bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Amos 2
Amos 2
Odia - 1840
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 3 →
1
"ସଦାପ୍ରଭୁ ଏହାହିଁ କହନ୍ତି: ବହୁ ଅପରାଧ କରିଥିବା ମାୟୋବର ଲୋକମାନଙ୍କୁ ଆମ୍ଭେ ନିଶ୍ଚଯ ଦଣ୍ତ ଦବୋ। କାରଣ ମାୟୋବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡି଼ ଚୂର୍ଣ୍ଣ ରେ ପରିଣତ କରିଥିଲେ।"
2
"ତେଣୁ ଆମ୍ଭେ ମାୟୋବ ରେ ଅଗ୍ନି ସଂୟୋଗ କରିବା। ସହେି ଅଗ୍ନି ଶିଖା କରିଯୋଥର ପ୍ରାସାଦଗୁଡିକ ଧ୍ବଂସ କରିଦବେ। ସଠାେ ରେ କୋଳାହଳ ଓ ତୂରୀର ଶଦ୍ଦ ହବେ ଏବଂ ମାଯାେବ ଧ୍ବଂସ ହବେ।"
3
"ମାତ୍ର ଆମ୍ଭେ ମାୟୋବର ରାଜାମାନଙ୍କୁ ହତ୍ଯା କରିବା ଏବଂ ମାୟୋବର ସମସ୍ତ ନେତାମାନଙ୍କର ଧ୍ବଂସ କରି ପତନ ଘଟାଇବା। ସଦାପ୍ରଭୁ ଏହାହିଁ କହନ୍ତି।"
4
"ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।"
5
"ତେଣୁ ଆମ୍ଭେ ଯିହୁଦା ରେ ଅଗ୍ନି ସଂୟୋଗ କରିବା ଏବଂ ସହେି ଅଗ୍ନି ୟିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ବଂସ କରିଦବେ।"
6
"ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଇଶ୍ରାୟେଲ ଲୋକଙ୍କୁ ଦଣ୍ତ ଦବୋ। କାରଣ ସମାନେେ ରେ ୗପ୍ୟ ବଦଳ ରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସମାନେେ ଏକହଳ ୟୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।"
7
"ସମାନେେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡି ଦଣ୍ତ ଦେଉଥିଲେ ଓ ସମାନଙ୍କେୁ ପଦାଘାତ କରୁଥିଲେ। ସମାନେେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନଥିଲେ। ମାରେ ପବିତ୍ର ନାମକୁ କଳୁଷିତ କରିବାକୁ ୟାଇ ଜଣେ ବ୍ଯକ୍ତି ଓ ତା'ର ପିତା, ଜଣେ ରମଣୀ ସହ ୟୌନ ସଂପର୍କ ରଖିଥିଲେ।"
8
"ସମାନେେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସହେି ବସ୍ତ୍ର ଉପ ରେ ବସି ୟଜ୍ଞବଦେୀ ନିକଟରେ ପୂଜା କରନ୍ତି। ସମାନେେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାର ରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସମାନେେ ବସ୍ତ୍ରଗୁଡିକ ନଇୟୋଆନ୍ତି। ସମାନେେ ସହେି ଦରିଦ୍ରମାନଙ୍କ ଉପ ରେ ଅର୍ଥ ଦଣ୍ତ କରନ୍ତି ଏବଂ ସହେି ଅର୍ଥ ରେ ଦ୍ରାକ୍ଷାରସ କିଣି ସମାନଙ୍କେର ପରମେଶ୍ବରଙ୍କ ମନ୍ଦିର ରେ ସବେନ କରନ୍ତି।"
9
"କିନ୍ତୁ ଆମ୍ଭେ ୟିଏକି ଜଣେ ଥିଲୁ, ଇ ମାରେୀଯକୁ ସମାନଙ୍କେ ସମ୍ମୁଖ ରେ ଧ୍ବଂସ କଲୁ। ଇ ମାରେୀଯ ଏରସ ବୃକ୍ଷ ସଦୃଶ ଉଚ୍ଚ ଓ ଆଲୋକ ଗଛ ସଦୃଶ ଶକ୍ତ ଥିଲା। ଆମ୍ଭେ ସମାନଙ୍କେର ଉର୍ଦ୍ଦ୍ବ ଭାଗ ରେ ଥିବା ଫଳ ଓ ନିମ୍ନ ଭାଗ ରେ ଥିବା ମୂଳକୁ ନଷ୍ଟ କଲୁ।"
10
"ଆମ୍ଭେ ତୁମ୍ଭମାନଙ୍କୁ ମିଶରରୁ ଆଣିଲୁ ଏବଂ ଗ୍ଭଳିଶବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ଆଗଇେ ନଲେୁ। ଆମ୍ଭେ ମଧ୍ଯ ଇ ମାରେୀଯମାନଙ୍କର ଭୂମିକୁ ଅଧିକାର କରିବାକୁ ତୁମ୍ଭମାନଙ୍କୁ ସାହାୟ୍ଯ କଲୁ।"
11
"ତୁମ୍ଭମାନଙ୍କର ପୁତ୍ରମାନଙ୍କ ମଧ୍ଯରୁ କେତକଙ୍କେୁ ଭବିଷ୍ଯତବକ୍ତା କରାଇଲୁ ଏବଂ ତୁମ୍ଭର କେତକେ ୟୁବକ ପୁରୁଷମାନଙ୍କୁ ନାସରୀଯ କରାଇଲୁ। ହେ ଇଶ୍ରାୟେଲୀୟ, ଏହା ସତ୍ଯ ଏବଂ ସଦାପ୍ରଭୁ ଏହାହିଁ କହିଥିଲେ।"
12
"କିନ୍ତୁ ତୁମ୍ଭମାନେେ ନାସରୀଯ ଲୋକମାନଙ୍କୁ ଦ୍ରାକ୍ଷାରସ ସବେନ କରାଇଲା। ତୁମ୍ଭ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ ଭବିଷ୍ଯତବାକ୍ଯ ପ୍ରଗ୍ଭର ନକରିବାକୁ କହିଲ।"
13
"ତୁମ୍ଭମାନେେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦବୋ। ଆମ୍ଭେ ତୁମ୍ଭକୁ ନଡା ରେ ବୋଝଇେ ଶଗଡ ପରି ବଙ୍କା କରିଦବୋ।"
14
"କୌଣସି ଲୋକ ରକ୍ଷା ପାଇବ ନାହିଁ, ଏପରିକି ଦ୍ରୁତତମ ଦୌଡାଳି ମଧ୍ଯ ରକ୍ଷା ପାଇବ ନାହିଁ। ଶକ୍ତିଶାଳୀ ଲୋକର ମଧ୍ଯ ବଳ ନଥିବ। ସୈନ୍ଯମାନେ ନିଜକୁ ରକ୍ଷା କରିପାରିବେ ନାହିଁ।"
15
"ଧନୁର୍ଦ୍ଧାରୀମାନେ ମଧ୍ଯ ଆପଣାକୁ ରକ୍ଷା କରିପାରିବେ ନାହିଁ। ଦ୍ରୁତତମ ଦୌଡାଳି ମଧ୍ଯ ଆପଣାକୁ ରକ୍ଷା କରିପାରିବେ ନାହିଁ। ଅଶ୍ବାରୋହୀମାନେ ନିଜ ନିଜକୁ ରକ୍ଷା କରିପାରିବେ ନାହିଁ।"
16
"ସହେି ସମୟରେ ସାହାସୀ ସୈନ୍ଯମାନେ ଉଲଗ୍ନ ଦୌଡି ପଳାଇବେ। ସଦାପ୍ରଭୁ ଏହି କଥା କୁହନ୍ତି।"
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 3 →
All chapters:
1
2
3
4
5
6
7
8
9