bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
2 Samuel 3
2 Samuel 3
Odia - 1840
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 4 →
1
"ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧିଅରେ କ୍ରମାଗତ ୟକ୍ସ୍ଟଦ୍ଧ ଗ୍ଭଲିଲା। ଦାଉଦ ଧି ରେ ଧି ରେ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ ଏବଂ ଶାଉଲର ପରିବାର, ଦିନକକ୍ସ୍ଟ ଦିନ ଦୁର୍ବଳ ହବୋକକ୍ସ୍ଟ ଲାଗିଲା।"
2
"ଦାଉଦଙ୍କର ଅନକେ ପକ୍ସ୍ଟତ୍ର ହିବ୍ରୋଣ ରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପକ୍ସ୍ଟତ୍ର ଥିଲେ ଅମ୍ନୋନ୍, ୟିଷ୍ରିଯଲେୀଯାର ତାଙ୍କର ସ୍ତ୍ରୀ ଅହୀନୋଯମଠାରକ୍ସ୍ଟ ଜନ୍ମ ହେଲ।"
3
"କର୍ମିଲୀଯ ନାବଲ୍ର ସ୍ତ୍ରୀ ଅବୀଗଲ୍ଙ୍କଠାରକ୍ସ୍ଟ ଜନ୍ମ ହେଲ ଦ୍ବିତୀୟ ପକ୍ସ୍ଟତ୍ର କିଲାବ୍ ଏବଂ ତୃତୀୟ ପକ୍ସ୍ଟତ୍ର ହେଲ ଅବ୍ଶାଲୋମ୍, ସେ ଗଶୂରର ରାଜା ତଲ୍ମଯର କନ୍ଯା ମାଖାରର ପକ୍ସ୍ଟତ୍ର।"
4
"ଚତକ୍ସ୍ଟର୍ଥ ପକ୍ସ୍ଟତ୍ର ଜନ୍ମ ହେଲ, ତାଙ୍କର ନାମ ଅଦୋନୀଯ, ଅଦୋନୀଯର ମାତା ହେଲ, ହଗୀତ୍ ଏବଂ ପଞ୍ଚମ ପକ୍ସ୍ଟତ୍ର ହେଲ ଶଫଟୀଯ ସେ ଅବିଟଲର ପକ୍ସ୍ଟତ୍ର।"
5
"ଷଷ୍ଠ ପକ୍ସ୍ଟତ୍ର ହେଲ, ୟିନ୍ତ୍ରିଯମ୍। ସେ ଦାଉଦଙ୍କର ସ୍ତ୍ରୀ ଇଗ୍ଲାର ପକ୍ସ୍ଟତ୍ର। ଏହିପରି ଛଅଟି ପକ୍ସ୍ଟତ୍ର ଦାଉଦଙ୍କର ହିବ୍ରୋଣ ରେ ଜନ୍ମ ହେଲ।"
6
"ଶାଉଲ ବଂଶ ଓ ଦାଉଦ ବଂଶ ୟକ୍ସ୍ଟଦ୍ଧ ଲାଗିବା ସମୟରେ ଅବନର ଶାଉଲଙ୍କ ଗୃହ ମଧିଅରେ ନିଜକକ୍ସ୍ଟ ବଳବାନ୍ କଲା।"
7
"ଶାଉଲଙ୍କର ଜଣେ ଉପପତ୍ନୀ ଥିଲା, ଯାହାର ନାମ ରିସ୍ପା, ସେ ଅଯାର କନ୍ଯା ଥିଲା। ଇଶ୍ବୋଶତ୍ ଅବନରକକ୍ସ୍ଟ କହିଲେ, ତୁମ୍ଭେ କାହିଁକି ମାରେ ପିତାଙ୍କର ଉପପତ୍ନୀଙ୍କ ସହିତ ୟୌନ ସଐର୍କ ରଖିଛ?"
8
"ଅବନର ଇଶ୍ବୋଶତର କଥା ଶକ୍ସ୍ଟଣି ଅତି ରାଗ ରେ କହିଲା, ମୁ ତ ତକ୍ସ୍ଟମ୍ଭ ପିତା ଶାଉଲ ବଂଶକକ୍ସ୍ଟ ଓ ତାଙ୍କର ଭାଇ ବନ୍ଧକ୍ସ୍ଟମାନଙ୍କୁ ଦୟା କରୁଅଛି। ମୁ ମଧ୍ଯ ତୁମ୍ଭକୁ ଦାଉଦ ହସ୍ତ ରେ ସମର୍ପଣ କରିନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷଯ ରେ ଅପରାଧ ମାେ ଉପରେ ଆରୋପ କରୁଅଛ।"
9
"ମୁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁ ବର୍ତ୍ତମାନ ନିଶ୍ଚିଚ ହେଉଅଛି ଯେ, ପରମେଶ୍ବର ଯାହା କହିଥିଲେ, ତାହା ଘଟିବାକକ୍ସ୍ଟ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରକ୍ସ୍ଟ ରାଜ ସିଂହାସନ ନଇେ ଦାଉଦଙ୍କକ୍ସ୍ଟ ଦବେେ।"
10
"ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ୟିହକ୍ସ୍ଟଦା ଏବଂ ଇଶ୍ରାୟେଲର ରାଜା କରିବେ। ସେ ଦାନଠାରକ୍ସ୍ଟ ବେର୍ଶବୋ ପର୍ୟ୍ଯନ୍ତ ଶାସନ କରିବେ। ଏବଂ ମୁ ଭାବକ୍ସ୍ଟଛି, ସଦାପ୍ରଭୁ ମାେ ଉପରେ ଅନ୍ଯାଯ କରିବେ ଯଦି ମୁ ତାହା ନକରେ।"
11
"ଇଶ୍ବୋଶତ ଅତ୍ଯନ୍ତ ଭୟ ରେ ସବୁ କଥା ଅବନରକକ୍ସ୍ଟ କହିପାରି ନଥିଲା।"
12
"ଅବନର ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ ଏବଂ କହିଲେ, ଏ ଦେଶକକ୍ସ୍ଟ କିଏ ଶାସନ କରିବା ଯୋଗ୍ଯ ବ୍ଯକ୍ତି ବୋଲି ତୁମ୍ଭେ ଭାବକ୍ସ୍ଟଛ? ମାେ ସହିତ ତୁମ୍ଭେ ଏକ ଚକ୍ସ୍ଟକ୍ତି କର ଏବଂ ସମଗ୍ର ଇଶ୍ରାୟେଲ ଉପରେ ତୁମ୍ଭେ ରାଜତ୍ବ କରିବା ପାଇଁ ମୁ ତୁମ୍ଭକୁ ସାହାୟ୍ଯ କରିବି।"
13
"ଦାଉଦ କହିଲେ, ଉତ୍ତମ, ମୁ ତକ୍ସ୍ଟମ୍ଭ ସହିତ ଚକ୍ସ୍ଟକ୍ତି କରୁଅଛି। କିନ୍ତୁ ମୁ ତୁମ୍ଭକୁ ଗୋଟିଏ କଥା ପଗ୍ଭରିବି, ତୁମ୍ଭେ ଶାଉଲଙ୍କର କନ୍ଯା ମୀଖଲକକ୍ସ୍ଟ ମାେ ସମ୍ମକ୍ସ୍ଟଖକକ୍ସ୍ଟ ନ ଆଣିବା ପର୍ୟ୍ଯନ୍ତ ମୁ ତୁମ୍ଭକୁ ସାକ୍ଷାତ କରିବି ନାହିଁ।"
14
"ଦାଉଦ ଶାଉଲଙ୍କର ପକ୍ସ୍ଟତ୍ର ଈଶ୍ବୋଶତଙ୍କ ନିକଟକକ୍ସ୍ଟ ଏକ ଦୂତ ପଠାଇ କହିଲେ, ମାରେ ସ୍ତ୍ରୀ ମୀଖଲକକ୍ସ୍ଟ ମାେତେ ଫରୋଇ ଦିଅ। ଯେ ହତେକ୍ସ୍ଟ ମୁ ତାକକ୍ସ୍ଟ ପାଇବା ପାଇଁ 100 ଜଣ ପଲେଷ୍ଟୀୟଙ୍କକ୍ସ୍ଟ ହତ୍ଯା କରିଛି"
15
"ଇଶ୍ବୋଶତ୍ ଲୋକ ପଠାଇ ଲଯିଶର ପକ୍ସ୍ଟତ୍ର ପଲ୍ଟିଯେଲ୍ ନାମକ ତାହାର ସ୍ବାମୀ ନିକଟରକ୍ସ୍ଟ ମୀଖଲକକ୍ସ୍ଟ ନଲୋ।"
16
"ତା'ର ସ୍ବାମୀ ରୋଦନ କଲା ଏବଂ ବହକ୍ସ୍ଟରୀମ ପର୍ୟ୍ଯନ୍ତ ତାକକ୍ସ୍ଟ ଅନକ୍ସ୍ଟସରଣ କଲା। ତା'ପରେ ଅବନର ପଲଟିଯଲଙ୍କେକ୍ସ୍ଟ କହିଲା, ୟାଅ, ଫରେିୟାଅ, ତା'ପରେ ସେ ଫରେିଗଲା।"
17
"ଅବ୍ନର ଏହି ବାର୍ତ୍ତା ଇଶ୍ରାୟେଲର ନେତାଙ୍କ ପାଖକକ୍ସ୍ଟ ପଠାଇଲେ। ସେ କହିଲେ, ତୁମ୍ଭମାନେେ ଦାଉଦଙ୍କକ୍ସ୍ଟ ରାଜା କରିବା ପାଇଁ ଅପେକ୍ଷା କରି ଆସକ୍ସ୍ଟଅଛି।"
18
"ବର୍ତ୍ତମାନ ଏହା କର, ସଦାପ୍ରଭୁ ଦାଉଦଙ୍କ ବିଷଯ ରେ କହିଥିଲେ ଯେତବେେଳେ ସେ କହିଲେ, 'ମୁ ମାରେ ଇଶ୍ରାୟେଲର ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବି ଏବଂ ମୁ ସମାନଙ୍କେୁ ସମାନଙ୍କେର ଅନ୍ୟ ସମସ୍ତ ଶତୃଙ୍କଠାରକ୍ସ୍ଟ ମଧ୍ଯ ରକ୍ଷା କରିବି। ମୁ ଏହା ମାରେ ପ୍ରିଯ ଦାସ ଦାଉଦଙ୍କ ଦ୍ବାରା ହିଁ କରିବି।'"
19
"ଅବନର ଏହିସବୁ କଥାଗକ୍ସ୍ଟଡିକ ଦାଉଦଙ୍କକ୍ସ୍ଟ ହିବ୍ରୋଣଠା ରେ କହିଲେ। ଏବଂ ବିନ୍ଯାମୀନ ବଂଶଧରକକ୍ସ୍ଟ କହିଲେ। ଅବନରଙ୍କର ଏହିକଥା ଇଶ୍ରାୟେଲର ଲୋକମାନଙ୍କୁ ଓ ବିନ୍ଯାମୀନ ପରିବାରବର୍ଗ ଲୋକମାନଙ୍କୁ ଶୁଣିବାକୁ ଭଲ ଲାଗିଲା।"
20
"ତା'ପରେ ଅବ୍ନର ଦାଉଦଙ୍କ ପାଖକକ୍ସ୍ଟ ହିବ୍ରୋଣକକ୍ସ୍ଟ ଆସିଲେ। ଅବ୍ନର ତାଙ୍କ ସହିତ କୋଡିଏ ଜଣ ଲୋକଙ୍କକ୍ସ୍ଟ ସାଙ୍ଗ ରେ ଆଣିଥିଲେ। ଅବନର ଓ ତାଙ୍କ ସହିତ ଆସିଥିବା ଲୋକମାନଙ୍କୁ ଏକ ଭୋଜି ଦେଲେ।"
21
"ଅବନର ଦାଉଦଙ୍କକ୍ସ୍ଟ କହିଲେ, ହେ ମାରେ ପ୍ରଭକ୍ସ୍ଟ ମହାରାଜ, ମାେତେ ୟିବାକକ୍ସ୍ଟ ଦିଅ, ଏବଂ ସମସ୍ତ ଇଶ୍ରାୟେଲୀୟମାନଙ୍କୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖକକ୍ସ୍ଟ ଆଣିବାକକ୍ସ୍ଟ ଦିଅ। ତା'ପରେ ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଏକ ଚକ୍ସ୍ଟକ୍ତି କରିବେ। ଏବଂ ଆପଣ ସମଗ୍ର ଇଶ୍ରାୟେଲର ରାଜା ହବେେ। ଏବଂ ଆପଣଙ୍କ ଇଛା ମତେ ରାଜତ୍ବ କରିବେ। ତେଣୁ ଦାଉଦ ଅବନରକକ୍ସ୍ଟ ୟିବାକକ୍ସ୍ଟ ଅନକ୍ସ୍ଟମତି ଦେଲେ ଏବଂ ଅବନର ଶାନ୍ତି ରେ ଉକ୍ତ ସ୍ଥାନ ପରିତ୍ଯାଗ କଲେ।"
22
"ୟୋଯାବ୍ ଏବଂ ଦାଉଦଙ୍କର ଉଚ୍ଚପଦସ୍ଥ ସାମରୀକ ପଦାଧିକାରୀମାନେ ଯୁଦ୍ଧରୁ ଫରେିଲେ। ଏବଂ ସମାନେେ ସମାନଙ୍କେ ସହିତ ଶତୃମାନଙ୍କଠାରକ୍ସ୍ଟ ବହକ୍ସ୍ଟ ମୂଲ୍ଯବାନ ପଦାର୍ଥ ସଙ୍ଗ ରେ ଆଣିଥିଲେ। ଅବ୍ନର ହିବ୍ରୋଣ ରେ ସେତବେେଳେ ଦାଉଦଙ୍କ ସଙ୍ଗ ରେ ନ ଥିଲେ। କାରଣ ସେ ତାଙ୍କୁ ୟିବାକକ୍ସ୍ଟ ଦଇେଥିବାରକ୍ସ୍ଟ ସେ ସଠାେରକ୍ସ୍ଟ ଶାନ୍ତି ରେ ସ୍ଥାନ ପରିତ୍ଯାଗ କରିଥିଲେ।"
23
"ଯୋୟାବ ଓ ତାଙ୍କର ସୈନ୍ଯମାନେ ହିବ୍ରୋଣଠା ରେ ପହଁଞ୍ଚିଲେ। ସୈନ୍ଯମାନେ ଯୋୟାବକକ୍ସ୍ଟ କହିଲେ, ନରର ପକ୍ସ୍ଟତ୍ର ଅବନର ଦାଉଦଙ୍କ ନିକଟକକ୍ସ୍ଟ ଆସିଥିଲା ଓ ଦାଉଦ ଅବନରକକ୍ସ୍ଟ ଶାନ୍ତି ରେ ୟିବାକକ୍ସ୍ଟ ଦେଲେ। ସେଥିପାଇଁ ସେ ନିରାପଦ ରେ ଫରେିଗଲା।"
24
"ଯୋୟାବ ରାଜାଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ଆସିଲେ ଏବଂ ପଚାରିଲେ, ତୁମ୍ଭେ କ'ଣ କଲ? ଅବ୍ନର ଆପଣଙ୍କ ନିକଟକକ୍ସ୍ଟ ଆସିଥିଲା, କିନ୍ତୁ ଆପଣ ତାକକ୍ସ୍ଟ ଆଘାତ ନ କରି ପଠାଇ ଦେଲେ।"
25
"ଆପଣ ଜାଣନ୍ତି ଅବ୍ନର ହେଉଛି ନରର ପକ୍ସ୍ଟତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକକ୍ସ୍ଟ ଛଳନା କରିବାକୁ ଆସିଥିଲା ଓ ଆପଣ କ'ଣ କରୁଥିଲେ ତାହା ଖାଜେିବାକକ୍ସ୍ଟ ସେ ଆସିଥିଲା।"
26
"ଯୋୟାବ ଦାଉଦଙ୍କ ନିକଟରକ୍ସ୍ଟ ଆସିଲା ଏବଂ ସିରା ନିକଟରେ ଥିବା ଅବ୍ନରଙ୍କ ନିକଟକକ୍ସ୍ଟ ଦୂତ ପଠାଇଲେ। ଦୂତଗଣ ସିରାର କୂଅ ନିକଟରକ୍ସ୍ଟ ଅବନରକକ୍ସ୍ଟ ଫରୋଇ ଆଣିଲା। କିନ୍ତୁ ଏକଥା ଦାଉଦଙ୍କକ୍ସ୍ଟ ଅଜଣା ଥିଲା।"
27
"ଯେତବେେଳେ ଅବ୍ନର ହିବ୍ରୋଣଠା ରେ ପହଁଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳା ରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ବାର ଭିତରକକ୍ସ୍ଟ ନଇଗେଲେ। ଏବଂ ଯୋୟାବ ଅବ୍ନରକକ୍ସ୍ଟ ସହେିଠା ରେ ତାଙ୍କ ପଟେ ରେ ଖଡ୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସା ହେଲକକ୍ସ୍ଟ ହତ୍ଯା କରିଥିଲେ। ତେଣୁ ଯୋୟାବ ଅବ୍ନରକକ୍ସ୍ଟ ହତ୍ଯା କଲେ।"
28
"ଏହାପରେ ଦାଉଦ ଏକଥା ଜାଣିବାକକ୍ସ୍ଟ ପାଇଲେ, ଏବଂ କହିଲେ, ନରର ପକ୍ସ୍ଟତ୍ର ଅବ୍ନର ରକ୍ତପାତ ବିଷଯ ରେ ସବୁ ବେଳେ ମୁ ଓ ମାରେରାଜ୍ଯ ନିର୍ଦ୍ ଦୋଷୀ। ସଦାପ୍ରଭୁ ଏହି ବିଷଯ ରେ ଜାଣନ୍ତି।"
29
"ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାଯୀ ଏବଂ ମୁ ଭାବକ୍ସ୍ଟଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କକ୍ସ୍ଟଷ୍ଠରୋଗ ରେ ଆକ୍ରାନ୍ତ ହବେ, ଅଭାବରେ ରହିବେ ଓ ୟକ୍ସ୍ଟଦ୍ଧ ରେ ହତ ହବେ।"
30
"ଯୋୟାବ ଓ ତା'ର ଭାଇ ଅବୀଶଯ ଅବ୍ନରକକ୍ସ୍ଟ ହତ୍ଯା କଲେ, କାରଣ ଅବ୍ନର ସମାନଙ୍କେର ଭାଇ ଅସା ହେଲକକ୍ସ୍ଟ ଗିବିଯା ୟକ୍ସ୍ଟଦ୍ଧ ରେ ହତ୍ଯା କରିଥିଲେ।"
31
"ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କକ୍ସ୍ଟ କହିଲେ, ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦକ୍ସ୍ଟଃଖଦ ବସ୍ତ୍ର ପିନ୍ଧ, ଅବ୍ନର ପାଇଁ ରୋଦନ କର।"
32
"ସମାନେେ ହିବ୍ରୋଣଠା ରେ ଅବ୍ନରକକ୍ସ୍ଟ କବର ଦେଲେ। ରାଜା ଦାଉଦ ମଧ୍ଯ ସେ ସ୍ଥାନ ରେ ଉପସ୍ଥିତ ରହିଲେ। ରାଜା ଦାଉଦ ଓ ତାଙ୍କର ଲୋକମାନେ କବର ନିକଟରେ ଠିଆ ହାଇେ ରୋଦନ କଲେ।"
33
"ରାଜା ଦାଉଦ ଅବନର ଚିତା ରେ ଛିଡା ହାଇେ ଏହି ଦକ୍ସ୍ଟଃଖ ଗୀତ ବୋଲିଲେ,"
34
"ଅବ୍ନର ତକ୍ସ୍ଟମ୍ଭ ହାତ ବନ୍ଧା ନ ଥିଲା କି? ତକ୍ସ୍ଟମ୍ଭ ପାଦ ରେ ଶିଙ୍କକ୍ସ୍ଟଳି ନ ଥିଲା, ତଥାପି, ତୁମ୍ଭକୁ ଦକ୍ସ୍ଟଷ୍ଟ ଲୋକମାନେ ମାରି ଦେଲେ।"
35
"ଦିନତମାମ ଲୋକମାନେ ଦାଉଦଙ୍କକ୍ସ୍ଟ ଖାଇବାକକ୍ସ୍ଟ କହିଲେ, କିନ୍ତୁ ଦାଉଦ ଏକ ପ୍ରତିଜ୍ଞା କରିଥିଲେ ଓ କହିଲେ, ଯଦି ସୂର୍ୟ୍ଯାସ୍ତ ପୂର୍ବରକ୍ସ୍ଟ ମୁ ରୋଟୀ କିମ୍ବା ଅନ୍ୟ କିଛି ଆହାର କରେ, ତବେେ ପରମେଶ୍ବର ମାେତେ ଦଣ୍ତ ଓ ଦକ୍ସ୍ଟଃଖ ଦବେେ।"
36
"ସମସ୍ତ ଲୋକ ଏକଥା ବକ୍ସ୍ଟଝିଲେ, ରାଜା ଯାହା କରୁଛନ୍ତି ସମସ୍ତଙ୍କ ଦୃଷ୍ଟି ରେ ତାହା ଭଲ ଥିଲା ବୋଲି ସମସ୍ତେ ତାହା ହୃଦଯଙ୍ଗମ କଲେ।"
37
"ଏହିପରି ନରର ପକ୍ସ୍ଟତ୍ର ଅବ୍ନରକକ୍ସ୍ଟ ହତ୍ଯା କରିବା ଯେ ରାଜାଙ୍କ ଆଡକ୍ସ୍ଟ ହାଇେ ନାହିଁ, ଏକଥା ସଦେିନ ଇଶ୍ରାୟେଲର ସମସ୍ତ ଲୋକ ବକ୍ସ୍ଟଝିଲେ।"
38
"ରାଜା ଦାଉଦ ତାଙ୍କର ସୈନ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ଜାଣ ଯେ ଆଜି ଇଶ୍ରାୟେଲର ଜଣେ ମହତ୍ବପୂର୍ଣ୍ଣ ନେତାଙ୍କର ମୃତକ୍ସ୍ଟ୍ଯ ହେଲା।"
39
"ମୁ ରାଜା ରୂପେ ଅଭିଷିକ୍ତ ହେଲେ ହେଁ ତଥାପି ମୁ ଆଜି ଦୁର୍ବଳ। ଏହି ସରକ୍ସ୍ଟଯାର ପକ୍ସ୍ଟତ୍ରମାନେ ମାେତେ ଅତି ଦକ୍ସ୍ଟଃଖର କାରଣ ଦେଲେ। ସଦାପ୍ରଭୁ ଏହି କକ୍ସ୍ଟକାର୍ୟ୍ଯ କରିଥିବା ଲୋକମାନଙ୍କୁ ତାଙ୍କର କକ୍ସ୍ଟକର୍ମ ଅନକ୍ସ୍ଟସା ରେ ଦଣ୍ତ ଦିଅନ୍ତକ୍ସ୍ଟ।"
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24