ୍ଯକତା ରେ ସାହାୟ୍ଯ କରିବେ।"
15
"ଶାସ୍ତ୍ର ରେ ମଧ୍ଯ ଲଖାେଅଚି:"
16
"ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି ଯେ ତିତସଙ୍କ ମନ ରେ ମାେ ଭଳି ତୁମ୍ଭମାନଙ୍କ ପ୍ରତି ପ୍ ରମେ ଭାବ ରହିଛି।"
17
"ଆମ୍ଭର ଅନୁ ରୋଧକୁ ତିତସ ଗ୍ରହଣ କରିଛନ୍ତି। ସେ ମଧ୍ଯ ତୁମ୍ଭମାନଙ୍କ ପାଖକୁ ୟିବାକୁ ବ୍ଯଗ୍ର ଥିଲେ, ଓ ସ୍ବଇଚ୍ଛା ରେ ତୁମ୍ଭମାନଙ୍କ ପାଖକୁ ୟିବା ନିମନ୍ତେ ଏଠାରୁ ଯାଉଛନ୍ତି।"
18
"ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଚାର ପ୍ରଚାର କାର୍ୟ୍ଯ ରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ଯ ପଠାଉଛୁ।"
19
"ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନଇେ ୟିବା କାର୍ୟ୍ଯ ରେ ମଣ୍ଡଳୀ ସମୂହ ତାହାଙ୍କୁ ନିୟୁକ୍ତ କରିଛନତି। ଏହି ସବୋ ଦ୍ବାରା ପ୍ରଭୁଙ୍କ ମହିମା ହବେ ଓ ଆମ୍ଭେ ଯେ ପ୍ରକୃତ ରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।"
20
"ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।"
21
"ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହା ସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।"
22
"ସମାନଙ୍କେ ସହିତ ସର୍ବଦା ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଆମ୍ଭର ଜଣେ ଭାଇଙ୍କୁ ଆମ୍ଭେ ପଠାଉଛୁ। ଅନକେ ଘଟଣା ରେ ସେ ଏହା ପ୍ରମାଣିତ କରିଛନ୍ତି। ତୁମ୍ଭମାନଙ୍କ ପ୍ରତି ତାଙ୍କ ମନ ରେ ଅସୀମ ବିଶ୍ବାସ ଥିବାରୁ, ସେ ଅଧିକ ସାହାୟ୍ଯ କରିବା ପାଇଁ ଉତ୍ସାହିତ ଅଛନ୍ତି।"
23
"ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।"
24
"ତୁମ୍ଭମାନଙ୍କ ଭିତ ରେ ଯେ ପ୍ରକୃତ ରେ ପ୍ ରମେ ଅଛି ଏହା ଦଖାେଅ ଓ ତୁମ୍ଭମାନଙ୍କ ପାଇଁ ଆମ୍ଭେ କାହିଁକି ଏତେ ଗର୍ବ ଅନୁଭବ କରୁ, ତାହା ସମାନଙ୍କେୁ ପ୍ରମାଣ କରି ଦଖାେଅ। ତା' ହେଲେ ସମଗ୍ର ମଣ୍ଡଳୀ ଏହା ଦେଖି ପାରିବେ।"
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 9 →
All chapters:
1
2
3
4
5
6
7
8
9
10
11
12
13