bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Esther 2
Esther 2
Odia - 1840
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
1
"ଏହିସହୁ ଘଟଣା ପରେ ଅକ୍ଷଶ୍ବରେଶ ରାଜାର କୋର୍ଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ୟ୍ଯ ଓ ତାହା ପ୍ରତିକୂଳ ରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା।"
2
"ତେଣୁ ରାଜାର ସବୋକାରୀ ଭୃତ୍ଯମାନେ ତାହାକୁ କହିଲେ, ମହାରାଜାଙ୍କ ପାଇଁ ସୁନ୍ଦରୀ ୟୁବତୀ କନ୍ଯାଗଣର ଅନ୍ବଷେଣ କରାଯାଉ।"
3
"ଆଉ ମହାରାଜା ଆପଣା ରାଜ୍ଯର ସମସ୍ତ ପ୍ରଦେଶ ରେ କର୍ମଗ୍ଭରୀଗଣ ନିୟୁକ୍ତି କରନ୍ତୁ। ସମାନେେ ସହେି ସବୁ ସୁନ୍ଦରୀ କନ୍ଯାଗଣକୁ ଶୂଶନ ରାଜଧାନୀ ରେ ଏକତ୍ର କରି ଅନ୍ତଃପୁର ରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନଫୁସକ ହଗଯରେ ହସ୍ତ ରେ ସମର୍ପଣ କରନ୍ତୁ। ପୁଣି ସମାନଙ୍କେ ଅଙ୍ଗରାଗାର୍ଥକ ଦ୍ରବ୍ଯ ସମାନଙ୍କେୁ ଦତ୍ତ ହେଉ।"
4
"ଏହାପରେ ଯେଉଁ କନ୍ଯା ମହାରାଜାଙ୍କର ତୁଷ୍ଟୀକାରୀଣୀ ହବେ, ସେ ବଷ୍ଟୀ ବଦଳେ ରାଣୀ ହବେ। ଏହି କଥା ରେ ରାଜା ସନ୍ତାଷେ ହବୋରୁ ସେ ଏପରି କଲା।"
5
"ସହେି ସମୟରେ ମର୍ଦ୍ଦଖଯ ନାମ ରେ ଜଣେ ୟିହୁଦୀଯ ଲୋକ ଶୂଶନ୍ ରାଜଧାନୀ ରେ ଥିଲା, ସେ ବିନ୍ଯାମୀନ ବଂଶୀଯ ୟାଯୀରର ପୁତ୍ର, ଶିମିଯିର ପୌତ୍ର, କୀଶର ପ୍ରପୌତ୍ର।"
6
"ଯେଉଁ ଲୋକମାନେ ଯିହୁଦାର ରାଜା ୟିକନିଯ ସହିତ ବାବିଲର ରାଜା ନବୁଖଦ୍ନିତ୍ସର ଦ୍ବାରା ନିର୍ବାସିତ ହାଇେଥିଲା। ସମାନଙ୍କେ ସହିତ କୀଶ ୟିରୁଶାଲମଠାରୁ ନିର୍ବାସିତ ହାଇେଥିଲା।"
7
"ମର୍ଦ୍ଦଖଯ ଆପଣା ମାମୁଁ କନ୍ଯା ହଦସାକୁ ଅର୍ଥାତ୍ ଏଷ୍ଟରକୁ ପ୍ରତିପାଳନ କଲା କାରଣ ତାହାର ପିତା କି ମାତା ନ ଥିଲେ। ସେ ପରମସୁନ୍ଦରୀ ଓ ସ୍ନହମେଯୀ ଥିଲା। ତାହାର ପିତାମାତା ମଲାପରେ ମର୍ଦ୍ଦଖଯ ତାହାକୁ ନିଜର କନ୍ଯାରୂପେ ଗ୍ରହଣ କରିଥିଲା।"
8
"ଯେତବେେଳେ ରାଜାର ସହେି ବାକ୍ଯ ଓ ଆଜ୍ଞା ପ୍ରଗ୍ଭରିତ ହେଲା ଶୂଶନ୍ ରାଜଧାନୀ ରେ ହଗଯେ ନିକଟରେ ଅନକେ କନ୍ଯା ସଂଗୃହିତ ହବୋ ବେଳେ ଏଷ୍ଟରକୁ ରାଜପୁରିକି ସ୍ତ୍ରୀ ରକ୍ଷକ ହଗଯେ ନିକଟକୁ ନିଆଗଲା।"
9
"ଏଥି ରେ ଏହି ୟୁବତୀ ହଗଯରେ ତୁଷ୍ଟିଜନକ ହାଇେ ତାହାଠାରୁ ଅନୁଗ୍ରହ ପାଇଲା। ଏଣୁ ସେ ଶୀଘ୍ର ତାକୁ ରାଜଗୃହରୁ ମନୋନୀତ ସାତଜଣ ଦାସୀଙ୍କ ସହିତ ସମସ୍ତ ଅଂଶ ପ୍ରସାଧନ ଏବଂ ତା'ର ଭାଗ ଖାଦ୍ୟ ଦିଆଗଲା। ଆଉ ସେ ତାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନ ରେ ବାସ କରାଇଲା।"
10
"ମାତ୍ର ଏଷ୍ଟର ଆପଣା ବଂଶ କି କୁଟୁମ୍ବର ପରିଚଯ କାହାକୁ ଦଲୋନାହିଁ କାରଣ ମର୍ଦ୍ଦଖଯ ତାହା ନ ଜଣାଇବାକୁ ଆଜ୍ଞା କରିଥିଲା।"
11
"ଏହାପରେ, ଏଷ୍ଟର କିପରି ଅଛି ଓ ସେ କଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖଯ ପ୍ରତିଦିନ ନ୍ଯାଯାଳଯ ରେ ପ୍ରାଙ୍ଗଣ ସମ୍ମୁଖ ରେ ୟାତାଯତ କଲା।"
12
"ଦ୍ବାଦଶ ମାସ ଶଷେ ରେ, ରାଜା ଅକ୍ଷଶ୍ବରଶ ନିକଟକୁ ଏକ କୁଆଁରୀ କନ୍ଯାର ଉପସ୍ଥିତ ହବୋର ସମୟ ଆସିଲା। କାରଣ ସମାନଙ୍କେର ସୌନ୍ଦର୍ୟ୍ଯ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀ ଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ଯ ସବେନ କରିବାକୁ ହେଲା।"
13
"ପୁଣି ରାଜାଙ୍କ ନିକଟକୁ ୟିବାକୁ ହେଲେ, ପ୍ରେତ୍ୟକକ ୟୁବତୀ ନିମନ୍ତେ ଏହିପରି ନିଯମ ଥିଲା। ସେ ଯେ କୌଣସି ଦ୍ରବ୍ଯ ମାଗିଲେ, ଅନ୍ତଃପୁରରୁ ରାଜଗୃହକୁ ୟିବା ସମୟରେ ସାଙ୍ଗ ରେ ନବୋ ନିମନ୍ତେ ତାହାକୁ ଦିଆଗଲା।"
14
"ରାଜାଙ୍କର ନଫୁସକ ଶାଶ୍ଗସର ତତ୍ତ୍ବାବଧାନ ରେ ଜଣେ କନ୍ଯା ସନ୍ଧ୍ଯା ସମୟରେ ଦ୍ବିତୀୟ ହ ରମଙ୍କେ ନିକଟକୁ ୟିବ ଓ ସକାଳ ରେ ଫରେି ଆସିବ। ଶାଶ୍ଗସ ରାଜାଙ୍କର ତତ୍ତ୍ବାବଧାରକ ଥିଲା।"
15
"ଏହାପରେ, ରାଜାଙ୍କ ନିକଟକୁ ୟିବାପାଇଁ ଏଷ୍ଟରର ପାଳି ପଡିଲା। ଏଷ୍ଟର ମର୍ଦ୍ଦଖଯଙ୍କ ପାଳିତ କନ୍ଯା ଥିଲା। ସେ ମର୍ଦ୍ଦଖଯର କକା ଅବିହଯିଲର କନ୍ଯା ଥିଲା। ହଗଯେ ରାଜାଙ୍କର ନଫୁସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ବାବଧାରକ, ଯାହା କହିଥିଲେ, ତାହା ଛଡା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହଗଯକେୁ ଦେଖିଲେ, ତା ପ୍ରତି ଅନୁକମ୍ପା କଲେ।"
16
"ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସ ରେ ଅର୍ଥାତ୍ ଟବେେତ୍ ସାମ ରେ, ଏଷ୍ଟରକୁ ରାଜଗୃହ ରେ ଅକ୍ଷଶ୍ବରେଶ ରାଜା ନିକଟକୁ ନିଆଗଲା।"
17
"ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ ରମେ କଲା ଏବଂ ଅନ୍ୟ ସମସ୍ତ ୟୁବତୀଠାରୁ ସେ ରାଜାର ଦୃଷ୍ଟି ରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦଇେ ବଷ୍ଟୀ ବଦଳ ରେ ତାହାକୁ ରାଣୀ କଲା।"
18
"ଏହାପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶର ଛୁଟି କଲା ଓ ରାଜାର ବଦାନ୍ଯତାନୁସା ରେ ଦାନ କଲା।"
19
"କନ୍ଯାମାନେ ଦ୍ବିତୀୟଥର ସଂଗୃହିତା ହବୋ ସମୟରେ ମର୍ଦ୍ଦଖଯ ରାଜ ଦ୍ବାର ରେ ବସିଲା।"
20
"ଏଷ୍ଟର ମର୍ଦ୍ଦଖଯର ଆଜ୍ଞାନୁସା ରେ ଆପଣା ବଂଶ ଓ କୁଟୁମ୍ବର ପରିଚଯ କାହାକୁ ହିଁ ଦଲୋ ନାହିଁ। କାରଣ ଏଷ୍ଟର ମର୍ଦ୍ଦଖଯ ନିକଟରେ ପ୍ରତିପାଳିତା ହବୋ ସମୟରେ ଯେପରି କରୁଥିଲା ସେତବେେଳେ ହିଁ ସପରେି ତାହାର ଆଜ୍ଞା ପାଳନ କଲା।"
21
"ସହେି ସମୟରେ, ମର୍ଦ୍ଦଖଯ ରାଜଦ୍ବାର ରେ ବସିବା ବେଳେ ଦ୍ବାରପାଳମାନଙ୍କ ମଧିଅରେ ବିଗ୍ଥନ୍ ଓ ତରେଶ୍ ନାମକ ରାଜାଙ୍କର ଦୁଇ ଜଣ ନଫୁସକ କୋର୍ଧିତ ହାଇେ ଅକ୍ଷଶ୍ବରେଶ ରାଜାକୁ ବଧ କରିବାକୁ ଷଡୟନ୍ତ୍ର କଲେ।"
22
"ମାତ୍ର ମର୍ଦ୍ଦଖଯ ଏହା ଜାଣି ଏଷ୍ଟର ରାଣୀକୁ ଜଣାଇଲା। ପୁଣି ଏଷ୍ଟର ମର୍ଦ୍ଦଖଯ ନାମ ଦଇେ ରାଜାକୁ ତାହା ଜଣାଇଲା।"
23
"ତହିଁରେ ଅନୁସନ୍ଧାନ ଦ୍ବାରା ସହେି କଥା ପ୍ରମାଣ ହବୋରୁ ସହେି ଦୁଇଜଣ ବୃକ୍ଷ ରେ ଫାଶି ପାଇଲେ। ଆଉ ସହେି କଥା ରାଜାର ସାକ୍ଷାତ ରେ କଚରେୀର ନକଲ ଖାତା ରେ ଲଖାଗେଲା।"
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 3 →
All chapters:
1
2
3
4
5
6
7
8
9
10