bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia - 1840
/
Esther 3
Esther 3
Odia - 1840
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 4 →
1
"ଏହିସବୁ ଘଟଣା ପରେ ଅକ୍ଷଶ୍ବରେଶ ରାଜା ଅଗାଗୀଯ ହମ୍ମଦାଥାର ପୁତ୍ର ହାମନକୁ ଉନ୍ନତ କରି ଉଚ୍ଚ ପଦାନ୍ବିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ ରେଷ୍ଠ ଆସନ ଦଲୋ।"
2
"ତହିଁରେ ରାଜାର ଯେତେ ଦାସ ରାଜଦ୍ବାର ରେ ଥିଲେ, ସେ ସମସ୍ତେ ନତ ହାଇେ ହାମନକୁ ପ୍ରଣାମ କଲେ। କାରଣ ରାଜା ତାହା ବିଷଯ ରେ ସହେିପରି ଆଜ୍ଞା ଦଇେଥିଲେ। ମାତ୍ର ମର୍ଦ୍ଦଖଯ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।"
3
"ଏଣୁ ରାଜଦ୍ବାର-ବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖଯକୁ କହିଲେ, ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?"
4
"ଏହିପରି ସମାନେେ ପ୍ରେତ୍ୟକକ ଦିନ କହିଲେ। ତଥାପି ସେ ସମାନଙ୍କେର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖଯର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛା ରେ ସମାନେେ ହାମନକୁ ତାହା ଜଣାଇଲେ। କାରଣ ମର୍ଦ୍ଦଖଯ ଯକେି ୟିହୁଦୀଯ ଲୋକ, ଏହା ସେ ସମାନଙ୍କେୁ କହିଥିଲା।"
5
"ଯେତବେେଳେ ହାମନ ଦେଖିଲା ମର୍ଦ୍ଦଖଯ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲାନାହିଁ। ସେତବେେଳେ ସେ ଅତି କୋର୍ଧାନ୍ନିତ ହେଲା।"
6
"ମାତ୍ର ସେ କବଳେ ମର୍ଦ୍ଦଖଯ ଉପରେ ହସ୍ତକ୍ଷପେ କରିବାକୁ ଲଘୁ ମଣିଲା। କାରଣ ସମାନେେ ତାହାକୁ ମର୍ଦ୍ଦଖଯର ବଂଶୀଯ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ ଅକ୍ଷଶ୍ବରେଶର ସମୁଦାଯ ରାଜ୍ଯ ରେ ସମସ୍ତ ୟିହୁଦୀଯଙ୍କୁ ଅର୍ଥାତ୍ ମର୍ଦ୍ଦଖଯର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।"
7
"ରାଜା ଅକ୍ଷଶ୍ବରେଶ ଦ୍ବାଦଶ ବର୍ଷର ପ୍ରଥମ ମାସଟି, ଯାହାକି ନୀଷନ ବୋଲି ପରିଚିତ, ସମାନେେ ଆଖିବୁଜି ଦ୍ବାଦଶ ମାସକୁ ମନୋନୀତ କଲେ, ଏହା ଅଦର ୟିହୁଦୀମାନଙ୍କୁ ଧ୍ବଂସ କରିବା ବୋଲି ଜଣାୟାଏ।"
8
"ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।"
9
"ମହାରାଜ ସନ୍ତୁଷ୍ଟ ହେଲେ ସମାନଙ୍କେୁ ବିନାଶ କରିବା ପାଇଁ ପତ୍ର ଲୋଖାଯାଉ। ତହିଁରେ ମୁଁ ରାଜକାର୍ୟ୍ଯ ରେ ନିୟୁକ୍ତ ଲୋକଙ୍କ ହସ୍ତ ରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦବେି।"
10
"ଏଥି ରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀଯ କାଢି ୟିହୁଦୀଯମାନଙ୍କର ବୌରି ଅଗାଗୀଯ ହମ୍ମଦାଥାର ପୁତ୍ର ହାମନକୁ ଦଲୋ।"
11
"ପୁଣି ରାଜା ହାମନକୁ କହିଲା, ସହେି ରୂପା ଓ ସହେି ଦେଶୀଯ ଲୋକ ତୁମ୍ଭକୁ ଦିଆଗଲା। ସମାନଙ୍କେ ପ୍ରତି ଯାହା ତୁମ୍ଭର ଇଛା, ତାହା କର।"
12
"ଏଣୁ ପ୍ରଥମ ମାସର ତ୍ରଯୋଦଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନର ସମସ୍ତ ଆଜ୍ଞାନୁସା ରେ ପ୍ରେତ୍ୟକକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରେତ୍ୟକକ ଦେଶୀଯ ଲୋକଙ୍କ ଭାଷାନୁସା ରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ବରେଶ ରାଜାର ନାମ ରେ ଲିଖିତ ଓ ରାଜାର ଅଙ୍ଗୁକୀଯ ରେ ମୁଦ୍ରାଙ୍କିତ ହେଲା।"
13
"ସମସ୍ତ ୟିହୁଦୀଯ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ବଂସ କରିବା ପାଇଁ ଏବଂ ସମାନଙ୍କେର ଦ୍ରବ୍ଯଗୁଡିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ବାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନ ରେ କରାୟିବାର ଥିଲା, ତାହା ଦ୍ବାଦଶ ମାସର ତ୍ରଯୋଦଶ ଦିନ ଯାହା ଅଦର ମାସ କୁହାୟାଏ।"
14
"ପୁଣି ସହେି ଦିନ ନିମନ୍ତେ ସମସ୍ତ ଲୋକ ଯମେିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରେତ୍ୟକକ ପ୍ରଦେଶ ରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ୟାବତୀଯ ଲୋକଙ୍କୁ ଜଣାଇବାକୁ ସହେି ଲିଖନର ପ୍ରତିଲିପି ଦିଆଗଲା।"
15
"ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସହେି ଆଜ୍ଞା ଶୂଶନ୍ ରାଜଧାନୀ ରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।"
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 4 →
All chapters:
1
2
3
4
5
6
7
8
9
10