bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Ephesians 3
Ephesians 3
Odia - 1840
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
1
"ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।"
2
"ତୁମ୍ଭମାନେେ ଶୁଣିଥିବ, ପରମେଶ୍ବର ତାହାଙ୍କର ମହାନ ଅନୁଗ୍ରହ ରେ ମାେତେ ଏହି ବିଶଷେ କାର୍ୟ୍ଯ ଦଇେଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିପା ରେ।"
3
"ପରମେଶ୍ବର ମାେ' ନିକଟରେ ତାହାଙ୍କର ଗୁପ୍ତ ଯୋଜନା ପ୍ରକାଶ କରିଛନ୍ତି। ସେ ମାେତେ ଯାହା ଦଖାଇେଛନ୍ତି, ସେ ବିଷୟ ରେ ମୁଁ ଅଳ୍ପ କିଛି ଲେଖି ସାରିଛି।"
4
"ସଗେୁଡ଼ିକ ଯଦି ତୁମ୍ଭମାନେେ ପଢ଼, ତା ହେଲେ ଦେଖିବ ଯେ ଖ୍ରୀଷ୍ଟଙ୍କ ସମ୍ବନ୍ଧ ରେ ଗୁପ୍ତ ସତ୍ଯ ବିଷୟ ରେ ମୁଁ ପ୍ରକୃତ ରେ ବୁଝିଛି।"
5
"ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ଯ ବିଷୟ ରେ କୁହାୟାଇ ନ ଥିଲା। କିନ୍ତୁ ପରମେଶ୍ବର ଏବେ ନିଜର ପବିତ୍ର ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ନିକଟରେ ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ସହେି ଗୁପ୍ତ ସତ୍ଯଟି ପ୍ରକାଶ କରିଛନ୍ତି।"
6
"ସହେି ଗୁପ୍ତ ସତ୍ଯଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ଯ ପରମେଶ୍ବରଙ୍କ ସମସ୍ତ ବିଷୟର ଅଧିକାରୀ ହବେେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସହେି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବର ଯେ ସମସ୍ତ ପ୍ରତିଜ୍ଞା ଦଇେଅଛନ୍ତି, ସମାନେେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ସହେି ସମସ୍ତର ସହଭାଗୀ ଅଟନ୍ତି। ସୁସମାଚାର ହତେୁରୁ ଅଣଯିହୂଦୀମାନେ ଏହି ସବୁର ଅଧିକାରୀ ଅଟନ୍ତି।"
7
"ପରମେଶ୍ବରଙ୍କ ବିଶଷେ ଅନୁଗ୍ରହର ଦାନ ଦ୍ବାରା ମୁଁ ସୁସମାଚାର କହିବା ପାଇଁ ଜଣେ ସବେକ ହଲିେ। ପରମେଶ୍ବର ତାହାଙ୍କର କାର୍ୟ୍ଯକାରୀ ଶକ୍ତି ବଳ ରେ ମାେତେ ଏହି ଅନୁଗ୍ରହ ଦାନ କଲେ।"
8
"ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।"
9
"ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।"
10
"ମଣ୍ଡଳୀ ଦ୍ବାରା ପରମେଶ୍ବରଙ୍କ ବହୁବିଧ ଜ୍ଞାନ, ସ୍ବର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ଯକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ବରଙ୍କର ଉଦ୍ଦେଶ୍ଯ ଥିଲା। ସମାନେେ ମଣ୍ଡଳୀ ୟୋଗୁ ଏହା ଜାଣି ପାରିବେ।"
11
"ସମୟର ପ୍ରାରମ୍ଭରୁ ପରମେଶ୍ବରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମଳେ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ଏହା ସମ୍ପନ୍ନ କଲେ।"
12
"ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଦ୍ବାରା, ନିର୍ଭୟ ରେ ପରମେଶ୍ବରଙ୍କ ସମ୍ମୁଖକୁ ୟିବା ପାଇଁ ଆମର ସ୍ବାଧୀନତା ଅଛି।"
13
"ସେଥିପାଇଁ ମୁଁ କୁ ହେ ଯେ ତୁମ୍ଭମାନଙ୍କ ପାଇଁ ମୁଁ ଯାତନା ଭୋଗୁ ଥିବାରୁ ହତୋତ୍ସାହିତ ହୁଅ ନାହିଁ। ମାରେ ଏହି ଯାତନାଗୁଡ଼ିକ ତୁମ୍ଭ ନିମନ୍ତେ ଗୌରବଜନକ ହବେ।"
14
"ସେଥିପାଇଁ ପ୍ରାର୍ଥନା ରେ ମୁଁ ପରମପିତାଙ୍କ ଆଗ ରେ ନତମସ୍ତକ ହୁଏ।"
15
"ପରମେଶ୍ବର ସ୍ବର୍ଗ ଓ ପୃଥିବୀର ସମସ୍ତ ପରିବାରକୁ ପ୍ରକୃତ ନାମ କରଣ କରନ୍ତି।"
16
"ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିୟୁକ୍ତ ହବୋ ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ତୁମ୍ଭମାନଙ୍କୁ ସହେି ଶକ୍ତି ପ୍ରଦାନ କରିବେ।"
17
"ତୁମ୍ଭ ବିଶ୍ବାସ ହତେୁ ତୁମ୍ଭ ହୃଦୟ ରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ ରମେ ରେ ଶକ୍ତିଶାଳୀ ହେଉ ଏବଂ ପ୍ ରମେ ରେ ଗଢ଼ି ଉଠୁ।"
18
"ଖ୍ରୀଷ୍ଟଙ୍କ ପ୍ ରମରେ ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ବରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ଯ ବୁଝି ପାର ଯେ, ସହେି ପ୍ ରମେ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ, ଓ କେତେ ଗଭୀର।"
19
"ଯୀଶୁ ଖ୍ରୀଷ୍ଟଙ୍କ ପ୍ ରମେ ମନୁଷ୍ଯର ପ୍ ରମଠାରୁେ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସହେି ପ୍ ରମେ ବିଷୟ ରେ ଜାଣିବା ପାଇଁ ସକ୍ଷମ ହୁଅ, ତବେେ ଯାଇ ତୁମ୍ଭେ ପରମେଶ୍ବରଙ୍କଠା ରେ ପୂର୍ଣ୍ଣ ହାଇେ ୟିବ।"
20
"ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।"
21
"ମଣ୍ଡଳୀ ରେ ଓ ଖ୍ରୀଷ୍ଟଙ୍କ ଦ୍ବାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।"
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 4 →
All chapters:
1
2
3
4
5
6
Recommended Reading
Commentary
Ephesians Commentaries
→
Devotional
Ephesians Devotional Guide
→
Get This Bible
Odia - 1840 Study Bible
→