bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Ephesians 4
Ephesians 4
Odia - 1840
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
1
"ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।"
2
"ସବୁବେଳେ ନମ୍ର, ଭଦ୍ର, ର୍ଧୈୟ୍ଯବାନ ହୁଅ। ପରସ୍ପରକୁ ପ୍ ରମେ ରେ ଗ୍ରହଣ କର।"
3
"ତୁମ୍ଭେ ସମସ୍ତେ ପବିତ୍ର ଆତ୍ମାଙ୍କ ଦ୍ବାରା ଶାନ୍ତିର ବନ୍ଧନ ରେ ଏକତ୍ର ହାଇେ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ୟ୍ଯନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।"
4
"ଶରୀର ଏକ, ପବିତ୍ର ଆତ୍ମା ମଧ୍ଯ ଏକ। ପରମେଶ୍ବର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡ଼ାକି ଥିଲେ।"
5
"ପ୍ରଭୁ ଏକ, ବିଶ୍ବାସ ଏକ ଓ ବାପ୍ତିସ୍ମ ମଧ୍ଯ ଏକ।"
6
"ପରମେଶ୍ବର ଜଣେ ଓ ସେ ହେଉଛନ୍ତି ପ୍ରେତ୍ୟକକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ବାମୀ ଅଟନ୍ତି। ସେ ସବୁଠା ରେ ଓ ସମସ୍ତଙ୍କ ଅନ୍ତର ରେ ଅଛନ୍ତି।"
7
"ଖ୍ରୀଷ୍ଟ ଆମ୍ଭ ପ୍ରେତ୍ୟକକଙ୍କୁ ଗୋଟିଏ ବିଶଷେ ଅନୁଗ୍ରହ ଦାନ ଦଇେଛନ୍ତି।"
8
"ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସା ରେ ସହେି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁ ହେ:"
9
"ଉଚ୍ଚକୁ ଗଲେ କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।"
10
"ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି।"
11
"ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।"
12
"ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।"
13
"ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।"
14
"ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,"
15
"ନା! ଆମ୍ଭେ ପ୍ ରମେ ସହକା ରେ ସତ୍ଯ କହିବା। ଆମ୍ଭେ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହବୋ। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।"
16
"ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରେତ୍ୟକକ ଅଙ୍ଗ ଏକାଠି ୟୋଡ଼ି ହାଇେ ରହିଛନ୍ତି। ପ୍ରେତ୍ୟକକ ଅଙ୍ଗ ନିଜ ନିଜର କାର୍ୟ୍ଯ କରନ୍ତି। ଏହାଦ୍ବାରା ସମଗ୍ର ଶରୀର ପ୍ ରମେ ରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।"
17
"ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।"
18
"ସମାନେେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସମାନେେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ବର ପ୍ରଦତ୍ତ ଜୀବନ ସମାନେେ ପାଇ ପାରିବେ ନାହିଁ।"
19
"ସମାନଙ୍କେର ଲଜ୍ଜା ନାହିଁ। ସମାନେେ ମନ୍ଦ କାର୍ୟ୍ଯ କରି ଜୀବନ ଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସମାନଙ୍କେର ଇଚ୍ଛା।"
20
"କିନ୍ତୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କ ବିଷୟ ରେ ଯାହା ଶିଖିଲ, ସଗେୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ।"
21
"ମୁଁ ଜାଣେ ତୁମ୍ଭମାନେେ ତାହାଙ୍କ ବିଷୟ ରେ ଶୁଣିଛ। ତୁମ୍ଭେ ତାଙ୍କଠା ରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ଯ ଶିକ୍ଷା ଦିଆଯାଇଛି। ସହେି ସତ୍ଯ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଛି।"
22
"ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।"
23
"ମାତ୍ର, ତୁମ୍ଭମାନଙ୍କୁ ହୃଦୟ ରେ ଓ ଭାବନା ରେ ନୂତନ ହବୋକୁ ପଡ଼ିବ।"
24
"ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।"
25
"ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।"
26
"ଯେତବେେଳେ ତୁମ୍ଭର କୋର୍ଧ ହୁଏ, ସେତବେେଳେ ଅତି କୋର୍ଧୀ ହାଇେ ପାପ କର ନାହିଁ।"
27
"ଦିନସାରା କୋରଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।"
28
"ଚୋର ଚୋରୀ କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମ ରେ ଲଗାଉ। ତା ହେଲେ ସେ ଗରୀବ ଲୋକମାନଙ୍କୁ କିଛି ସାହାୟ୍ଯ କରିପାରିବ।"
29
"ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।"
30
"ପବିତ୍ର ଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ବରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ ସମୟ ଉପସ୍ଥିତ ହେଲ ପରମେଶ୍ବର ତୁମ୍ଭକୁ ସ୍ବାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦଇେଅଛନ୍ତି।"
31
"କବେେ ହେଲ କଟୁ ହୁଅ ନାହିଁ, ରାଗ ନାହିଁ କୋର୍ଧ କର ନାହିଁ, ଉତ୍ତଜେିତ ହୁଅ ନାହିଁ। କୋରଧ ରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦଲୋଭଳି କଥା କୁହ ନାହିଁ। କବେେ ହେଲ ମନ୍ଦ କାମ କର ନାହିଁ।"
32
"ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।"
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 5 →
All chapters:
1
2
3
4
5
6
Recommended Reading
Commentary
Ephesians Commentaries
→
Devotional
Ephesians Devotional Guide
→
Get This Bible
Odia - 1840 Study Bible
→