bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Ecclesiastes 5
Ecclesiastes 5
Odia - 1840
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 6 →
1
"ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କୁ ଉପାସନା କରିବାକୁ ୟାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦବୋ ଅପେକ୍ଷା ପରମେଶ୍ବରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ଯ ନାହିଁ, ଯେତବେେଳେ ସମାନେେ ମନ୍ଦକର୍ମ କରନ୍ତି।"
2
"ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କରିବା ସମୟରେ ସାବଧାନ ହୁଅ। ପରମେଶ୍ବରଙ୍କ ଆଗ ରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ। କାରଣ ପରମେଶ୍ବର ସ୍ବର୍ଗ ରେ ଅଛନ୍ତି ଓ ତୁମ୍ଭେ ପୃଥିବୀ ରେ ଅଛ। ଏଣୁ ତୁମ୍ଭର କଥା ଅଳ୍ପ ହେଉ।"
3
"ବହୁତ ଦୁଃଖରୁ ଅନକେ ଦୁସ୍ବପ୍ନ ଆ ସେ ଏବଂ ଜଣେ ମୂର୍ଖ ବହୁତ କ ହେ।"
4
"ତୁମ୍ଭେ ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କଲେ ତାହା ପରିଶାଧେ କରିବାକୁ ବିଳମ୍ବ କର ନାହିଁ। କାରଣ ମୂର୍ଖମାନଙ୍କଠା ରେ ତାଙ୍କର ସନ୍ତାଷେ ନାହିଁ। ତୁମ୍ଭେ ଯାହା ପ୍ରତିଜ୍ଞା କର, ତାହା ପରିଶାଧେ କର।"
5
"ପ୍ରତିଜ୍ଞା କରି ପରିଶାଧେ ନ କରିବା ଅପେକ୍ଷା ତୁମ୍ଭେ ପ୍ରତିଜ୍ଞା ନ କରିବା ଭଲ।"
6
"ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହବୋକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୃଢ଼ ସାକ୍ଷାତ ରେ କୁହ ନାହିଁ। ପରମେଶ୍ବର ତୁମ୍ଭ ଉପ ରେ କାହିଁକି କୋରଧ ହବେେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।"
7
"ଅନକେ ଫାମ୍ପା ସ୍ବପ୍ନ ଏବଂ ଅନକେ ବାଚାଳତା ଯୋଗୁଁ ଏସବୁ ଘଟେ। ମାତ୍ର ତୁମ୍ଭେ ପରମେଶ୍ବରଙ୍କୁ ନିଶ୍ଚଯ ଭୟ କର।"
8
"କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।"
9
"ଏହିସବୁ ପଛ ରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ବାରା ରାଜା ମଧ୍ଯ ସବେିତ ହୁଅନ୍ତି।"
10
"ସମ୍ପତ୍ତି ସୁଖ କିଣିପା ରେ ନାହିଁ। ଯେଉଁ ଲୋକ ଟଙ୍କାକୁ ଭଲପାଏ ସେ କବେେ ତା'ର ନିକଟରେ ଥିବା ଟଙ୍କା ରେ ସନ୍ତୁଷ୍ଟ ହବେ ନାହିଁ। ଯେଉଁ ଲୋକ ସମ୍ପତ୍ତିକୁ ଭଲ ପାଏ। ସେ ଯେତେ ସତ୍ତିର ଅଧିକାରୀ ହେଲେ ମଧ୍ଯ ସେ ସନ୍ତୁଷ୍ଟ ହବେ ନାହିଁ, ଏହା ମଧ୍ଯ ଅସାର ଅଟେ।"
11
"ଜଣେ ବ୍ଯକ୍ତିର ଯେତେ ଅଧିକ ସମ୍ପତ୍ତି ଅଛି, ତାହାର େସତେ ବନ୍ଧୁ ତା'ର ସମ୍ପତ୍ତି ଖର୍ଚ୍ଚ କରିବାକୁ ସାହାୟ୍ଯ କରନ୍ତି। ତେଣୁ ସହେି ଧନୀ ବ୍ଯକ୍ତିଟି ପ୍ରକୃତ ରେ କିଛି ଲାଭ ପାଏ ନାହିଁ। କବଳେ ସେ ନିଜ ସମ୍ପତ୍ତିକୁ ଦେଖେ।"
12
"ଶ୍ରମଜିବୀ ଲୋକେ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ, ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ୟିବାକୁ ଦବେ ନାହିଁ।"
13
"ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ଯନ୍ତ ଦୁଃଖର ବିଷଯ ଯାହା ଜୀବନ ରେ ଘଟିଛି। ମନୁଷ୍ଯମାନେ ସମାନଙ୍କେର ପାଇଁ ଅର୍ଥ ଜମା ରଖନ୍ତି।"
14
"ଦୁର୍ଘଟଣା ବଶତଃ ସହେିସବୁ ଧନ କ୍ଷଯ ପାଏ। ଯେତବେେଳେ ତା'ର ପୁତ୍ର ଜନ୍ମ ହୁଏ, ତାକୁ ଦବୋପାଇଁ ତା'ର କିଛି ନ ଥାଏ।"
15
"ସେ ଆପଣା ମାତୃ ଗର୍ଭରୁ ଯେପରି ଆସିଥିଲା, ସପରେି ଉଲଗ୍ନ ହାଇେ ଫରେିୟିବ। ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ବହସ୍ତ ରେ ଯାହା ନଇୟୋଇ ପାରିବ ନାହିଁ, ଏପରି କିଛି ସଙ୍ଗେ ନବେ ନାହିଁ।"
16
"ତାହା ଅତ୍ଯନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫରେିବ ଠିକ୍ ଯେପରି ଆସିଥିଲା। ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ'ଣ ପାଇଛି?"
17
"ସେ ବିଷାଦ ରେ ତା'ର ଜୀବନ କଟାଇ ଦିଏ। ପୁଣି ସେ ଅତିଶଯ ବିରକ୍ତ ହୁଏ। ଆଉ ପିଡ଼ୀତ ଓ କ୍ରୋଧିତ ହୁଏ।"
18
"ମୁଁ ଦେଖିଛି ଯେ, ଏହି ସର୍ବୋତ୍ତମ ଜଣେ ବ୍ଯକ୍ତି ଏହା କରିପାରିବ। ଏହି ପୃଥିବୀ ରେ ତା'ର ଅଳ୍ପ ଜୀବନ କାଳ ମଧିଅରେ ଜଣେ ବ୍ଯକ୍ତି ଯାହା କାର୍ୟ୍ଯ କରେ, ସେ ଖାଇ ପିଇ ଉପଭୋଗ କରିବା ଉଚିତ୍। ପରମେଶ୍ବର ତାହାଙ୍କୁ ଏହି ଅଳ୍ପକାଳ ଜୀବନ ଦଇେଛନ୍ତି ଏବଂ ତାହାହିଁ ତା'ର ସବୁକିଛି।"
19
"ଆହୁରି ପରମେଶ୍ବର କୌଣସି ବ୍ଯକ୍ତିକୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମ ରେ ଆନନ୍ଦ କରିବାକୁ କ୍ଷମତା ଦେଲେ। ଏହା ହିଁ ପରମେଶ୍ବରଙ୍କର ଦାନ ଅଟେ।"
20
"ସତ୍ଯ ରେ, ଜଣେ ବ୍ଯକ୍ତି ତା'ର ଜୀବନ ବିଷଯ ରେ ବେଶୀ ଚିନ୍ତା କରେ ନାହିଁ, କାରଣ ପରମେଶ୍ବର ତାକୁ ନିଜକୁ ଉପ ଭୋଗ କରିବା ରେ ବ୍ଯସ୍ତ ରଖିଛନ୍ତି।"
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 6 →
All chapters:
1
2
3
4
5
6
7
8
9
10
11
12