bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
2 Samuel 6
2 Samuel 6
Odia - 1840
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 7 →
1
"ଦାଉଦ ଆଉ ଥରେ ବଛା ବଛା 30,000 ୈସନ୍ଯମାନଙ୍କୁ ଇଶ୍ରାୟେଲ ରେ ଏକତ୍ରୀତ କଲେ।"
2
"ଦାଉଦ ଏବଂ ତାଙ୍କର ଲୋକମାନେ ୟକ୍ସ୍ଟହକ୍ସ୍ଟଦା ରେ ବାଲିକକ୍ସ୍ଟ ଗଲେ। ସମାନେେ ବାଲିର ୟିହକ୍ସ୍ଟଦାଠାରକ୍ସ୍ଟ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକ ଯିରୁଶାଲମକୁ ଆଣିବାକକ୍ସ୍ଟ ଗଲେ। ସହେି ପବିତ୍ର ସିନ୍ଦକ୍ସ୍ଟକ ସଦାପ୍ରଭୁଙ୍କର ସିଂହାସନ ତକ୍ସ୍ଟଲ୍ଯ ଥିଲା। ସହେି ପବିତ୍ର ସିନ୍ଦକ୍ସ୍ଟକ ଉପରେ କିରକ୍ସ୍ଟବ ଦୂତମାନଙ୍କର ପ୍ରତିମୂର୍ତ୍ତୀମାନ ଥିଲା ଏବଂ ସଦାପ୍ରଭୁ ସମାନଙ୍କେ ଉପରେ ବସକ୍ସ୍ଟଥିଲେ।"
3
"ଦାଉଦର ଲୋକମାନେ ସହେି ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅବୀନାଦବର ଗୃହରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସଇେ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସମାନେେ ଏହି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଏକ ନୂଆ ଶଗଡ ରେ ଲଦିଲେ ଏବଂ ଅବୀନାଦବର ପକ୍ସ୍ଟତ୍ର ଉଷ ଅହୀୟୋ ସହେି ନୂଆ ଶଗଡକକ୍ସ୍ଟ ଚଲଇେଲେ।"
4
"ସମାନେେ ପର୍ବତସ୍ଥ ଶିର୍ଷଦେଶ ରେ ଅବୀନାଦବର ଗୃହରକ୍ସ୍ଟ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆଣିଲେ ଓ ଉଷ ପବିତ୍ର ସିନ୍ଦକ୍ସ୍ଟକ ପାଶର୍ବ ରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦକ୍ସ୍ଟକ ଆଗେ ଆଗେ ଗ୍ଭଲିଲା।"
5
"ଦାଉଦ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗ ରେ ଦବଦୋରକ୍ସ୍ଟ କାଠ ରେ ତିଆରି ନାନା ପ୍ରକାର ବାଦ୍ଯୟନ୍ତ୍ର ବୀଣା ଓ ନବେଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନିଚକ୍ସ୍ଟ ଥିଲେ।"
6
"ସମାନେେ ନାଖାନେ ନାମକ ଶସ୍ଯ ମର୍ଦ୍ଦନ ସ୍ଥାନ ରେ ପହଁଞ୍ଚିଲେ। ବଳଦମାନେ ଅମଣା ହବୋରକ୍ସ୍ଟ ଉଷ ହସ୍ତ ବଢାଇ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରି ନେଲେ।"
7
"ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରକ୍ସ୍ଟ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ପାଖ ରେ ମୃତକ୍ସ୍ଟ୍ଯବରଣ କଲେ।"
8
"ସଦାପ୍ରଭୁ ଉଷକକ୍ସ୍ଟ ମାରି ଦଇେଥିବାରକ୍ସ୍ଟ ଦାଉଦ ବ୍ଯତିବ୍ଯସ୍ତ ହେଲ ଓ ସହେି ସ୍ଥାନର ନାମ ପରେସଉଷ ରଖିଲେ। ଆଜି ପର୍ୟ୍ଯନ୍ତ ସହେି ସ୍ଥାନର ନାମ ପରେସ୍ଉଷ ରହିଅଛି।"
9
"ସହେି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, ମୁ କିପରି ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ମାେ ପାଖକକ୍ସ୍ଟ ଆଣିବି।"
10
"ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିଲେ ନାହିଁ। ଦାଉଦ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଗାଥର ଓବଦଇଦେୋମର ଗୃହ ରେ ରଖିଲେ।"
11
"ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସଠାେରେ ତିନିମାସ ରହିଲା। ସଦାପ୍ରଭୁ ଓବଦଇଦେୋମ ଓ ତାଙ୍କର ପରିବାରକକ୍ସ୍ଟ ଆଶିର୍ବାଦ କଲେ।"
12
"ତା'ପରେ ଲୋକମାନେ ଦାଉଦକକ୍ସ୍ଟ କହିଲେ, ଓବଦଇଦେୋମ, ତା'ର ପରିବାର ଓ ତା'ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶିର୍ବାଦ ପାଇଛନ୍ତି କାରଣ ସଠାେରେ ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଅଛି। ତେଣୁ ଦାଉଦ ଓବଦଇଦେୋମଙ୍କ ଘରକ୍ସ୍ଟ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିବାକକ୍ସ୍ଟ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହାଇେ ଏହା କଲେ।"
13
"ଯେଉଁ ଲୋକମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହିଥିଲେ ସମାନେେ ଛଅ ପାହକ୍ସ୍ଟଣ୍ତ ଆସିଲା ପରେ ସଠାେରେ ଅଟକିଲେ ଓ ଦାଉଦ ସଠାେରେ ଏକ ଗୋରୁ ବଳି ଦେଲେ ଓ ଏକ ମାଟୋ ବାଛକ୍ସ୍ଟରୀ ମଧ୍ଯ ବଳି ଦେଲେ।"
14
"ଦାଉଦ ଏକ ଶକ୍ସ୍ଟକ୍କ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ତାଙ୍କର ସମସ୍ତ ସାମର୍ଥ୍ଯ ସହ ନାଚକ୍ସ୍ଟଥିଲେ।"
15
"ଏହିପରି ଭାବରେ ଦାଉଦ ଓ ଇଶ୍ରାୟେଲୀୟମାନେ ଆନନ୍ଦ ଉଲ୍ଲାସ ରେ ଜଯଧ୍ବନୀ କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଗର ମଧ୍ଯକକ୍ସ୍ଟ ନଇେ ଆସିଲେ।"
16
"ଶାଉଲଙ୍କ ଝିଅ ମୀଖଲ ଝରକା ରେ ଗ୍ଭହିଁ ଥିଲେ। ଯେତବେେଳେ ସେ ଦେଖିଲେ, ପବିତ୍ର ସିନ୍ଦକ୍ସ୍ଟକ ଦାଉଦ ନଗରକକ୍ସ୍ଟ ଆସିଲା, ଏବଂ ସେ ଯେତବେେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ନାଚକ୍ସ୍ଟଛନ୍ତି, ସେ ବ୍ଯତିବ୍ଯସ୍ତ ହେଲେ। ସେ ହୃଦଯ ରେ ତାଙ୍କୁ ତକ୍ସ୍ଟଚ୍ଛ ବୋଲି ଭାବିବାକକ୍ସ୍ଟ ଲାଗିଲେ।"
17
"ଦାଉଦ ପବିତ୍ର ସିନ୍ଦକ୍ସ୍ଟକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ସହେି ତମ୍ବୁ ମଧିଅରେ ରଖିଲେ। ତା'ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।"
18
"ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ଲୋକମାନଙ୍କୁ ଆଶୀର୍ବାଦ କଲେ।"
19
"ଦାଉଦ ମଧ୍ଯ ଇଶ୍ରାୟେଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶକ୍ସ୍ଟଷ୍କ ଦ୍ରାକ୍ଷା ଦେଲେ ଓ ତା'ପରେ ଲୋକମାନେ ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।"
20
"ଦାଉଦ ଆଶୀର୍ବାଦ ଦବୋକକ୍ସ୍ଟ ନିଜର ଘରକକ୍ସ୍ଟ ଗଲେ, କିନ୍ତୁ ଶାଉଲଙ୍କ କନ୍ଯା ମୀଖଲ ବାହାରକକ୍ସ୍ଟ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, ଆଜି ଇଶ୍ରାୟେଲର ରାଜା ନିଜକକ୍ସ୍ଟ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମକ୍ସ୍ଟଖ ରେ ଲକ୍ସ୍ଟଗା କାଢି ପକାଇଲେ। ତୁମ୍ଭେ ଜଣେ ନିର୍ ବୋଧପରି କାର୍ୟ୍ଯ କଲ, ୟିଏ ନିଜର ବସ୍ତ୍ର ବିନା ଲଜ୍ଜା ରେ କାଢି ପକାଏ।"
21
"ତା'ପରେ ଦାଉଦ ମୀଖଲକକ୍ସ୍ଟ କହିଲେ, ତାହାତ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ହେଲା। ସତେ ତକ୍ସ୍ଟମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇଶ୍ରାୟେଲ ଉପରେ ଅଗ୍ରଣୀ ରୂପେ ନିୟକ୍ସ୍ଟକ୍ତି କରିବାକୁ ମାେତେ ମନୋନୀତ କରିଛନ୍ତି। ଏହି ହତେକ୍ସ୍ଟ ମୁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବି।"
22
"ମୁ ଏପରିକି ଏହାଠାରକ୍ସ୍ଟ ଆହକ୍ସ୍ଟରି ମର୍ୟ୍ଯାଦାହୀନ ଓ ନିଜକକ୍ସ୍ଟ ଅପମାନିତ କରିବି। ତା'ପରେ ତୁମ୍ଭମାନେେ ଯେଉଁ ଦାସୀମାନଙ୍କ ବିଷଯ ରେ କହିଲ, ମାେତେ ସମ୍ମାନ କରିବେ ଓ ମାେ ପାଇଁ ଗର୍ବ ଅନକ୍ସ୍ଟଭବ କରିବେ।"
23
"ଏହି ଯୋଗୁ ଶାଉଲଙ୍କର କନ୍ଯା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତକ୍ସ୍ଟ୍ଯ ପର୍ୟ୍ଯନ୍ତ ନିସନ୍ତାନ ଥିଲେ।"
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24