bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Daniel 12
Daniel 12
Odia - 1840
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
1
"ସହେି ଲୋକଟି ଦର୍ଶନ ରେ କହିଲେ, 'ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ୟିହୁଦୀଙ୍କ, ତତ୍ତ୍ବାବଧାରକ ରୂପେ ମୀଖାଯଲେ ମୁଖ୍ଯ ଅଧିପତିରୂପେ ଠିଆ ହବେେ। ମନୁଷ୍ଯ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ୟ୍ଯନ୍ତ ଯେଉଁ ପ୍ରକାର ସଂକଟର କାଳ କବେେ ହାଇନୋହିଁ। ଆଉ ତୁମ୍ଭ ୟିହୁଦୀଯ ଗୋଷ୍ଠୀଯ ଯେଉଁ ପ୍ରେତ୍ୟକକର ନାମ ପୁସ୍ତକରେ ଲିଖିତ ହାଇେଅଛି, ସମାନେେ ପ୍ରେତ୍ୟକକ ସେ ସମୟରେ ଉଦ୍ଧାର ପାଇବେ।"
2
"ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।"
3
"ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ଯ ହବେେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ୟ୍ଯ କରିବେ, ଶଷେ ସମୟ ପର୍ୟ୍ଯନ୍ତ ତାରାଗଣ ତୁଲ୍ଯ ଉଜ୍ଜ୍ବଳ ହବେେ।"
4
"ମାତ୍ର ହେ ଦାନିୟେଲ, ତୁମ୍ଭେ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରିତ କରି ରଖ। ଅନକେ ଏଣତେଣେେ ପ୍ରକୃତ ଜ୍ଞାନର ଅନ୍ବଷେଣ କରିବେ ଓ ଜ୍ଞାନର ବୃଦ୍ଧି ହବେ।'"
5
"ସେତବେେଳେ ମୁଁ ଦାନିୟେଲ ଅନାଇ ଦେଖିଲି, ଅନ୍ୟ ଦୁଇଜଣ ଠିଆ ହାଇେଅଛନ୍ତି, ଜଣେ ନଦୀତୀରର ଏ ପାଖ ରେ ଓ ଅନ୍ୟଜଣକ ନଦୀର ସେ ପାଖ ରେ।"
6
"ଏବଂ ସେ ଶୁକ୍ଲ ବସ୍ତ୍ର ପରିହିତ ଓ ନଦୀର ଜଳ ଉପରିସ୍ଥ ଯେଉଁ ମନୁଷ୍ଯ, ତାହାଙ୍କୁ ଏକ ବ୍ଯକ୍ତି ପଚାରିଲେ, 'ଏହିସବୁ ଆଶ୍ଚର୍ୟ୍ଯ ବିଷଯ ଘଟିବା ପାଇଁ କେତକେ ସମୟ ଲାଗିବ?'"
7
"ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'"
8
"ମୁଁ ଯଦିଓ ଉତ୍ତର ଶୁଣିଲି, ମାତ୍ର ବୁଝିଲି ନାହିଁ, ତହୁଁ ମୁଁ କହିଲି, ' ହେ ମାରେ ପ୍ରଭୁ, ଏସବୁର ପରିଣାମ କ'ଣ ହବେ?'"
9
" ତେଣୁ ସେ କହିଲେ, ' ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର। କାରଣ ଶଷେକାଳ ପର୍ୟ୍ଯନ୍ତ ଏହି ବାକ୍ଯ ସକଳ ବନ୍ଦ ଓ ମୁଦ୍ରିତ ହାଇେଅଛି।"
10
"ଅନକେ ଲୋକ ନିଜକୁ ସ୍ବଚ୍ଛ ଓ ନିର୍ମଳମଯ ମନ କରିବେ। ମାତ୍ର ଦୁଷ୍ଟମାନଙ୍କର ଦୁଷ୍ଟାଚରଣ ବଢି ବଢି ଗ୍ଭଲିବ। ଦୁଷ୍ଟମାନଙ୍କ ମଧ୍ଯରୁ କହେି ହୃଦ୍ବୋଧ କରିବେ ନହିଁ। ମାତ୍ର ଜ୍ଞାନୀ ଲୋକମାନେ ଏସବୁ ବୁଝିବେ।"
11
"ପୁଣି ଯେଉଁ ସମୟରେ ନିତ୍ଯ ବଳିଦାନ ନିବୃତ୍ତ ହବେ ଓ ବିନାଶକାରୀଙ୍କ ଘୃଣାୟୋଗ୍ଯ ବସ୍ତୁ ସ୍ଥାପିତ ହବେ ସହେି ସମୟଠାରୁ 1,290 ଦିନ ହବେ।"
12
"ଯେଉଁ ଲୋକ ଅପେକ୍ଷା କରିବ ଓ 1,335 ଦିନ ପର୍ୟ୍ଯନ୍ତ ଥିବ, ସେ ଧନ୍ଯ।"
13
"ମାତ୍ର ଶଷେକାଳ ପର୍ୟ୍ଯନ୍ତ ତୁମ୍ଭେ, ଦାନିୟେଲ ନିଜ ପଥରେ ଗମନ କର। କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶଷେ ରେ ନିଜର ଅଧିକାର ରେ ଛିଡା ହବେ।"
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
All chapters:
1
2
3
4
5
6
7
8
9
10
11
12